-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

*କୋଶଳ ଉଚ୍ଚ ବିଦ୍ୟାଳୟ ର ୧୧ ଦଶ ତମ ବାର୍ଷିକ ଉତ୍ସବ ପାଳିତ*- *ଯୋଗ ଦେଲେ ପ୍ରାକ୍ତନ ଜିଲ୍ଲାପାଳ ଦାଶରଥି ଶତପଥି*-

29-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ କୋଶଳ ଉଚ୍ଚ ବିଦ୍ୟାଳୟର ୧୧ଦଶ ତମ ବାର୍ଷିକ ଉତ୍ସବ ମହା ସମାରୋହ ରେ ପାଳିତ ହୋଇ ଗତ କାଲି ଉଦଯାପିତ ହୋଇଯାଇଛି | ଏହି ଅବସରରେ ମୁଖ୍ୟ ଅତିଥି ଭାବରେ  ସୁବର୍ଣ୍ଣପୁର ର ପ୍ରାକ୍ତନ ଜିଲ୍ଲାପାଳ ତଥା ଅବସରପ୍ରାପ୍ତ ସଚିବ ଓଡିଶା ବିଧାନ ସଭା  ଶ୍ରୀଯୁକ୍ତ ଦାଶରଥି ଶତପଥି ଯୋଗ ଦେଇ ମା ମାତୃଭୂମି ମାତୃଭାଷା ଓ ଗୁରୁ ଙ୍କୁ କେବେବି କୌଣସି ଛାତ୍ର ଛାତ୍ରୀ ଅଣଦେଖା ନ କରିବାକୁ ପରାମର୍ଶ କରିଥିଲେ l ରାଜ୍ୟ ତଥା ରାଜ୍ୟ ବାହାରେ ଏ ସୁବର୍ଣ୍ଣପୁର ମାଟି ର ପିଲା ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଦେଖାଇ ଏ ମାଟି ର ଗୌରବ ଅର୍ଜନ କରନ୍ତି ଓ ଏ ମାଟି ପାଣି ପବନ କଳା ସଂସ୍କୃତି ଲୋକ ଙ୍କ ଆଚାର ବ୍ୟବହାର କୁ ମୁଁ କେବେ ଭୂଲି ପାରିବିନି ବୋଲି  ଶ୍ରୀ ଶତପଥି କହିଥିଲେ l କୃତୀ ଛାତ୍ରଛାତ୍ରୀ ଗୁରୁଜୀଗୁରୁମା , ଓ ସହର ଜିଲ୍ଲା ର ବିଭିନ୍ନ ପ୍ରତିଭା ବିଶିଷ୍ଟ ବ୍ୟକ୍ତି ବିଶେଷ  ମାନଙ୍କୁ ସମର୍ଦ୍ଧିତ କରିଥିଲେ l  ସମ୍ମାନିତ ଅତିଥି ଭାବରେ ସୋନପୁର  ଉପଜିଲ୍ଲାପାଳ ଡ଼. ସୌମ୍ୟରୂପା ରଥ, ଉପଦେଷ୍ଟା ଶ୍ରୀଯୁକ୍ତ ଅଭିମନ୍ୟୁ କୁଶଳ, ବିଦ୍ୟାଳୟ ସଭାପତି ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଲିକ, ଉପ ସଭାପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ନାଏକ ପ୍ରମୁଖ ଉପସ୍ଥିତ ରହିଥିଲେ |

ସେହିପରି ପୂର୍ବାହ୍ଣ ଅଧିବେଶନରେ ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀଯୁକ୍ତ ଅର୍ଜୁନ ମାଝୀ ମୁଖ୍ୟଅତିଥି ଓ ଶ୍ରୀମତୀ ସସ୍ମିତା ଭୂତିଆ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିଲେ | ବିଦ୍ୟାଳୟ ର ଶୁଭେଛୁ ସହଯୋଗୀ ସମେତ ଉପସ୍ଥିତ ସମସ୍ତ ସାମ୍ବାଦିକ ଙ୍କୁ  ଉପଢୌକନ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା | ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଓ ରାଜ୍ୟ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା | ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ସୁର ବିଚିତ୍ରା ଅନୁଷ୍ଠିତ ହୋଇଥିଲା ଯାହାକି ସମସ୍ତେ ବେଶ ମଜା ନେଇଥିଲେ |ବିଦ୍ୟାଳୟ ପାଇଁ ଉତ୍ସବ ରେ ଏକ ନିଆରା କାର୍ଯ୍ୟକ୍ରମ  ବାଲୁକା ଶିଳ୍ପ ଥିଲା ଯାହାକି ଛାତ୍ରଛାତ୍ରୀ ଓ ଶିଳ୍ପୀ ଅଭିଷେକ ସିଂ ଦ୍ୱାରା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶାଳ ମୂର୍ତ୍ତି ବାଲିରେ ନିର୍ମିତ କରାଯାଇଥିଲା | ବାର୍ଷିକ ଉତ୍ସବର ପ୍ରଥମ ଦିନ ବିଦ୍ୟାଳୟରେ ସ୍କାଉଟ କ୍ୟାମ୍ପରୀ ଅନୁଷ୍ଠିତ ହୋଇଥିଲା l ସୋନପୁର କୋଶଳ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏହି ଭାରତ ସ୍କାଉଟ ଗାଇଡ କ୍ୟାମ୍ପୋରିଂ ଓ ବାର୍ଷିକ ଉତ୍ସବ ମହା ସମାରୋହ ରେ ଉଦ୍ଘାଟିତ  ହୋଇଥିଲା l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଓ ସମ୍ମାନିତ ଅତିଥି ଭାବେ ଏ ଡି ଏମ୍ ଅଞ୍ଜଳିନା ପଧାନ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଛାତ୍ର ଛାତ୍ରୀ ଓ ଅଭିଭାବକ ଙ୍କୁ ଉତ୍ସାହିତ କରିଥିଲେ l ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଉଭୟ ଦିବସ ରେ ଅତିଥି ମାନଂକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ଯ କ୍ରମ ଓ ପରିବେଶ ସୁରକ୍ଷା ଉପରେ ସଚେତନତା ନାଟକ ପରିବେଷଣ କରା ଯାଇଥିଲା l ଯାହାକି ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ ଅଭିଭାବକ ବୁଦ୍ଧିଜୀବି ଙ୍କ ମନ ଛୁଆଁ ଥିଲା l ସ୍କୁଲ ଅଧ୍ୟକ୍ଷ ସଞ୍ଜୟ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ଓ ଛାତ୍ର ଛାତ୍ରୀ ସହଯୋଗ କରିଥିଲେ l ବିଦ୍ୟାଳୟ ର ଉପଦେଷ୍ଟା ମନୋରଞ୍ଜନ ତ୍ରୀପାଠୀ, ପିତାମ୍ବର ମହାପାତ୍ର , ଲଡୁ କିଶୋର ମଲ୍ଲିକ ଉତ୍ସବ ର ସମସ୍ତ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like