-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପରଲୋକରେ ସଙ୍ଗୀତ ସାଧକ, ସମସ୍ତଙ୍କ ପ୍ରିୟ ତବଲା ବାଦକ ସଞ୍ଜୟ ଶେଖର ଭୋଇ

30-Dec-2025



ବଲାଙ୍ଗୀର ସହରର ରୁଗୁଡି ପଡା ବାସିନ୍ଦା ମେଳାପୀ ଓ ଖୁସ୍ ମିଜାଜ୍ ସଞ୍ଜୟ ଶେଖର ଭୋଇ(୬୦)ଙ୍କ ଗତ ରାତି ୪ଟାରେ ଏକ ଘରୋଇ ହସ୍ପିଟାଲ ଠାରେ ହୃଦଘାତ ରେ ପରଲୋକ ହୋଇଯାଇଛି। ଶ୍ରୀ ଭୋଇଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବାପରେ ତାଙ୍କ ବାସଭବନ ରେ ବଲାଙ୍ଗୀର ସହରର ବହୁ ବ୍ୟକ୍ତିବିଶେଷ ଓ ବନ୍ଧୁ ବାନ୍ଧବ ଯାଇ ଶେଷ ଦର୍ଶନ କରିଛନ୍ତି। ସ୍ଥାନୀୟ ବିଭୂତି ପଡା ଶ୍ମଶାନ ରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯାଇଛି l ସଞ୍ଜୟ ଭୋଇ ଙ୍କ ପୁତ୍ର ମୁଖାଗ୍ନି ଦେଇଛନ୍ତି l କିଛି ବର୍ଷ ପୂର୍ବରୁ ସଞ୍ଜୟ ଙ୍କ ବଡ ଭାଇ ସୁମନ୍ତ ଭୋଇ ଙ୍କ ପରଲୋକ ହୋଇଥିବା ବେଳେ ଆଜି ସଞ୍ଜୟ ଭୋଇ ଙ୍କ  ଅକାଳ ବିୟୋଗରେ ବଲାଙ୍ଗିର ସହରରେ ଶୋକର ଛାୟା ଖେଳିଯାଇଛି l ସଂଜୟଙ୍କ ପରଲୋକରେ  ତାଙ୍କର ବନ୍ଧୁବର୍ଗ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ,ଚାଇନା ମହାନ୍ତି, ସେରସୁଆଁ ଗୁଡି ର ସଭ୍ୟଗଣ ଓ ଅନ୍ୟମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like