-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜେ ଏସ ଏମ କଲେଜ ର ଦଶମ ବାର୍ଷିକ ଉତ୍ସବ ଅନୁଷ୍ଠିତ

30-Dec-2025



ବଲାଙ୍ଗିର: ଆଜି ଜେ ଏସ ଏମ କଲେଜ ର ବାର୍ଷିକ ଉତ୍ସବ କଲେଜ ର ନିର୍ଦ୍ଦେଶକ ସି.ଏ.ଶ୍ରୀକାନ୍ତ ଶର୍ମା ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଶିକ୍ଷାବିତ୍ ତଥା ବଲାଙ୍ଗିର ନାଗରିକ କମିଟି ର ପୂର୍ବତନ ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ସ୍ବାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ।କଲେଜ ର ଅଧ୍ୟକ୍ଷା ମନସ୍ମିତା ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିବା  ବେଳେ ଏ ବି ରାମ ଲିପ୍ସା ସଭା ସଂଯୋଜନା କରିଥିଲେ। ଦିବସର ମୁଖ୍ୟଅତିଥି ଭାବରେ ବଲାଙ୍ଗିର ମହିଳା

ମହାବିଦ୍ୟାଳୟର  ଅଧ୍ୟକ୍ଷ ଡ.ଅରବିନ୍ଦ କୁମାର ଓଝା ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କ ସାମଗ୍ରିକ ବିକାଶ ଉପରେ ଉପାଦେୟ ବକ୍ତବ୍ୟ ପ୍ରଦାନ କରିଥିଲେ।  ଛାତ୍ରଛାତ୍ରୀ ମାନଙ୍କ ହୃଦୟକୁ ଯାଇ ପାଠ ପଢାଇବା ଶିକ୍ଷକ ମାନଙ୍କ ଦାୟିତ୍ଵ ବୋଲି ଶ୍ରୀ ଓଝା କହିଥିଲେ l ଜୟପୁର ସ୍ଥିତ ବିକ୍ରମଦେବ ୟୁନିଭରସିଟି,କମର୍ସ ବିଭାଗର ମୁଖ୍ୟ ଡ଼କ୍ଟର ଦେବଦତ୍ତ ଇଣ୍ଡୋରିଆ ମୁଖ୍ୟବକ୍ତା ଭାବେ ଯୋଗଦାନ କରି ଶିକ୍ଷା ସହ ଜଡ଼ିତ ଥିବା ଅନେକ ମହାମନିଷୀ ମାନଙ୍କ ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।ସମ୍ମାନିତ ଅତିଥି ଭାବେ ସ୍ବରାଜ ହସ୍ପିଟାଲର ପ୍ରତିଷ୍ଠାତା,ଡାକ୍ତର ସୂଜ୍ୟାନେନ୍ଦ୍ର ମିଶ୍ର, ଜେଏସଏମ କଲେଜ ର ନିର୍ଦେଶକ,ପୀତବାସ ପଣ୍ଡା, ଟିଟିଲାଗଡ ଡିଏଭି ଅଟୋନମସ କଲେଜ କମର୍ସ ବିଭାଗ ମୁଖ୍ୟ

ଡକ୍ଟର କେ.ଦେବୀ, ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଏଜିଏମ ଡକ୍ଟର ଅଶୋକ କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ନିଷ୍ଟା ଏବଂ ଆତ୍ମବିଶ୍ବାସର ସହ ଅଧ୍ୟୟନ କଲେ ସଫଳତା ନିଶ୍ଚିତ ମିଳିବ ବୋଲି କହିଥିଲେ।ଏହି ଅବସରରେ ଡାକ୍ତର ସୁଜ୍ୟାନେନ୍ଦ୍ର ମିଶ୍ର,ଦିଲୀପ ଧଳ ଏବଂ ମୟ ପଧାନି ଙ୍କୁ ମାନପତ୍ର ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ପୂର୍ବରୁ କଲେଜ ପକ୍ଷରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର  କୃତୀ ପ୍ରତିଯୋଗୀ ମାନଙ୍କୁ  ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l ଶେଷରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like