-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

କୋଦଳା ଏନଏସି ର ଦୁର୍ନୀତି ଏବେ ପଲି ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ବାସିଲାଣି; ବେ ନିୟମ ଭାବରେ ପୂର୍ତ୍ତ ବିଭାଗଜାଗାରେ ଟେଣ୍ଡର ବାହାର କରି ଆଜି କଲେ ଟେଣ୍ଡର ଓପେନ

29-Dec-2025



କୋଦଳା(ଭାଗବାନ ପାଢି)- ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ରେ ଦିନକୁ ଦିନ ବଢ଼ିଚାଲିଛି ମହା ଦୁର୍ନୀତି ଯାହାର ବାସ୍ନା ଏବେ ପଲି ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ବାସିଲାଣି ତଥାପି ଜିଲ୍ଲା ପ୍ରଶାସନ ନିରବ। ଆମେ କହୁଛୁ ଗଞ୍ଜାମ ଜିଲ୍ଲା  କୋଦଳା ଏନଏସି ର କାର୍ଯ୍ୟାଳୟ କଥା ଯାହା ର ଦୁର୍ନୀତି ଏବେ ଚରମ ସୀମାରେ ପହଞ୍ଚି ସାରିଲାଣି।କିଛି ମାସ ତଳେ ପୂର୍ତ୍ତବିଭାଗ ତରଫରୁ ତହସିଲ କ୍ୱାଟର ପରିସରରେ ଫେବର ପକାଇବା ପାଇଁ ଚାରିଲକ୍ଷ ଟଙ୍କା ମଞ୍ଜୁରୀ ହୋଇଥିଲା ।ସେଇ କାମ ବର୍ତମାନ ସୁଦ୍ଧା ହୋଇନଥିବା ବେଳେ ବର୍ତମାନ ସେଇକମକୁ କୋଦଳା ଏନଏସି ତରଫରୁ ଚିଠି ନମ୍ବର ୩୪୦୫/୨୬.୧୨.୨୦୨୫ରିଖରେ  ଟେଣ୍ଡର ବାହାର କରିଛନ୍ତି। ଯାହାର ମୂଲ୍ୟ ୭,୮୧,୩୭୦ଟଙ୍କା ଯାହାକି ୧୮.୧୨.୨୦୨୫ରେ ସାର୍ବଜନୀନ ହୋଇଥିଲା ।ଏହାର ଶେଷ ତାରିଖ ୨୬.୧୨.୨୦୨୫ପର୍ଯ୍ୟନ୍ତ ଅଛି ଏହାକୁ ୨୯.୧୨.୨୦୨୫ଦିନ ୧୧ଘଂଟିକା ସମୟରେ ଓପେନ କରିବା ଧାର୍ଯ୍ୟ କରାଯାଥିଲା।କିନ୍ତୁ ଆଜି ସେଇ ଟେଣ୍ଡର କୁ କୋଦଳା ଏନଏସି ତରଫରୁ ଓପେନ କରାଯାଇଛି, ହେଲେ ଏଠି ପ୍ରଶ୍ନ ଉଠୁଛି କେମିତି ପୂର୍ତ୍ତ ବିଭାଗ ବାହାର କରିଥିବା ଟେଣ୍ଡର କୁ କୋଦଳା ଏନଏସି ବାହାର କଲା ,ଏ ନେଇ ଆମ ପ୍ରତିନିଧି ପୂର୍ତ୍ତ ବିଭାଗ ର ଯେଇ ଜୟନ୍ତ କୁମାର ପତି ଙ୍କ ସହ କଥା ହେବାରୁ ସେ କହିଛନ୍ତି କି ସେହି ସ୍ଥାନ ଏନ୍ ଏ ସି କୁ ହସ୍ତାନ୍ତର କରାଯାଇନାହିଁ।ହେଲେ ଏବେ ପ୍ରଶ୍ନ ଉଠୁଛି କେମିତି କୋଦଳା ଏନଏସି ଏହି ଟେଣ୍ଡର ବାହାର କରି ଟେଣ୍ଡର ଓପେନିଙ୍ଗ ମଧ୍ୟ କଲା କିଛି ଦିନ ତଳେ ଏହି ଦୁର୍ନୀତି କୁ ନେଇ ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରସାରଣ ହେଲା ଏକ୍ସ ମାଧ୍ୟମରେ ରାଜ୍ୟସରକାର ଙ୍କ ଠାରୁ ଆରମ୍ବ କରି ଜିଲ୍ଲା ପ୍ରଶାସନ ଙ୍କୁ  ଜଣାହୋଇଥିଲେ ମଧ୍ୟ କିଭଳି ଏମିତି ଦୁର୍ନୀତି କୁ ପ୍ରସୟ ଦେଉ ଛନ୍ତି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣ ଚନ୍ଦ୍ର ରଥ ଯେଇ ଧର୍ମେନ୍ଦ୍ର ବାର୍ତ୍ଯା ଓ ଏମଇ ପ୍ରଦୀପ କୁମାର ସାହୁ,ନା ଲୁଟି ଖାଇବାପାଇଁ ଏହି ମାନେ ଏହିପରି ମହା ଘୋଟଲା କରିଛନ୍ତି?ଏହି ଏନଏସି ରେ ଏମିତି ଗୋଟିଏ କାମ ନୁହଁ ଶତାଧିକ କାମରେ ଘୋଟଲା ଓ ଟେଣ୍ଡର ଫିକ୍କ୍ସଙ୍ଗ କରି କୋଟି କୋଟି ଟଙ୍କା ଲୁଟି ସାରିଲେଣି। ପ୍ରତ୍ୟେକ ଦିନ ଏହି ଏନଏସି ର ଦୁର୍ନୀତି ଉପରେ ବିଭିନ୍ନ ଗଣମାଧ୍ୟ୍ୟମ ରେ ଖବର ପ୍ରସାରଣ ହେଉଥିବା ବେଳେ ଜିଲ୍ଲା ପ୍ରଶାସନ କାହିଁକି ନିରବ ତାକୁ ନେଇ ଏବେ ସାଧାରଣ ଲୋକଙ୍କ ମନରେ ବଡ଼ ପ୍ରଶ୍ନ ସୃଷ୍ଟି କରିଛି।ଗତ ୨୮ ତାରିଖ ରେ ଟେଣ୍ଡର ଫିକ୍ସିଙ୍ଗ ହୋଇଥିବା ବେଳେ ଗତ ୨୯ ତାରିଖ ରେ

ଜଣେ କାଉସିଲର ତଥା ସାମ୍ବାଦିକ ଭଗବାନ ପାଢ଼ୀ ଙ୍କୁ ଏନଏସି ପରିସରରେ ଅଧ୍ୟକ୍ଷ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ ନିର୍ଦେଶ ରେ ମାଡ ମାରି ସିସିଟିଭି ଫୁଟେଜ କୁ ଗାୟବ କରିଦେଇଥିଲେ ମଧ୍ୟ ଆଜକୁ ୨୫ ଦିନ ବିତିଯାଇଥିଲେ ମଧ୍ୟ ଏନଏସି କାର୍ଯ୍ୟାଳୟ ରେ ବର୍ତମାନ ସୁଦ୍ଧା ଶିଶିଟିଭି ଲାଗିନାହିଁ!ଦେଖାଯାଉ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ହେଉଛି ଲୋକଙ୍କ ସରକାର ବୋଲି ଯୋଉ ଡିଣ୍ଡିମ ପିଟୁଛନ୍ତି ଏବଂ ଦୁର୍ନୀତି କୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି କହୁଛନ୍ତି ତାହା କେତେଦୂରୁ କାର୍ଯକାରୀ ହେଉଛି ତାହା ଦେଖିବାକୁ ବାକିରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like