-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ପ୍ରକାଶ ମହାନ୍ତି ହତ୍ୟା ମାମଲାରେ ୩କୋଟ ଚଲାଣ,ଏବେବି ଜଣେ ଫେରାର

29-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏସି ଅଧିନସ୍ତ ଗୁଲାପଡ଼ା ଗ୍ରାମର ପ୍ରକାଶ ମହାନ୍ତିଙ୍କୁ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣାରେ ବିନିକା ପୋଲିସ ୩ଜଣଙ୍କୁ ଗିରଫ କରି କୋଟ ଚଲାଣ କରିଛି  ।ଏନେଇ ଆଜି ଅପରାହ୍ନରେ ବିନିକା ଥାନାରେ ଅନୁଷ୍ଟିତ ସାମ୍ବାଦିକ ସମ୍ମିଳନୀରେ ସୋନପୁର ଏସଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସୂଚନା ଦେଇଛନ୍ତି।ଘଟିଥିବା ଘଟଣା ଉପରେ ସେ କହିଥିଲେ ଯେ ୧୮ତାରିଖ ସନ୍ଧ୍ୟାରୁ ପ୍ରକାଶ ନିଖୋଜ ଥିଲା ତାର ପରିବାର ଖୋଜାଖୋଜି କରି ନପାଇବାରୁ ସ୍ତ୍ରୀ ବନିତା ମହାନ୍ତି ୨୩ତାରିଖରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ପୋଲିସ ତରଫରୁ ତଦନ୍ତ ଚାଲିଥିଲା ପୁନର୍ବାର ସ୍ତ୍ରୀ ବନିତା ନ୍ୟାୟ ପାଇଁ ବିନିକା ଥାନାର ଦ୍ୱାରସ୍ଥ ହୋଇ ମୋ ସ୍ବାମୀଙ୍କ ତାର ସହଯୋଗୀ ମାନେ ହତ୍ୟା କରି ମାଟିରେ ପୋତି ଦେଇଥିବା ଅଭିଯୋଗ ଆଣିବା ପରେ ପୋଲିସ ଘଟଣାକୁ ଗୁରୁତ୍ତ୍ଵ ଦେଇ ତଦନ୍ତ ପ୍ରକ୍ରିୟାକୁ ଆଗକୁ ନେଇଥିଲା କାମ କରୁଥିବା ସହଯୋଗୀ ମାନଙ୍କୁ ଧରି ଆଣି ଟିକିନିଖି ପଚାରିବା ପରେ ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ ହୋଇଥିଲା ୨୮ତାରିଖରେ ମୃତ ପ୍ରକାଶର ଜଣେ ସହଯୋଗୀକୁ ଧରି ପୋଲିସ ହତ୍ୟା ଘଟଣା ସ୍ଥଳ କୁଲେର ଯୋର ନିକଟ ନାଲକୁ ଯାଇ ମାଟିରେ ପୋତା ହୋଇଥିବା ପ୍ରକାଶର ଶବକୁ ଉଦ୍ଧାର କରାଯାଇଥିଲା । ଏହି ହତ୍ୟାକାଣ୍ଡରେ ସଂଶ୍ଳିଷ୍ଟ ମୁଖ୍ୟ ଅଭିଯୁକ୍ତ ଅଜିତ ସେବକ ଓରଫ ମଣ୍ଟୁ(୩୩),ଲେନଗଟ ଓରଫ ଶେଖର ପଧାନ(୨୪),ତପୁନ ପଧାନ(୨୬)ଙ୍କୁ ଗିରଫ କରି କୋଟ ଚଲାଣ କରାଯାଇଛି ।ଏଥିରେ ସଂପୃକ୍ତ ଅନ୍ୟ ଜଣେ ବ୍ୟକ୍ତି ଫେରାର ଅଛି ।ତେବେ ଘଟଣା ଉପରେ ରାତ୍ରି ଭୋଜନ ପରେ  କୌଣସି କାରଣକୁ ନେଇ ତାଙ୍କ  ମଧ୍ୟରେ ଝମେଲା ହୋଇଥିବ ।ହାତୁଡ଼ିରେ ମୁଣ୍ଡକୁ ପିଟିବା ପରେ ପ୍ରକାଶ କୁ ବୋଧେ ଖୋଲା ହୋଇଥିବା ଗାତରେ ପକାଇ ଟ୍ରାକ୍ଟର ଯୋଗେ ମାଟି ପୋତି ଦିଆ ଯାଇଥିବା ଅନୁମାନ କରାଯାଉଛି ତେବେ ତଦନ୍ତ ପ୍ରକ୍ରିୟାକୁ ଯୋର ଦିଆଯାଇଛି। ହତ୍ୟା ଘଟଣାର ସତ୍ୟତା ପର୍ଦ୍ଦାଫାଶ ନିଶ୍ଚିତ ହେବ ବୋଲି ଏସଡିପିଓ ସୂଚନା ଦେଇଥିଲେ।ଅନୁଷ୍ଟିତ ଏହି ସାମ୍ବାଦିକ ସମ୍ମିଳନୀରେ ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ନାୟକ,ଏସ ଆଇ ପ୍ରଶନ୍ନଜିତ୍ ବେହେରା ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like