-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀ ବସଷ୍ଟାଣ୍ଡ ରେ ପିଇବା ପାଣିର ଅଭାବ ଯାତ୍ରୀ ହନ୍ତସନ୍ତ

29-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର  ବ୍ଲକ ରୁ ଜିଲ୍ଲା ସଦର ମହକୁମାକୁ ପ୍ରାୟତଃ ପ୍ରତିଦିନ ଲକ୍ଷ୍ମୀ ବସରେ ବିଭିନ୍ନ ସମୟରେ ପାଞ୍ଚଶହ ରୁ ଉର୍ଦ୍ଧ୍ୱ ଯାତ୍ରୀ ଯାତାୟାତ କରିଥାନ୍ତି ହେଲେ ପ୍ରଥମରୁ ବ୍ଲକ କାର୍ଯ୍ୟାଳୟ ପରିସରରେ ରହୁଥିବା ବସ୍ ଗୁଡ଼ିକ ଏବେ ବ୍ଲକଛକ ନିକଟସ୍ଥ ପରିବା ଓ ଫଳବଜାର ପାଇଁ ନିର୍ମାଣ ହୋଇଥିବା ପିଣ୍ଡି ସାମ୍ନା ରେ ରହି ଯାତ୍ରୀ ମାନଙ୍କୁ ନେବା ଆଣିବା କାମ କରିବା ସହ ସେଠାରେ ବସ୍ ମାନଙ୍କର ରାତ୍ରୀ ରହଣି ମଧ୍ୟ ହେଉଛି ହେଲେ ସେଠାରେ ଯାତ୍ରୀ ମାନଙ୍କପାଇଁ ସର୍ବନିମ୍ନ ପିଇବାପାଣି ର ଘୋର ଅସୁବିଧା ଦେଖାଯାଇଛି ଯାଫଳରେ   ବିଭିନ୍ନ କାମରେ  ସହରକୁ ଆସୁଥିବା ଯାତ୍ରୀ ମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ସେଠାରେ ବିଦ୍ୟୁତ ସେବାର ମଧ୍ୟ ସୁବ୍ୟବସ୍ତା ନଥିବା ହେତୁ ବସମାନଙ୍କର ରାତ୍ରୀ ରହଣି ମଧ୍ୟ ନିରାପଦ ନୁହଁ। ସେଠାରେ ପୈ।ର ପରିଷଦ ପକ୍ଷରୁ ଷ୍ଟ୍ରୀଟ  ଲାଇଟ୍ ଲାଗିଥିବା ସତ୍ତ୍ୱେ  ଏବେ ଜଳୁନଥିବା ଦେଖାଯାଇଛି। ଯଦିଓ ସେଠାରେ କିଛି ସୋଲାର ଲାଇଟ୍ ଲାଗିଛି ତାହା ପର୍ଯ୍ୟାପ୍ତ  ନୁହେଁ ଏଣୁ ଅନ୍ଧାର ର  ସୁଯୋଗ ନେଇ ପ୍ରାୟତଃ ସଂଧ୍ୟା ହେଲେ ସେଠାରେ ମଦ୍ୟପ ମାନଙ୍କର ଆଡ୍ଡା ଜମୁଛି ଯାହାକି ସୁରକ୍ଷା ଦୃଷ୍ଟିରୁ ମଧ୍ୟ ନିରାପଦ ନୁହଁ। ଏପରିକି ଦୁର ଦୁରାନ୍ତର ଯାତ୍ରୀ କେହି କେହି ଡାକ୍ତରଖାନା କୁ ଆସି ସଂଧ୍ୟା ପରେ ଆଉ ଫେରି ନପାରି ଉକ୍ତ ପିଣ୍ଡି ରେ ରାତ୍ରୀଯାପନ ମଧ୍ୟ କରୁଥିବାର ଦେଖାଯାଉଛି ଏଣୁ ଉକ୍ତ ସ୍ଥାନରେ ବିଦ୍ୟୁତ ଓ  ପିଇବାପାଣି ର ବ୍ୟବସ୍ଥା କରିବା ସହ  ପୋଲିସ ର ନିୟମିତ ପେଟ୍ରୋଲିଂ ମଧ୍ୟ ଚାଲୁ ରଖିବା ଆବଶ୍ୟକ ହୋଇପଡିଛି। ଏଣୁ ଏହି କଥାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ କିଛି ବିହିତ ପଦକ୍ଷେପ ନେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like