-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତା ଲକ୍ଷ୍ମୀଦେବୀ ହେର୍ଣ୍ଣାଙ୍କ ଦଶାହ କ୍ରିୟାକର୍ମ ଅବସରରେ ସ୍ମୃତି ସଭା l

28-Dec-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  କୈଟପଦର ଗ୍ରାମରେ ଅବସ୍ଥିତ ଶିକ୍ଷାବିତ  ଶ୍ରୀଯୁକ୍ତ ପ୍ରେମସିଂ ହେର୍ଣ୍ଣା ଙ୍କ   ବାସଭବନରେ ତାଙ୍କ ସ୍ବର୍ଗୀୟ ମାତା ତଥା ଅଭିଭକ୍ତ  କଳାହାଣ୍ଡି ଜିଲ୍ଲାର ବିଶିଷ୍ଟ ରାଜନୈତିକ, ସମାଜ ସେବୀ,ଯାଦବ ସମାଜର  ସୁ ସଂଘଠନ ଏବଂ ସଂସ୍କାରକ ସ୍ବର୍ଗତ ବିନୋଦ ବିହାରୀ ଯାଦବ ଙ୍କ  ସହଧର୍ମିଣୀ ସ୍ବର୍ଗତା ଲକ୍ଷ୍ମୀ ଦେବୀଙ୍କ ଦଶାହ କର୍ମ ଅବସରରେ  ନୂଆପଡା ଜିଲ୍ଲା ଯାଦବ ସମାଜ ଆନୁକୂଲ୍ୟରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି l ନୂଆପଡା ଜିଲ୍ଲା ଯାଦବ ସମାଜର  କାର୍ଯ୍ୟ କାରି ସଭାପତି ଶିକ୍ଷାବିତ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ ସଭାପତିତ୍ୱ ରେ ଆୟୋଜିତ ସଭାରେ  ଉତ୍କଳ ଯାଦବ ମହା ସଭାର ମହା ସଚିବ ତଥା ନୂଆପଡା ଜିଲ୍ଲା ଯାଦବ ସମାଜର ଉପଦେଷ୍ଟା ଶ୍ରୀଯୁକ୍ତ ଲମ୍ବୋଦର ନିଆଲ,ନୂଆପଡା ଜିଲ୍ଲା ଯାଦବ ସମାଜର ସଭାପତି ଶ୍ରୀଯୁକ୍ତ ଭରତ ଲାଲ ରାଉତ,ରାଜ୍ୟ ଉପଦେଷ୍ଟା  ଶ୍ରୀଯୁକ୍ତ ରାମଲାଲ ହଂସ, ପୂର୍ବତନ ଖଡ଼ିଆଳ ବିଧାୟକ ତଥା ଜିଲ୍ଲା ଉପଦେଷ୍ଟା ଶ୍ରୀଯୁକ୍ତ ହିତେଶ କୁମାର ବଗର୍ତି,ସମାଜ ସେବୀ ଶ୍ରୀ  ରାମଚନ୍ଦ୍ର କଟା,ଉଜ୍ୱଳ ପ୍ରସାଦ ହଂସ,କ୍ଷମା ଧର ନିଆଲ,ପରମାନନ୍ଦ ପୋଡ଼, ଚନ୍ଦ୍ର ଧ୍ୱଜ ବାଗ,ଲକ୍ଷ୍ମୀ ହଂସ ପ୍ରମୁଖ ଅତିଥି ଯୋଗ ଦେଇ ସ୍ବର୍ଗତା ଲକ୍ଷ୍ମୀ ଦେବୀ ହେର୍ଣ୍ଣା ଙ୍କ ସରଳତା, ନମ୍ରତା,ଭକ୍ତି ପରାୟଣା,ନିଷ୍ଠାପର କର୍ମ, ସମାଜ ପ୍ରତି ସ୍ନେହ ଓ ଶ୍ରଦ୍ଧା ବ୍ୟବହାର ,ବତ୍ସଳତା ଗୁଣ ଓ ନିରହଂକାର ଆଦି ଗୁଣର ସ୍ମୃତି ଚାରଣ କରିବା ସହ ଶୋକସନ୍ତପ ପରିବାରଙ୍କୁ ସମବେଦନା ଜଣାଇଥିଲେ l ସଭା ପ୍ରାରମ୍ଭରେ ସ୍ବର୍ଗତା ଲକ୍ଷ୍ମୀ ଦେବୀଙ୍କ ଫଟୋ ଚିତ୍ର ଉପରେ ବନ୍ଧୁ ବାନ୍ଧବ ଗଣ ଦ୍ୱାରା ମାଲ୍ୟାର୍ପଣ ଏବଂ ସିନ୍ଦୁର,ଚନ୍ଦନ ଦୀପ ଲଗାଇ ସମ୍ମାନ ଦେବା ସହ ଏକ ମିନିଟ ପାଇଁ ତାଙ୍କ ଆତ୍ମାର ଶାନ୍ତି ଓ ସଦଗତି କାମନାକରି ନିରବ ପ୍ରାର୍ଥନା କରାଯାଇଥିଲା ଏହି ସଭାରେ ଶ୍ରୀଯୁକ୍ତ ପ୍ରେମସିନ୍ଧୁ ହେର୍ଣ୍ଣାଙ୍କ ର  ପରିବାର ବର୍ଗ  ଚାରି ଭଉଣୀ ଓ ଚାରି ଜ୍ୱାଇଁ ତଥା ଅନ୍ୟାନ୍ୟ ଆତ୍ମୀୟ ସ୍ୱଜନ ଓ ସାମାଜିକ ବନ୍ଧୁ ବାନ୍ଧବ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like