-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଜିଲ୍ଲା

୧୮ଦଫା ଦାବୀ ନେଇ ଡାକ୍ତରମାନଙ୍କ ୧ଘଂଟିକିଆ ଧାରଣା, ବର୍ହିବିଭାଗରେ ରୋଗୀଙ୍କ ଭିଡ

29-Dec-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସରକାରଙ୍କୁ ଡାକ୍ତରମାନେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ ଏହା ଉପରେ କୌଣସି ପଦକ୍ଷେପ ସରକାର ଗ୍ରହଣ କରି ନଥିବାରୁ ଅନିର୍ବିଘଷ୍ଟ ସମୟ ପାଇଁ ଡାକ୍ତରମାନେ ବହିବିଭାଗରେ ରୋଗୀ ଦେଖୁବା ଘଣ୍ଟାଏ ଲେଖାଏ ବନ୍ଦକରିଛନ୍ତି । ଏଥିରେ ଜରୁରୀ କାଳୀନ ସେବାକୁ ବାଦ ଦେଇଛନ୍ତି । ୧୮ଦଫାଦାବୀ ନେଇ କରିଥିବା ଧାରଣରେ ପ୍ରମୁଖ ଦାବୀ ମଧ୍ୟରେ ରହିଛି କେନ୍ଦ୍ରୀୟ ଡିଏସିପି, କେବିକେ ପୋଲିସି, କାଯ୍ୟକ୍ଷେତ୍ରରେ ସୁରକ୍ଷା, ସାମିଲ କରିବା, ସ୍ଵାସ୍ଥ୍ୟବୀମା, ଆରଏସିପି, ପ୍ରସାର୍ଶନିକ କ୍ଷେତ୍ରରେ ସହତା ଭଳି ବାଦୀ ରହିଛି । ଆଜି ଡୁଙ୍ଗୁରିପାରିରେ ସକାଳ ୧୦ଟାରୁ ୧୧ ଟା ପର୍ଯ୍ୟନ୍ତ

ଡାକ୍ତରମାନେ ସେବାରୁ ବ୍ୟାହତ ନେଇଥିଲେ ଏହି ସମୟରେ ଜରୂରୀ ସେବା  ବ୍ୟତୀତ, ବର୍ହିବିଭାଗ ରୋଗୀ ସେବା ବନ୍ଦ କରିଥିବାରୁ ଉକ୍ତ ସମୟ ମଧ୍ୟରେ ସ୍ତ୍ରୀ ଓ ପ୍ରସୂତୀ ଏବଂ ଶିଶୁ ରୋଗ ବିଭାଗରେ ରୋଗୀଙ୍କ ନାହିଁ ନଥିବା ଭିଡ ରହିଥିଲା । ଘଣ୍ଟାଏ ପର୍ଯ୍ୟନ୍ତ ରୋଗୀମାନେ ଡାକ୍ତରମାନଙ୍କୁ ଅପେକ୍ଷା କରିଥିଲେ । ଡୁଙ୍ଗୁରିପାଳି ଡାନ୍ତରଖାନା'ରେ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଡା, ସରୋଜ ସେଠ, ଶିଶୁରୋଗ ବିଶେଷଜ୍ଞ ଡା. ଶାନ୍ତନୁ କୁମାର ମେଡେର, ଭେଷୟ ବିଶେଷଜ୍ଞତା, ସଞ୍ଜୟ କୁମାର ପ୍ରଧାନ, ଡ.ଶ୍ରେଖାଳୀନା ପାଢୀ, ଡା.ପ୍ରେମକୁମାର ଅଗ୍ରଓ୍ବାଲ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like