-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

*୧୯୭୬ ମାଟ୍ରିକ ବ୍ୟାଚ୍ ର ବନ୍ଧୁ ମିଳନ*- *ସ୍ଵାସ୍ଥ୍ୟ ଓ ସାଇବର କ୍ରାଇମ୍ ଉପରେ ସଚେତନତା କାର୍ଯ୍ଯ କ୍ରମ*-

29-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ମେହେର ପାର୍କ ଠାରେ ୧୯୭୬ମାଟ୍ରିକ ବ୍ୟାଚ୍ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ଜିଲ୍ଲା ତଥା ଦୂର ଦୁରାନ୍ତ ରୁ ୫୦ଜଣ ବନ୍ଧୁ ଯୋଗ ଦେଇଥିଲେ।  ଆଜିର ଏହି ସଭାରେ ଭାରତ ସରକାରଙ୍କ ଅର୍ଥ ବିଭାଗ ପରାମର୍ଶ ଦାତା ବିକାଶ ନାରାୟଣ ମିଶ୍ର ସଭାପତିତ୍ବ କରି ସାଇବର୍ କ୍ରାଇମ୍ ଓ ପରିବାର ବାଦ ଉପରେ ସଚେତନ କରିଥିଲେ। ଡ଼ାକ୍ତର ପ୍ରଦୀପ ଗୁରୁ ସ୍ବାସ୍ଥ୍ୟ ପ୍ରତି ଯତ୍ନ ନେବା କୁ ପରାମର୍ଶ କରି ବନ୍ଧୁ ମାନଙ୍କ ପରିବାର ଆତ୍ମୀୟ ସ୍ୱଜନ ପାଇଁ ବିସ୍ତାର ଭାବେ ସ୍ବାସ୍ଥ୍ୟ ସଚେତନ କରିଥିଲେ l ସ୍ଵାସ୍ଥ୍ୟ ଠିକ ନାହିଁ ତ ଦୁନିଆଁ ର କୌଣସି ଜିନିଷ ଠିକ୍ ଲାଗେନି ସୁନ୍ଦର ଲାଗେନି ବୋଲି କହିଥିଲେ l ଆଗାମୀ ୨୦୨୬ ମସିହାରେ  ଏଇ ବ୍ୟାଚ ର ପଚାଶ ବର୍ଷ ପୂର୍ତ୍ତି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ କୋଣାର୍କ ବେଳାଭୂମିରେ ବନ୍ଧୁ ମିଳନ କ୍ରୀଡା ପ୍ରସ୍ତାବ ଗ୍ରହଣ କରାଗଲା।   ବ୍ୟାଚ୍ ର ସଂଯୋଜକ ଶ୍ରୀ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଏହି ବ୍ୟାଚ୍ ମାଧ୍ୟମ ରେ ଆଗାମୀ ଦିନ ରେ ସମାଜ ସେବା କାର୍ଯ୍ଯ ଉପରେ ଗୁରୁତ୍ବ ଦେବାକୁ ପ୍ରସ୍ତାବ ରଖି ୨୭-୧୨-୨୦୨୬ରେ କୋଣାର୍କ ବେଳାଭୂମି ଏହି ବନ୍ଧୁ ମିଳନ ଅୟୋଜନ କରି  ଜଗନ୍ନାଥ ଦର୍ଶନ ସହ ପ୍ରଭୁ କୃପା ଲାଭ କରି ଜୀବନ ସାର୍ଥକ କରିବାକୁ  ଉଦବୋଧନ ଦେଇଥିଲେ। ବରିଷ୍ଠ ସଦସ୍ୟ ପର୍ଶୁରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଇଂ ଲୋକ ନାଥ କର, ଇଂ ଶଙ୍କର୍ଷଣ ପଣ୍ଡା, ଅଶୋକ କୁମାର ପାଣିଗ୍ରାହୀ, ସଂଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ,ସେନା ଅଧିକାରୀ ହରେଶ ପଟ୍ଟନାୟକ, ଭିକାରୀ ଚରଣ ପୃଷ୍ଟି, ଗୁଣ ମେହେର,ସୁଧିର ମେହେର, ଜଗବନ୍ଧୁ ମିଶ୍ର,ହରି ନାରାୟଣ ମିଶ୍ର ପଞ୍ଚାନନ ବାରିକ,ନବଘନ ଷାଣ୍ଢ , ବାଙ୍କାନିଧି ରାୟଗୁରୁ, ବିକାଶ ମିଶ୍ର, ଶିଳ୍ପପତି ଶଙ୍କର ମେହେର, ଅଶୋକ ଜେନା,ସନତ ବସ୍ତିଆ, କୈବଲ୍ୟ ମିଶ୍ର, ନବୀନ ମେହେର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like