-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ହିନ୍ଦୀ-ବଙ୍ଗାଳୀ ନାଟକ. ‘ସାତ ଘରେୟା ’ କୁ ଉପଭୋଗ କଲେ ଦେଖଣାହାରୀ

28-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ଓ ମଠଖାଇ ମହୋତ୍ସବ ପାଳନ କମିଟି ପକ୍ଷରୁ କୃଷ୍ଣଚନ୍ଦ୍ର ମହାପାତ୍ର(କେସି)ଙ୍କ ସ୍ମୃତିରେ ଆୟୋଜିତ ୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ସ୍ଥାନୀୟ କୋସଲ କଳାମଣ୍ଡଳ ପଡ଼ିଆରେ ହୋଇଯାଇଛି। ଭୂମିକା ସଭାପତି ବ୍ୟାସଦେବ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ  ନାଟ୍ୟ ନିର୍ଦେଶକ ସୁବୋଧ ପଟନାୟକ ଯୋଗଦେଇ ନାଟକ ଏକତା ସୃଷ୍ଟି କରିଥାଏ ବୋଲି କହିଥିଲେ। ପରେ ମହୋତ୍ସବ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ର ନାଟକ ସମାଜରେ ପରିବର୍ତ୍ତନ ଆଣିଥାଏ ବୋଲି କହିଥିଲେ। ଏଥିସହ ସେ କୋସଲ କଳା ମଣ୍ଡଳ ପଡିଆର ଉନ୍ନତି ତଥା ନିର୍ମାଣଧୀନ ଅଡିଟୋରିୟମ ଶୀଘ୍ର ସମ୍ପୂର୍ଣ୍ଣ କରନ୍ତୁ ବୋଲି କହିଥିଲେ। 
ଆଜିର କାର୍ଯ୍ୟକ୍ରମ ମଞ୍ଚକୁ ନାଟ୍ୟକାର ସ୍ଵର୍ଗତ ଉଗ୍ରସେନ ଷଡ଼ଙ୍ଗୀଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥିଲା। ଏହି ଅବସରରେ ଶାଗୁଆ ବଲାଙ୍ଗିର ସଂଗଠନଙ୍କୁ ମଠଖାଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଭୂମିକା ସମ୍ପାଦକ

ରଶ୍ମୀରଞ୍ଜନ ବକ୍ସି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସୌମେନ୍ଦ୍ର ପରିଛା ଧନ୍ୟବାଦ ଦେଇଥିଲେ। ଉଦଘାଟନୀ ସମାରୋହରେ ପଞ୍ଚମ ଅନୁଷ୍ଠାନ କର୍ମକର୍ତ୍ତା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ମଞ୍ଚ ସମର୍ପଣ ପତ୍ର ରାଜେନ୍ଦ୍ର ମିଶ୍ର ଓ ମାଠଖାଇ ସମ୍ମାନ ପତ୍ର ଗୋପାଳ ଚନ୍ଦ୍ର ମିଶ୍ର ପାଠ କରିଥିଲେ। ସଭାପରେ ପଶ୍ଚିମ ବଙ୍ଗ ଶାନ୍ତିପୁର ରଙ୍ଗପୀଠ ଅନୁଷ୍ଠାନର ହିନ୍ଦୀ -ବଙ୍ଗାଳୀ ନାଟକ. ‘ସାତ ଘରେୟା ’ ମଞ୍ଚସ୍ଥ ହୋଇଥିଲା। ଏହାର ଲେଖକ ପ୍ରଫୁଲ୍ଲ ରୟ ଓ ନିର୍ଦେଶକ ବିଶ୍ୱଜିତ ବିସ୍ୱାଶ ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like