-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିନିକାରେ କଂଗ୍ରେସର ୧୪୦ତମ ପ୍ରତିଷ୍ଠା ଦିବସ ପାଳିତ

28-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଭାରତୀୟ ଜାତୀୟ କଂଗ୍ରେସ ବିନିକା ଶାଖା ତରଫରୁ ଆଜି ହୋଟେଲ ଚନ୍ଦ୍ରମା କକ୍ଷ ଠାରେ କଂଗ୍ରେସର ୧୪୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।ବିନିକା ବ୍ଲକ କଂଗ୍ରେସ ସଭାପତି ରବୀନ୍ଦ୍ର ହୋତା ଏଥିରେ ଅଧ୍ୟକ୍ଷତା କରି କଂଗ୍ରେସର ନୀତି ଆଦର୍ଶର ଅନୁପ୍ରାଣିତ ହେବା ସହିତ ନିଜ ନିଜ ମଧ୍ୟରେ ଏକତା ସୃଷ୍ଟି କରି ଆଗାମୀ ଦିନରେ କଂଗ୍ରେସକୁ ତୃଣ ମୂଳ ସ୍ତରରୁ ସୁଦୃଢ କରିବା ଦିଗରେ କାର୍ଯ୍ୟ କରିବାକୁ ଉପସ୍ଥିତ କଂଗ୍ରେସ କର୍ମୀ ମାନଙ୍କୁ ଆହ୍ବାନ ଦେଇଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲା କିସାନ ମୋର୍ଚ୍ଚା ସଭାପତି ସଂଗ୍ରାମ କେଶରୀ ନାୟକ,ନଗର ସଭାପତି ଉମାକାନ୍ତ ଦୀପ,ବରିଷ୍ଟ କଂଗ୍ରେସ ନେତା ସପନେଶ୍ୱର ପୃଷ୍ଟି,ନରେନ୍ଦ୍ର ସାହୁ,ଶିବ ପ୍ରସାଦ ଖମାରୀ,ପ୍ରଦୀପ ସେଠୀ,ରଶ୍ମିରଞ୍ଜନ ବିଶି,ବିଜୟ ଭୋଇ,ସୁମନ୍ତ ସାହୁ,ଭାଗିରଥି ବଗର୍ତ୍ତି,ନିର୍ମଳ ମହାନନ୍ଦ,ସୁରଥ ପ୍ରଧାନ,ମନୋଜ ଷାଣ୍ଢ,ରାମଜୀ ମହାନନ୍ଦ,କୃଷ୍ଣ ପ୍ରଧାନ,ନିତାଇ ମହାନନ୍ଦ,ପଞ୍ଚାନନ ପାତ୍ର, ଟିକେଶ୍ୱର ପ୍ରଧାନ ପ୍ରମୁଖ ଯୋଗଦେଇ ପ୍ରତିଷ୍ଠା ଦିବସ ପାଳନର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ।ପ୍ରାରମ୍ଭରେ ଉପସ୍ଥିତ ସମସ୍ତ କର୍ମୀ ଦୀପ ପ୍ରଜ୍ବଳନ କରି କଂଗ୍ରେସର ସଂକେତ ପତାକାକୁ ଉତ୍ତୋଳନ କରି ସମ୍ମାନ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like