-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲା ଖର୍ସେଲ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ l

29-Dec-2025



ସିନାପାଲି ,( ଚିନ୍ତାମଣି ନେତାମ )
ନୂଆପଡ଼ା ଜିଲ୍ଳା ସିନାପାଲି ବ୍ଲକ ଖର୍ସେଲ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ,  ପ୍ରାଣୀ ପାଇଁ ଦିନଟିଏ, ପକ୍ଷୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲା ଅତିରିକ୍ତ  ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ ,  ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, ବିଡ଼ିଓ କାର୍ମୀ ଓରାମ, ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା, ସ୍ଥାନୀୟ  ସରପଞ୍ଚ  ବିରେନ୍ଦ୍ର କୁମାର ଖମାରୀ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ସଞ୍ଜିତା କୁ କୋଳରେ ଧରି ତା ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ  ।ସେମାନଙ୍କ ପିତାମାତାଙ୍କୁ ଉପହାର ସହିତ  ନୂତନ ବୃକ୍ଷ ଚାରା ରୋପଣ ପାଇଁ ଦେଇଥିଲେ l   ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ତିନି ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ ଖର୍ସେଲ ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଛାତ୍ରୀ ମାନେ ସୁନ୍ଦର ସାଂସ୍କୃତିକ ନୃତ୍ୟଗୀତ ପରିବେଷଣ କରିଥିଲେ lଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସମାଜ ସଂବେଦନ ଶୀଳ ହେଲେ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ନିଜ ନିଜ ଦାୟୀତ୍ଵ ସୂଚାରୁ ରୁପେ ସମ୍ପାଦନ କଲେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପ୍ରଥା ଦୂର ହୋଇ ପାରିବ ବୋଲି ସେ ଆଶା ପ୍ରକାଶ କରିଥିଲେ l ଜିଲ୍ଲାପାଳ କହିଲେଯେ  ଏହି ପଞ୍ଚାୟତର କୌଣସିବି ପୁରୁଷ କିମ୍ବା ମହିଳା  ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଆନ୍ତୁ ନାହିଁ l ନିଜ ଗାଁ ମାଟିରେ ରହି ମନରେଗା ଯୋଜନାରେ କାମ କରି ସବୁ ଶ୍ରମିକ ପରିବାର ଲକ୍ଷପତି ହୁଅନ୍ତୁ l ଚାଷୀ ଭାଇ ଭଉଣୀ ମାନେ ଉନ୍ନତପ୍ରଣାଳୀରେ ଚାଷ , ବଣିଜ କରନ୍ତୁ l   ଏସବୁ କରିବା ପାଇଁ ଜିଲ୍ଲା ପ୍ରଶାସନ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବେ l  ଆମେ ସମସ୍ତେ ମିଶି ଖର୍ସେଲ ପଞ୍ଚାୟତକୁ ପ୍ରବାସୀ ଶ୍ରମିକ, ଶିଶୁ ଶ୍ରମିକ ଓ ପ୍ଲାଷ୍ଟିକ୍ ମୁକ୍ତ କରି ପାରିବା ବୋଲି ସେ କହିଥିଲେ l ଶିବିରରେ ଅତିଥିଗଣ ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ  ଯୋଗଦେଇ ଶ୍ରମିକ, କୃଷକ ତଥା ମହିଳା ଏଵଂ ଜନସାଧାରଣଙ୍କ ପାଇଁ ଥିବା  ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ।  ଏହି ଅବସରରେ ମନରେଗା ଯୋଜନାରେ ୧୦୦ ଦିନରୁ ଅଧିକ ଶ୍ରମଦାନ କରିଥିବା ଶ୍ରମିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ସେହିପରି  ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ସମସ୍ତ ଅତିଥି ପକ୍ଷୀ ମାନଙ୍କ ପାଇଁ ଖାଦ୍ୟ ଓ ମାଟି ପାତ୍ରରେ ଜଳଦାନ କରିବା ସହିତ ବୃକ୍ଷ ରୋପଣ କରିଥିଲେ l ଶେଷରେ ସରପଞ୍ଚ ଶ୍ରୀଯୁକ୍ତ  ଖମାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଶିବିରକୁ ସିନାପାଲି ବିଡ଼ିଓ ଏବଂ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।ସଭାପରେ ଜିଲ୍ଲାପାଳ ଖରସେଲ ର ନୀଳଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର  ଦଶମ ଶ୍ରେଣୀ ଛାତ୍ରୀ ଜିଜ୍ଞାସା ସାହୁଙ୍କ ଘରକୁ ଯାଇ କଠିନ ପରିଶ୍ରମ କରି ବୋର୍ଡ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like