-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

29-Dec-2025



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ତୁରେକେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମରିତ କୁମାର ପଣ୍ଡାଙ୍କୁ ସମୁଦାୟ ୫୧ଟି

ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୪ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୭ ଗୋଟି ସାମୁହିକ ଅଭିଯୋଗ ଥିଲା  । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା

ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ, ପଦ୍ମନାଭ ସାମନ୍ତରାୟ ତଥା ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026

You Might Also Like