-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

୧କୁଇଣ୍ଟାଲ ରୁ ଉର୍ଦ୍ଧ ଗଞ୍ଜେଇ ସହ କାର, ବାଇକ ଓ ମୋବାଇଲ ଜବତ,୩ ଆନ୍ତଃରାଜ୍ୟ ମାଫିଆ ଗିରଫ

30-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): ଗଞ୍ଜେଇ ମାଫିଆଙ୍କ ଭୂସ୍ବର୍ଗ ପାଲଟିଛି କଣ୍ଟାମାଳ ଅଞ୍ଚଳ  l   ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚୋରାଚାଲାଣ କାରବାର ଥମିବାର ନାଆଁ ନେଉନାହିଁ। ରବିବାର ଘଣ୍ଟାପଡ଼ା ପୋଲିସ ମାତାକୁପା -ସିଲେଟପଡ଼ା ରାସ୍ତାରେ ଚଢାଉ କରି ୧କୁଇଣ୍ଟାଲ ରୁ ଉର୍ଦ୍ଧ  ଗଞ୍ଜେଇ ସହ ଗୋଟିଏ କାର, ବାଇକ ଓ ମୋବାଇଲ ଫୋନ ଜବତ କରିଥିବା ବେଳେ ଘଟଣାରେ ୩ ଆନ୍ତଃରାଜ୍ୟ ଚୋରାଚାଲାଣକାରୀଙ୍କୁ ଗିରଫ କରିଛି  l  ଏଥିରେ ଜଣେ ଅଭିଯୁକ୍ତ ଫେରାର ମାରିଥିବା ଜଣାଯାଇଛି । ସୂଚନା ମତେ କୌଣସି ସୂତ୍ରରୁ ଖବର ପାଇ ଘଣ୍ଟାପଡ଼ା ପୋଲିସ ସମାକୁପା- ସିଲେଟପଡ଼ା ରାସ୍ତାର ପତ୍ରଫଡ଼ିକୁ ଚଢାଉ କରିଥିଲା। ସେଠାରେ ବାହାର ରାଜ୍ୟକୁ ଚୋରାଚାଲାଣ ପାଇଁ ପ୍ରସ୍ତୁତି ଚଳାଇଥିବା ଗଞ୍ଜେଇ ପ୍ୟାକେଟ ସହ ୩ ଜଣକୁ କାବୁ କରିଥିଲା ପୋଲିସ । ଚଢ଼ାଉ ସମୟରେ କୌଶଳ କରି ଜଣେ ଆସାମୀ ଫେରାର ମାରିଥିଲା । ଚଢ଼ାଉ ସମୟରେ ଘଟଣାସ୍ଥଳରୁ  ଗୋଟିଏ ହୁଣ୍ଡାଇ କାର ନଂ ସିଜି.୧୩ଜେଡ-୯୦୦୧ଯାହାର ମୂଲ୍ୟ ୧୦ ଲକ୍ଷ,୨ଟି ବାଇକ ମଧ୍ୟରୁ ଗୋଟିଏ ବଜାଜ ପଲସର

ନଂ ଓଡି-୦୩ଏଡି-୮୬୮୧. ମୂଲ୍ୟ ୩୦ ହଜାର,ଅନ୍ୟଟି  ହିରୋ ସ୍ପ୍ଲେଣ୍ଡର ନଂଓଡି୨୭ଏ-୩୦୭୧ ଜବତ କରିଛି ପୋଲିସ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇ ଓଜନ କରିବାରୁ ୧କୁଇଣ୍ଟାଲ ୦୫କିଲୋ.୫୦୦ଗ୍ରାମ ହୋଇଥିଲା, ଯାହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ୫୦ହଜାର ହେବ ବୋଲି ପୋଲିସ ସୂଚନା ଦେଇଛି । ଗିରଫ ୩ ଜଣ ଅଭିଯୁକ୍ତ ହେଲେ ମଧ୍ୟପ୍ରଦେଶ ରାଜ୍ୟ ଅନୁପୁର ଜିଲ୍ଲା କୋତମା ଥାନା ଖୋତ୍ରି ଗ୍ରାମ ର ରାଜକୁମାର ଜଶ୍ବାଳ (୩୦), ଛଡିଶଗଡ଼ ରାଜ୍ୟର ଏମସିବି ଜିଲ୍ଲା ମହେନ୍ଦ୍ରଗଡ଼ ଥାନା ଓ ଗ୍ରାମର ବିନୟ ସିଂ(୨୬) ଓ ଉକ୍ତ ରାଜ୍ୟର ବିଳାସପୁର ଜିଲ୍ଲା, ଥାନା ସିପଟ,ବାସା ଗ୍ରାମର ଅମିତ କୁମାର କଶ୍ୟପ (୨୩)ଓ ଫେରାର ଆସାମୀ ଜଣକ ହେଲେ ଘଣ୍ଟାପଡ଼ା ଥାନା ସିଲେଟପଡ଼ା ଗ୍ରାମର ବିନୋଦ ରଣା । ମଙ୍ଗଳବାର ଦିନ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧୂକାରୀ ସୌମ୍ୟରଞ୍ଜନ ପାତ୍ର ପ୍ରକାଶ କରିଛନ୍ତି ଏବଂ ଫେରାର ଅଭିଯୁକ୍ତଙ୍କୁ ଶିଘ୍ର ଗିରଫ କରାଯିବ । ଉକ୍ତ ଚଢାଉଟିମରେ ଏସଆଇ ମାଧବ ଚନ୍ଦ୍ର ଟାକ୍ରିଙ୍କ ନେତୃତ୍ୱରେ ଏଏସଆଇ ଗୋବିନ୍ଦ ମଲିକ, କନେଷ୍ଟବଲ କ୍ଷମା ନିର୍ଧୂ ସାହୁ, ପଙ୍କଜ ଯାନୀ ସମେତ ଅନ୍ୟମାନେ ସାମିଲଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like