-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୂର ସଂଘ ନୂଆପଡ଼ା ତରଫରୁ ଜିଲ୍ଲାପାଳଙ୍କୁ ଅନୁରୋଧ

30-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କୁ ବି ଏମ ଏସ ନୂଆପଡ଼ା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ସିନାପାଲି ଠାରେ ସାକ୍ଷାତ କରି ଉଭୟ ମୌଖିକ ଓ ଲିଖିତ ଅନୁରୋଧ କରିଛନ୍ତି।ଅନୁରୋଧ ଗୁଡ଼ିକ ଥିଲା - ବର୍ଷ ବର୍ଷ ଧରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ପଡ଼ି ରହିଥିବା ନିର୍ମାଣ ଶ୍ରମିକ ମାନଙ୍କ ସହାୟତା ରାଶି ଏବଂ ସାମଗ୍ରୀ ଯଥା ସାଇକେଲ, ଯନ୍ତ୍ରପାତି ସୁରକ୍ଷା ସମ୍ବନ୍ଧିତ  ସାମଗ୍ରୀ,ବିବାହ ଓ ମୃତ୍ୟୁ କାଳୀନ ସହାୟତା,ଶିକ୍ଷା ସହାୟତା,ଘର ତିଆରି ସମ୍ବନ୍ଧୀୟ ଆବେଦନ ପତ୍ର ଗୁଡ଼ିକୁ ଶୀଘ୍ର ସମାଧାନ କରି ନିର୍ମାଣ ଶ୍ରମିକ ମାନଙ୍କୁ ପ୍ରଦାନ କରାଯାଉ ।ପ୍ରତି ବ୍ଲକରେ ଜଣେ ଜଣେ ସହ ଶ୍ରମ ଅଧିକାରୀ ନିଯୁକ୍ତି ଦିଆଯାଉ,ପ୍ରବାସୀ ଶ୍ରମିକ ମାନଙ୍କ ପଞ୍ଜିକରଣ ଓ ମୌଳିକ ସୁବିଧା ପ୍ରଦାନ କରାଯାଉ ।ଶ୍ରମିକ କଲ୍ୟାଣ ବୋର୍ଡ,ଶ୍ରମିକ ବିଶ୍ରାମଗାର,ଶ୍ରମିକ ଭବନ ତିଆରି କରାଯାଉ ତଥା ଦାଦନ ସମସ୍ୟାର ସମାଧାନ ପାଇଁ ଜିଲ୍ଲାରେ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା କରାଯାଉ ।ଉପରୋକ୍ତ ସବୁ ଦାବି ଗୁଡ଼ିକ ଜଣାଇଛନ୍ତି । ଏସବୁ ଉପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି ।ସାକ୍ଷାତ ସମୟରେ ରାଜ୍ୟ ପ୍ରଭାରୀ ଡଃ ବିରଞ୍ଚି ନାରାୟଣ ପଣ୍ଡା,ଜିଲ୍ଲା ପ୍ରଭାରୀ ବିଶ୍ଵ ରଞ୍ଜନ ସା,ଜିଲ୍ଲା ସମ୍ପାଦକ ବାବୁଲାଲ ମାଝୀ,କାର୍ଯ୍ୟକାରୀ ସଭାପତି କୁଞ୍ଜ ବିହାରି କଟା,ଜିଲ୍ଲା ମେଡିଆ ସେଲ ରାମନାଥ ପଣ୍ଡା, ରାମକୁମର ରାଉତ,ସଞ୍ଜୟ ନାଏକ,ଆକାଶ କଟା,ଲୋକ ନାଥ ସୁନାନି, ପିଣ୍ଟୁ ହଂସ,ବିନୟ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।ଜିଲ୍ଲାପାଳଙ୍କୁ ସାକ୍ଷାତ ପୂର୍ବରୁ ଡଃ ବିରଞ୍ଚି ନାରାୟଣ ପଣ୍ଡା ଓ ବିଶ୍ବରଂଜନ ସା ସ୍ଥାନୀୟ ଧାନ ମଣ୍ଡି ପରିଦର୍ଶନ କରି ସେଠାରେ ହେମାଳ ମାନଙ୍କ ସହିତ ଆଲୋଚନା କରି ହେମାଳ ମାନଙ୍କ ବିଭିନ୍ନ ସମସ୍ୟା ଗୁଡ଼ିକର ସମାଧାନ ପାଇଁ ପ୍ୟାକ୍ସ ସେକ୍ରେଟାରୀ ସହ କଥା ବାର୍ତ୍ତା କରିଥିଲେ ।ଜିଲ୍ଲାପାଳଙ୍କୁ ସାକ୍ଷାତ ପରେ ଉଭୟ ରାଜ୍ୟ ଓ ଜିଲ୍ଲା ପ୍ରଭାରୀଙ୍କ ନେତୃତ୍ୱରେ  ସ୍ଥାନୀୟ ସାମ୍ବାଦିକ ଭବନରେ ଜିଲ୍ଲା କାର୍ଯ୍ୟକାରୀ କମିଟିର ଏକ ବୈଠକ ବସିଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like