-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

କଂଗ୍ରେସର ୧୪୧ତମ ପ୍ରତିଷ୍ଠାଦିବସରେ ଜିଲ୍ଲାକଂଗ୍ରେସ କମିଟିପକ୍ଷରୁ ରକ୍ତଦାନ ଶିବିର

28-Dec-2025



ବଲାଙ୍ଗିର(ପ୍ରେରଣା ଖବର): ୧୮୮୫ ମସିହାରେ ପରାଧିନ ଭାରତରେ ଆଜିର ଦିନରେ ଜାତୀୟକଂଗ୍ରେସଦଳ ପ୍ରତିଷ୍ଠା କରାଯାଇଥିଲା । ଦେଶକୁ ସ୍ୱାଧିନ କରିବାରେ କଂଗ୍ରେସ ନେତୃବୃନ୍ଦ ସଂଗ୍ରାମକୁ ଓହ୍ଲାଇ ବଳିଦାନ ଦେଇଥିଲେ । ବିଶ୍ୱରେ କଂଗ୍ରେସଦଳ ଆଜି ଏକ ପ୍ରତିଷ୍ଠିତଦଳ ଭାବରେ ପରିଚିତ ହୋଇ କଂଗ୍ରେସଦଳକୁ ୧୪୧ବର୍ଷ ହେଲା । ସେଥିପାଇଁ ସାରା ଦେଶରେ କଂଗ୍ରେସଦଳ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ପ୍ରତିଷ୍ଠାଦିବସ ପାଳନ କରୁଛି । ବଲାଙ୍ଗୀର ଜିଲ୍ଲା କଂଗ୍ରେସକମିଟି ପକ୍ଷରୁ ଆଜି ବଲାଙ୍ଗୀର ମୁଖ୍ୟଚିକିତ୍ସାଳୟର ରକ୍ତଭଣ୍ଡାରରେ ସ୍ୱେଚ୍ଛାକୃତ ରାକ୍ତଦାନ ଶିବିର ଆୟୋଜନ କରି ପ୍ରତିଷ୍ଠାଦିବସ ପାଳନ କରିଛି । ଜିଲ୍ଲାକଂଗ୍ରେସ କମିଟିର ସଭାପତି ଅନୀଳ ମେହେରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ କଂଗ୍ରେସଦଳର ରାଜ୍ୟଉପସଭାପତି ତଥା କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ସନ୍ତୋଷସିଂ ସାଲୁଜା ଉଦଘାଟନ କରିଥିଲେ । ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଦଳୀୟନେତା ଓ କର୍ମି ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଦେଶକୁ ସ୍ୱାଧିନ କରିବାରେ କଂଗ୍ରେସଦଳ ପ୍ରମୁଖ ଭୂମୀକା ନେଇଥିଲା ଓ ପରିବର୍ତ୍ତି ପର୍ଯ୍ୟାୟରେ ସ୍ୱାଧିନତାପରେ ଦେଶର

ବିକାଶରେ ମଧ୍ୟ ମୁଖ୍ୟ ଭୂମୀକା ନେଇଛି ।  ଆଜି ଦେଶର ବିଭିନ୍ନ ସମସ୍ୟାକୁ ନେଇ କଂଗ୍ରେସ ଲୋକଙ୍କ ପାଇଁ ଲଢେଇ କରୁଛି । ଦଳର ସର୍ବୋଚ୍ଚନେତ୍ରୀ ସୋନିଆଁ ଗାନ୍ଧୀ,ରାଷ୍ଠ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାଡଗେ,ବିରୋଧିଦଳର ନେତା ରାହୁଲ ଗାନ୍ଧୀ,ସାଂସଦ ପ୍ରୀୟଙ୍କା ଗାନ୍ଧୀ ଓ ରାଜ୍ୟରେ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନେତୃତ୍ୱରେ ଦଳ ଲୋକଙ୍କ ପାଇଁ ଲଢେଇ ଜାରିରଖିଛି ବୋଲି ସନ୍ତୋଷ ସିଂସାଲୁଜା କହିଛନ୍ତି । ଏହି ରକ୍ତଦାନ ଶିବିରରେ କଂଗ୍ରେସଦଳର ରାଜ୍ୟମିଡିଆସେଲ ଅଧ୍ୟକ୍ଷ ଅରବିନ୍ଦ ଦାସ,ଜନ୍ମେଜୟ ସାହୁ,ଦେବରାଜ ପଣ୍ଡା ପ୍ରମୁଖଙ୍କ ସହ ବହୁସଂଖ୍ୟାରେ କଂଗ୍ରେସନେତା ଓ କର୍ମି ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like