-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ମଠଖାଇ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ହିନ୍ଦୀ ନାଟକ. ‘ଭୂମି ’ ମଞ୍ଚସ୍ଥ, ୫ ଦିନରେ ବିଭିନ୍ନ ଭାଷାଭାଷୀର ଭିନ୍ନ ଭିନ୍ନ ସ୍ଵାଦର ୫ ଟି ନାଟକକୁ ଉପଭୋଗ କଲେ ଦର୍ଶକ

29-Dec-2025



ସର୍ବଭାରତୀୟ ମଠଖାଇ ମହୋତ୍ସବ ଉଦଯାପିତ

ବଲାଙ୍ଗିର(ପ୍ରେରଣା ଖବର): ଗତ ୨୫ ତାରିଖରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ମଠଖାଇ ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି l ୫ ଦିନ ଧରି ଉତ୍ସାହ ଉଦ୍ଦୀପନା ର ସହିତ ପାଳନ ହୋଇଥିବା ମଠଖାଇ ମହୋତ୍ସବ  ନାଟ୍ୟ ପରମ୍ପରା କୁ ଉଜ୍ଜୀବିତ କରିବା ଦିଗରେ ଏକ ପ୍ରମୂଖ ଭୂମିକା ଗ୍ରହଣ କରିଛି l ପ୍ରତ୍ୟେକ ସନ୍ଧ୍ୟାରେ ରାଜ୍ୟ ତଥା ରାଜ୍ୟ ବାହାରର କିଛି ନାମକରା ନାଟ୍ୟ ସଂସ୍ଥା ନିଜର ନାଟକ ପରିବେଷଣ କରି ଦର୍ଶକ ଙ୍କୁ ମନ୍ତ୍ରମୁଗ୍ଧ କରିଦେଇ ଥିଲେ l  ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ଓ ମଠଖାଇ ମହୋତ୍ସବ ପାଳନ କମିଟି ପକ୍ଷରୁ କୃଷ୍ଣଚନ୍ଦ୍ର ମହାପାତ୍ର (କେସି)ଙ୍କ ସ୍ମୃତିରେ ଆୟୋଜିତ ୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଉଦଯାପିତ ହୋଇଯାଇଛି। ଆଜି ସ୍ଥାନୀୟ କୋସଲ କଳାମଣ୍ଡଳ ପଡ଼ିଆରେ ଆୟୋଜିତ ଉଦଯାପନୀ ସନ୍ଧ୍ୟାରେ ଭୂମିକା ସଭାପତି ଚିତ୍ତରଞ୍ଜନ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଯୋଗଦେଇ ଏହି ମହୋତ୍ସବ ଏଭଳି ଜାରି ରହୁ, ଜିଲ୍ଲା ଓ ରାଜ୍ୟ ବାହାରକୁ ଯାଇ ସୁଦୂର ପ୍ରସାରୀ ହେଉ ବୋଲି କହିଥିଲେ।  ପରେ ମହୋତ୍ସବ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ର ମଠଖାଇ ମହୋତ୍ସବ ଆଗକୁ ମଧ୍ୟ ଚାଲୁ, ସମାଜକୁ ବାର୍ତ୍ତା ଦେଉଥାଉ। ଏକତା ରହିଲେ, ଦଳମତ ନିର୍ବିଶେଷରେ ଅଞ୍ଚଳର ବିକାଶ ସମ୍ଭବ ବୋଲି କହିଥିଲେ। ଆଜିର କାର୍ଯ୍ୟକ୍ରମ ମଞ୍ଚକୁ ନାଟ୍ୟକାର ସ୍ଵର୍ଗତ ରତନ ଥିଆମଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥିଲା। ଏହି ଅବସରରେ ବୈଜ୍ଞାନିକ ଡ଼ ବିଜୟ ସାହୁଙ୍କୁ ମଠଖାଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଭୂମିକା ସମ୍ପାଦକ ଅଖିଳ ଚନ୍ଦ୍ର ହୋତା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଦତ୍ତାନନ୍ଦ ପଣ୍ଡା ଧନ୍ୟବାଦ ଦେଇଥିଲେ। 

ବିଷ୍ଣୁ ବେଜ ଏବଂ ଅର୍ଘ୍ୟ ଅର୍ପଣ ମିଶ୍ର ମଞ୍ଚ ସମର୍ପଣ ପତ୍ର ଓ ମଠଖାଇ ସମ୍ମାନ ପତ୍ର ପାଠ କରିଥିଲେ। ଏହି ଅବସରରେ ସ୍ମରଣିକା ନାଟ ମଣ୍ଡପ ଉନ୍ମୋଚନ ହୋଇଥିଲା। ଉଦଯାପାନୀ ସମାରୋହରେ ଉପକାର କଳା ପରିଷଦର କର୍ମକର୍ତ୍ତା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସଭାପରେ ମଧ୍ୟପ୍ରଦେଶ ଜବଲପୁରର ସମାଗମ ରଙ୍ଗମଣ୍ଡଳ ଅନୁଷ୍ଠାନର ହିନ୍ଦୀ ନାଟକ. ‘ଭୂମି ’ ମଞ୍ଚସ୍ଥ ହୋଇଥିଲା। ଏହାର ଲେଖକ ଆଶିଷ ପାଠକ.ଓ ନିର୍ଦେଶକ ସ୍ଵାତି ଦୁବେ ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like