-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଯାଦବ ସମାଜର ସାଙ୍ଗଠନିକ ବୈଠକ  

28-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦଶପୁର ଗ୍ରାମ ପଞ୍ଚାୟତର ମେଣ୍ଡିପାଲି ଗ୍ରାମ ଠାରେ ପୁଇଁନ୍ତଲା ବ୍ଲକ ଯାଦବ ସମାଜର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସମାଜର ଇଷ୍ଟଦେବୀ ମାଁ ସମଲେଶ୍ୱରୀ ଓ କୂଳ ଦେବତା ଶ୍ରୀ କୃଷ୍ଣଙ୍କ ଠାରେ ପୂଜାର୍ଚ୍ଚନା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଦଶପୁର ଗ୍ରାମ ପଞ୍ଚାୟତର ପୂର୍ବତନ ଯାଦବ ସଂଘର ସଭାପତି ଵିଷ୍ଣୁ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁଇଁନ୍ତଲା ବ୍ଲକ ଯାଦବ ସମାଜ ସଭାପତି ଅନିରୁଦ୍ଧ ବଗର୍ତ୍ତୀ, ଜିଲ୍ଲା ସହ ସଂପାଦକ ଦେବେନ୍ଦ୍ର ହାତୀ, ବ୍ଲକ ଉପସଭାପତି ଚନ୍ଦ୍ର ବଦନ ବଗର୍ତ୍ତୀ, ବ୍ଲକ ଯୁବ ଯାଦବ ସଂପାଦକ ସଚିତାନନ୍ଦ ବଗର୍ତ୍ତୀ ଯୋଗଦେଇ ଗ୍ରାମ ପଞ୍ଚାୟତ ସ୍ତରରେ କିପରି ଭାବରେ ସମାଜର ସଙ୍ଗଠନକୁ ମଜବୁତ କରାଯିବ ସେ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବନ୍ଧପଡା ଗ୍ରାମ ପଞ୍ଚାୟତ ସଭାପତି ସମ୍ପତ୍ତି ବାଗ, ମଲମୁଣ୍ଡା ଗ୍ରାମ ପଞ୍ଚାୟତ ସଭାପତି ପିତାମ୍ବର ବାଙ୍କ, ସାଉନ୍ତପୁର ଗ୍ରାମପଞ୍ଚାୟତ ଉପ ସଭାପତି ପାର୍ଥ ପୋଢ, କୁରୁଲ ଗ୍ରାମ ପଞ୍ଚାୟତ ସଂପାଦକ ଯଦୁମଣି ବାଗ, ଛତାପିପଲ ଗ୍ରାମ ପଞ୍ଚାୟତ ସଭାପତି ଯୁଗେଶ୍ୱର ଆଡଜୁଏଡ, ରଣ୍ଡା ଗ୍ରାମ ପଞ୍ଚାୟତ ସଭାପତି ସୁଦାମ ସେଲମା ପ୍ରମୁଖ ଉପସ୍ଥିତ ଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ଦଶପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଯାଦବ ସମାଜର କମିଟୀ ଗଠିତ ହୋଇଥିଲା । ସର୍ବସମ୍ମତି କ୍ରମେ ସଭାପତି ଭାବରେ ତ୍ରିଲୋଚନ ପାଣ୍ଡେ, କାର୍ଯ୍ୟକାରୀ ସଭାପତି ଗାନ୍ଧୀ ଜାଲ, ଉପସଭାପତି ପ୍ରକାଶ ବିଶି, ସଂପାଦକ ମନ ଥପା, ସହ ସଂପାଦକ ପ୍ରକାଶ ମାହାକୁର, କୋଷାଧ୍ୟକ୍ଷ ଲମ୍ବୋଧର ବାଗ, ଯୁବ ଯାଦବ ସଭାପତି ବିନୋଦ କୁମାର ଥପା, ଯୁବ ଯାଦବ ସଂପାଦକ  ସୁଦର୍ଶନ ଅଦାବରିଆ ଓ କାର୍ଯ୍ୟକାରୀ ସଦସ୍ୟ ଭାବରେ ବ୍ୟାସଦେବ ବନଛୋର, ସାଧୁରାମ ବିଶି, ବିକର୍ତ୍ତନ ମାହାକୁର,ପୁରନ ବାଗ, ଆକୁଳ ଷାଣ୍ଢ, କାର୍ତ୍ତିକ ବିଶି ପ୍ରମୁଖ ମନୋନୀତ ହୋଇଥିଲେ । ନୂତନ ଭାବରେ ମନୋନିତ ହୋଇଥିବା ସମାଜର କର୍ମକର୍ତ୍ତା ମାନଙ୍କୁ ଜିଲ୍ଲା ଉପ ସଭାପତି ପ୍ରଦୀପ କୁମାର ସେଲମା ଶପଥ ପାଠ କରାଇଥିଲେ ! ବୈଠକରେ ଦଶପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମ ଗୁଡିକର ଯାଦବ ଭାଇ ମାନେଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ବ୍ଲକ ସଂପାଦକ ଜଗନ୍ନାଥ ଚନ୍ଦନ ପରିଚାଳନା କରିଥିବା ବେଳେ ଶେଷରେ ଲୋକେଶ୍ୱର ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like