-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ଆକାଶବାଣୀ ବଲାଙ୍ଗୀର ର ୩୨ବର୍ଷ ପୂର୍ତ୍ତୀ

29-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଆକାଶବାଣୀ ବଲାଙ୍ଗୀରର ୩୨ବର୍ଷ ପୂର୍ତ୍ତୀ ସମାରୋହ କେନ୍ଦ୍ର  ସହକାରୀ ଯନ୍ତ୍ରୀ  ସଞ୍ଜୟ କୁମାର ତାଜନ ଙ୍କ ସଭାପତିତ୍ୱରେ ପୂର୍ବତନ ସହକାରୀ ଯନ୍ତ୍ରୀ ବିଜୟ ପୁରୋହିତ, କାର୍ଯ୍ୟାଳୟ ମୁଖ୍ୟ ସଞ୍ଜୟ କୁମାର ଦାଶ,ଅତିଥି ଭାବରେ ଯୋଗ ଦେଇ  ଅଭିନନ୍ଦନ ଜଣାଇ କାର୍ଯ୍ୟକ୍ରମ ଉପସ୍ଥାପକ ଉଦଘୋଷାକ ମାନଙ୍କୁ ଆହୁରି ଅଧିକ ଭଲ କାର୍ଯ୍ୟକ୍ରମ କରିବାକୁ ଅନୁରୋଧ କରିଥିଲେ।
ଉଦଘୋଷକ ରବି ମିଶ୍ର ସମସ୍ତଙ୍କୁ ସ୍ୱାଗତ କରିଥିଲେ।
ସସ୍ମିତା ନେପାକ, ପାର୍ଥବି ଗୁରୁ, ଭାରତୀ ବାଗ, ସନ୍ଦୀପ କୁଅଁର, ପବିତ୍ର ଦଣ୍ଡସେନା,ଡ଼ ଲକ୍ଷ୍ମଣ ମେହେର, ଅନିଲ ହୋତା, ସାବିତ୍ରୀ ତ୍ରିପାଠୀ, ମିତାଲି ମଧୁମିତା ମିଶ୍ର,ଆଶା ଜ୍ୟୋତି ତ୍ରିପାଠୀ, ଲୋକେଶ୍ୱର ପାଣ୍ଡେ, ମନୋଜ କୁମାର ମିଶ୍ର, ନବକିଶୋର ବେହେରା,ରବୀନ୍ଦ୍ର ମାହାକୁର,ମନୋଜ ଦାଶ

ପ୍ରମୁଖ ଉଦଘୋଷାକ ଉପସ୍ଥାପକ ଙ୍କ ସହ ପ୍ରମୋଦ ସିଂ ମାଝୀ, କାହ୍ନୁ ମିଶ୍ର, ବିରାନନ୍ଦ ଓ ଅନ୍ୟ ମାନେ ଆକାଶବାଣୀ ବଲାଙ୍ଗୀର ର କାର୍ଯ୍ୟକ୍ରମ, ଅତୀତ ଓ ଭବିଷ୍ୟତ ସମ୍ପର୍କରେ ସମସ୍ତେ ବକ୍ତବ୍ୟ ଦେଇଥିଲେ। ଆଗାମୀ ସମୟରେ ରେଡ଼ିଓ କିପରି ବେଶୀ ଲୋକଙ୍କ ପାଖକୁ ପହଂଚି ପାରିବ ସେ ସମ୍ପର୍କରେ ସମସ୍ତେ ଉଦ୍ୟମ କରିବାକୁ ଆହ୍ୱାନ  ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like