-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ବିଜେତା ସୁରଜ - ୧୧ ଫୁଲବାଣୀ

28-Dec-2025



ଲୋଇସିଂହା/ଆଗଲପୁର, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ଫାଇନାଲ୍ ଖେଳ ବିଏଫ୍ ସି କୁଚିଣ୍ଡା ଓ ସୁରଜ - ୧୧ ଫୁଲବାଣୀ ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ଆଜିର ଚିତ୍ତାକର୍ଷକ  ଫାଇନାଲ ଖେଳରେ  ସୁରଜ - ୧୧ ଫୁଲବାଣୀ ଦଳ ୧-୦  ରେ ବିଜୟୀ ହୋଇ ବଡଟିକା କପ୍  ୨୦୨୫ ର ବିଜେତା ହୋଇଛି l ଏହି ଅବସରରେ ମୁଖ୍ଯଅତିଥି ଭାବେ ବଲାଙ୍ଗିର  ଜିଲ୍ଲା  ବିଜେପି  ସଭାପତି ଶ୍ରୀବତ୍ସ ବେହେରା ଯୋଗ ଦେଇଥିବା ବେଳେ  ସାଂସଦ ପ୍ରତିନିଧି ଆଗଲପୁର ଉମେଶ ପୁଟେଲ, ସାଂସଦ ପ୍ରତିନିଧି ଲୋଇସିଂହା ବାଳକୃଷ୍ଣ ଧରୁଆ, ବୁର୍ଡା ସରପଞ୍ଚ ସୁଦିପ ସା, ନଅଗାଁ -ଖ ସରପଞ୍ଚ ବୃନ୍ଦାବନ ସେଠ୍, ସମାଜସେବୀ ଆନନ୍ଦ ମେହେର ପ୍ରମୁଖ  ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ମ୍ଯାଚ୍ କମିଶନର୍ ସୁଦୟ କୁମାର ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ତାବଧାନରେ ଶ୍ରୀନିବାସ ରାଓ, ରାଜ୍ କୁମାର ମଣ୍ଡଳ,ସୁଧାଂଶୁ ଶେଖର ସେଠ୍ ଓ ରୋଶନ୍ ମେହେର ଆଜିର ଖେଳକୁ ପରିଚାଳନା କରିଥିଲେ । ଆଜିର ଖେଳର ଶ୍ରେଷ୍ଠ ଖେଳାଳି  ସହିତ  ଟୁର୍ଣ୍ଣାମେଣ୍ଟ୍ ର  ମ୍ଯାନ୍ ଅଫ୍ ଦ ସିରିଜ  ଭାବେ   ସୁରଜ - ୧୧ ଫୁଲବାଣୀ ଦଳର ଖେଳାଳୀ ଜିମ୍ମା (ଘାନା)ଙ୍କୁ ଓ  ବିଏଫ୍ ସି କୁଚିଣ୍ଡା ଦଳର ଗୋଲକିପର୍ ଓମ୍ ଖଡିଆଙ୍କୁ ଶ୍ରେଷ୍ଡ ଗୋଲ କିପର ଭାବେ  ପୁରସ୍କୃତ କରାଯାଇଥିଲା  ।

କ୍ରୀଡା ସଂଘ ତରଫରୁ ଉଭୟଦଳକୁ ମେଡାଲ ଓ ସମସ୍ତ ରେଫରୀଙ୍କୁ ମୋମେଣ୍ଟୋ ପ୍ରଦାନ କରି ସମ୍ମାନୀତ କରାଯାଇଥିଲା  ।ଏହି ଅବସରରେ ଆୟୋଜିତ ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ  କ୍ରୀଡା ସଂଘ ର ସାଧାରଣ ସମ୍ପାଦକ ତଥା ଏହି ଟୁର୍ଣ୍ଣାମେଣ୍ଟ୍ ର ମାର୍ଗଦର୍ଶିକା ଓ ଲୋଗୋ  ଡିଜାଇନର  ପ୍ରସ୍ତୁତକର୍ତ୍ତା ଅନିଋଦ୍ଧ ଭୋଈ  ଏକ ସୁସ୍ଥ ସମାଜ ଗଠନରେ ସମସ୍ତେ ମିଶି କାର୍ଯ୍ଯ କରିବା  ସନ୍ଦେଶକୁ ସୁଦୂର ପ୍ରସାରୀ କରିବାରେ ସହଯୋଗ  କରିଥିବା ସମସ୍ତ କ୍ରୀଡାପ୍ରେମୀ ତଥା ଫୁଟବଲପ୍ରମୀ ଓ ଗ୍ରାମବାସୀଙ୍କୁ କୃତଜ୍ଞତା ତଥା ସାଧୁବାଦ ଜଣାଇଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ,   ଶୁଶିଲ ବିଶ୍ବାଲ, ଧନସିଂ ବାଗ, ବିଜଯୟ କୁମାର ସାହୁ, ଚିନ୍ତାମଣୀ ପଧାନ, ସାନୁ ସାହୁ, ରାଜିନ୍ଦ୍ର ସେଠ୍,କୁନୁ ଜୁଏଡ୍ ତଥା କ୍ରୀଡା ସଂଘ ର  ସମସ୍ତ ସଭ୍ଯ ଓ ଗ୍ରାମବାସୀ ସହଯୋଗ କରିଥିଲେ । ହିମାଶୁ ଦଳପତି  ଧାରା  ବିବରଣୀ ପ୍ରଦାନ କରିଥିବାବେଳେ କ୍ରୀଡା ସଂଘର ସକ୍ରିୟ ସଦସ୍ଯ ଡୋଳାମଣି ଦଳପତି ମଞ୍ଚ ପରିଚାଳନା  କରିଥିଲେ ଓ ଶେଷରେ ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like