-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଠାରେ କଂଗ୍ରେସ ପକ୍ଷରୁ ୧୪୦ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

29-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): କଂଗ୍ରସ କ୍ଷମତାକୁ ଆସିଲେ ହିଁ ଓଡ଼ିଶାର ବିକାଶ ହେବା ସଙ୍ଗେ ସଙ୍ଗେ ସବୁ ସମସ୍ୟାର ସମାଧାନ ହୋଇପାରିବ ବୋଲି ରବିବାର କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ ଜାତୀୟ କଂଗ୍ରେସ ର ୧୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲା କଂଗ୍ରେସ ସଭାପତି ବିନ୍ଧ୍ୟାବିନି ସାହୁ  ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ  l   କଣ୍ଟାମାଳ ବ୍ଳକ୍ କଂଗ୍ରେସ ପକ୍ଷରୁ ଆୟୋଜିତ ୧୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସଭାପତି ବିନ୍ଧ୍ୟା ବିନୀ ସାହୁ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ପ୍ରଶାନ୍ତ କୁମାର ସାହୁ,  ଶିଷକ ଚିଦାନନ୍ଦ କଅଁର, ଘଣ୍ଟାପଡ଼ା ସରପଞ୍ଚ ଶ୍ରୀମତୀ ରୀତା କଅଁର ପ୍ରମୁଖ ଯୋଗଦେଇ କଂଗ୍ରେସ ତୃଣମୂଳ ସ୍ତରରୁ କିଭଳି ଭାବେ ସଶକ୍ତ, ସୁଦୃଢ ହୋଇ ଆଗକୁ  ବଢିବ ଏବଂ ଅଗାମି ଦିନରେ ଓଡ଼ିଶାରେ ସରକାର ଗଢିବା ପାଇଁ  ଉଦ୍ୟମ ଜାରିରହିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଅତିଥି ମାନଙ୍କୁ କଣ୍ଟାମାଳ କଂଗ୍ରେସ କର୍ମି ମାନେ ସ୍ୱାଗତ ସମ୍ବର୍ଦ୍ଧନା  ସହ ଉପଢୌକନ ପ୍ରଦାନ କରିଥିଲେ  l  ଉକ୍ତ ସଭାରେ ନିବାସ ବାରିକ୍ ,ସୁନାଧର ପୁଟେଲ, ଶୁକ ମଙ୍ଗରାଜ, ବ୍ରଜ ମୋହନ ବାରିକ, ନିତ୍ୟାନନ୍ଦ କର୍ମି,ସୁକେଶ ଖଟୁଆ, ବିକ୍ରମ୍ ରାଜହଂସ,ହୃଦାନନ୍ଦ କଅଁର,ହିତେଶ୍ଵର ଷlଣ୍ଢ, ତ୍ରିନାଥ ରଣା, ବିଷ୍ଣୁମୋହନ ସାହୁ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like