-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍: ଗୁରୁତର ଆହାତ ଙ୍କୁ ହସ୍ପିଟାଲରେ ଭର୍ତ୍ତି; କ୍ଷତିପୂରଣ ଦାବିରେ ଲୋକଙ୍କ ରାସ୍ତାରୋକ

28-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗିର ସହର ଦେଇ ଭାରି ଯାନ ଚଳପ୍ରଚଳ ଯୋଗୁଁ ପ୍ରତିଦିନ ଧନଜୀବନ ନଷ୍ଟ ହେଉଛି l ଆଜି ପ୍ରାୟ ୫ ଟା ସମୟରେ ବଲାଙ୍ଗୀର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି । ଏକ ୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ ଉପରେ ଚଢ଼ି ଯିବାରୁ ଅଧିକ ରକ୍ତସ୍ରାବ ହୋଇଥିଲା। ଦୁର୍ଘଟଣା ର ଶିକାର ହୋଇଥିବା ବ୍ଯକ୍ତିଙ୍କ ନାମ ଧର୍ମାନନ୍ଦ ଦାସ(୬୬) ଓ  ସେ ବଲାଙ୍ଗୀର ଚନ୍ଦ୍ରଶେଖର ନଗର ବାସୀନ୍ଦା ବୋଲି ଜଣାପଡିଛି l ଧର୍ମାନନ୍ଦ ଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି l ରାସ୍ତାରେ ପଡି ବୃଦ୍ଧ ଜଣକ ଛଟପଟ ହେଉଥିବା ବେଳେ ପୋଲିସର ପି ସ ଆର୍ ଭେନ୍ ଆସି  ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡିକାଲ କଲେଜ ପଠାଇଛି । ବଲାଙ୍ଗୀର ସହରରେ  ବାରମ୍ବାର ରାସ୍ତା ଦୁର୍ଘଟଣା ହେଉଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ ପାଇଁ ବାଇପାସ୍ ରାସ୍ତା ନିର୍ମାଣ କାମକୁ ତ୍ୱରାନ୍ୱିତ କରିବାରେ ସରକାର ଅବହେଳା ପ୍ରଦର୍ଶନ କରୁଥିବା ପରିଲକ୍ଷିତ ହୋଇଛି l 

 ତେବେ ଦୁର୍ଘଟଣା ପରେ ଉତ୍ୟକ୍ତ ଜନସାଧାରଣ ରାସ୍ତାକୁ ଓହ୍ଲାଇ ଟାୟାର ଜାଳି ୫ଲକ୍ଷ ଟଙ୍କା ଦାବି କରିଛନ୍ତି । ୨୬ନମ୍ବର ଜାତୀୟ ରାଜପଥ ଏବେ ଗାଡ଼ି ଚଳାଚଳ ବନ୍ଦ ଅଛି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ରାସ୍ତାରୁ ହଟିବେ ନାହିଁ ବୋଲି କହିଛନ୍ତି । ଧରମlନନ୍ଦ ଦାଶ ( ୬୫) ବଲାଂଗୀର ସହର ଚନ୍ଦ୍ରଶେଖର ନଗରର ବାସିନ୍ଦା ବୋଲି ଜଣାପଡିଛି । ଟ୍ରକ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like