-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||     

HOME   ଜିଲ୍ଲା

ସହରାଞ୍ଚଳ ପଣ୍ଡରା ସମାଜର ବାର୍ଷିକ ଅଧିବେଶନ

28-Dec-2025



 ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗିର ସହରାଞ୍ଚଳ ପଣ୍ଡରା ସମାଜ ଆନୁକୂଲ୍ୟରେ ଖୁଜେନପାଲି ଶିବ ମନ୍ଦିର ପରିସରରେ ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାଦେଶିକ ପଣ୍ଡରା ମହାସଂଘର କର୍ମକର୍ତ୍ତା ଏବଂ ମହା କେନ୍ଦ୍ରର କର୍ମକର୍ତ୍ତା ଓ ସଭ୍ୟ ମାନେ ନିମନ୍ତ୍ରିତ ଅତିଥି ଭାବରେ ଯୋଗଦେଇଥିଲେ। ମହାସଂଘର ସଭାପତି ରସରାଜ ସା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାସଂଘର ସମ୍ପାଦକ ବୁଦ୍ଧଦେବ  ବିଶି,ଉପ -ସଭାପତି ସୁରେନ୍ଦ୍ର ଖମାରୀ, ଉପେନ୍ଦ୍ର ଭୋଇ, ସହ-ସମ୍ପାଦକ ଗୋବର୍ଦ୍ଧନ ସାହୁ, ସାଂଗଠନିକ

ସମ୍ପାଦକ ବିରେନ୍ଦ୍ର ଦେହୁରୀ, ଉପଦେଷ୍ଟା ରଞ୍ଜନ ମହଲା, ଦୟାସାଗର ସାହା, ଘାସିରାମ ମଲ୍ଲିକ, ବିରାଟପାଣ୍ଡେ, ସଭ୍ୟ ବିନୋଦ ଭୋଇ ଏବଂ ଭୋଜରାଜ ବୁଡେକ ମଞ୍ଚାସୀନ ଥିଲେ ।ଏହି ଅବସରରେ "ପଣ୍ଡରା ସମାଜ ଆଚାର ସଂହିତା" ପୁସ୍ତକ ଉନ୍ମୋଚିତ ହୋଇଥିଲା।ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସମାଜର କୃତୀ ଛାତ୍ର ଶ୍ରୀବର୍ଦ୍ଧନ ବିଶିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।
 

କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଦୁତୀୟା ଦେହେରୀ ଏବଂ ସମ୍ପାଦକ ବୁଦ୍ଧଦେବ ବିଶି । ଧନ୍ୟବାଦ ଅର୍ପଣ କରିଥିଲେ ସୁଶିଳ କୁମାର ବିଶି ।
ପରିଚାଳନାରେ ସହଯୋଗକରିଥିଲେ ମାନନଭଞ୍ଜନ ସା,ଗଙ୍ଗାଧର ଭୋଇ, ଭବାନୀଶଙ୍କର ଭୋଇ, ନୟନ ସା, ସୁଜିତ ମଲ୍ଲିକ, ବିଦ୍ୟାଧର ଦ୍ଵାରୀ, ବିଜୟ ସା, ଶୁଭ୍ରକାନ୍ତ ଦେହେରୀ, ଗୁରୁଚରଣ କହଁର, ସରୋଜ ଦେହେରୀ, କ୍ଷମା ନିଧି ଝାଙ୍କର, ବଂଶୀଧର ସା,ସନ୍ତୋଷ ସା, ରାମ କୁମାର ସା, ଶୁଶିଳ ଭୋଇ,ମୁକେଶ ସା,ଶଙ୍କର୍ଷଣ ନାଏକ, ବିପିନ ନା ଏକ, ଅନ୍ତର୍ଯ୍ୟାମୀ ସା, ଉମାଶଙ୍କର ସା,ବାଞ୍ଚା ନିଧି ପଧାନ ପ୍ରମୁଖ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026

You Might Also Like