-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସ୍ଵଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ବଚ୍ଛତା ପରିବେଶ ସୁରକ୍ଷା ସଚେତନତା ଅଭିଯାନ* - *ଯୋଗଦେଲେ ଜିଲ୍ଲାପାଳ ଓ ଏସପି*-

30-Dec-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
ସ୍ଵଚ୍ଛ ଭାରତ ସଙ୍ଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ତ୍ରିବେଣୀ ସଙ୍ଗମ ରାମେଶ୍ୱର ମନ୍ଦିର ପରିସର ଓ ମହାନଦୀ ପୀଠ ଠାରେ  ସ୍ଵଚ୍ଛତା ପରିବେଶ ସୁରକ୍ଷା ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଯୋଗଦେଇ ଏ କାର୍ଯ୍ଯକ୍ରମକୁ ଭୂୟସୀ ପ୍ରଶଂସା କରି ନୂଆଁ ବର୍ଷରେ ଏହାକୁ ସ୍ପଷ୍ଟ ରୂପରେଖ ଦେଇ ବିଭିନ୍ନ ଏଜେଣ୍ଡା ତିଆରି କରି ସମଗ୍ର ଜିଲ୍ଲାକୁ, ମହାନଦୀକୁ ଅ ସ୍ଵଚ୍ଛ ରଖିବାକୁ ମିଳିତ ଉଦ୍ୟମ କରିବା ବୋଲି କହିଥିଲେ । ଓ ସୋନପୁରର ସମସ୍ତ ସ୍ବେଚ୍ଛାସେବୀ ଅନୁଷ୍ଠାନ ପବ୍ଲିକ ପ୍ରଶାସନ ସହ ପ୍ରତ୍ୟେକ କାର୍ଯ୍ଯରେ ସକାରାତ୍ମକ ଭାବେ ଯୋଡି ହୋଇଥିବା ବିଷୟ ଜିଲ୍ଲା ପାଇଁ ଖୁସୀ ଓ ଶୁଭଙ୍କର ବୋଲି ଡ଼. ସାହୁ କହିଥିଲେ । ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ପୌର ପରିଷଦର କାର୍ଯ୍ୟ ନିର୍ବାହ ଅଧିକାରୀ ଋଷି ମାଝି, ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରୁ ଆସିଥିବା ପର୍ଯ୍ୟଟକ, ବରିଷ୍ଠ ଆଇନଜୀବୀ ତଥା ନୋଟାରୀ ଶ୍ରୀ ରମା ମହାପାତ୍ର ଓ ପ୍ରତିଭା ରେଡ୍ଡୀ ଯୋଗଦେଇ କେବଳ ପରିବେଶ ନୁହେଁ ମନ କୁ ସ୍ବଚ୍ଛତା ନିଜ ଦାୟିତ୍ୱ କୁ ସ୍ବଚ୍ଛତା ଭାବେ ଅବଲମ୍ବନ କଲେ ପ୍ରଧାନ ମନ୍ତ୍ରୀ ଙ୍କ ଏ ସ୍ଵଚ୍ଛ ଭାରତ ଅଭିଯାନ ସଫଳ ହେବ ବୋଲି କହିଥିଲେ।  ଜିଲ୍ଲାପାଳ ଏସପି ଓ ସମସ୍ତ ଅତିଥି ସ୍ବେଛାସେବୀଙ୍କ ସହ ଝାଡୁ ଧରି ମନ୍ଦିର ଓ ମହାନଦୀ ପାର୍ଶ୍ୱ ରେ ସଫେଇ କାର୍ଯ୍ୟ ରେ ସାମିଲ ହୋଇ ଉତ୍ସାହିତ କରିଥିଲେ ।

ମନୋରଞ୍ଜନ ତ୍ରିପାଠୀ ସଭା ସଂଯୋଜନା କରିଥିବା ବେଳେ ପ୍ରଦୀପ ପୁରୋହିତ ସ୍ବାଗତ ଭାଷଣ ଓ ଏନସିସି ଲ୍ୟାଫ୍ଟନେଣ୍ଟ ଆଶିଷ ଅଗ୍ରୱାଲ ଧନ୍ୟବାଦ୍ ଅର୍ପଣ କରିଥିଲେ । ସାନିଟାରୀ ଇନ୍ସପେକ୍ଟର ଅଜୟ କୁମାର ସ୍ୱାଇଁ, ସ୍ବଚ୍ଛ ଭାରତ ସଂଗଠନ ସଭାପତି ସୟଦ ଅଲିମୂଲ ଇସଲାମ, ଉପସଭାପତି ଇନ୍ଦୁମତୀ ପୁରୋହିତ, ବୈକୁଣ୍ଠ ଶତପଥୀ, ଲଡୁ କିଶୋର ମଲ୍ଲିକ, ପ୍ରମୋଦ କୁମାର ସାହୁ, ପ୍ରହଲ୍ଲାଦ ମିଶ୍ର, ମଦନ ସୁନ୍ଦର କ୍ଷେତି, ତରଣି ମେହେର,  ଡ଼ା ସରୋଜ ପଟେଲ୍, ଗୋକୁଳ ଠାକୁର, ଦିଲ୍ଲିପ ଭୁକ୍ତା, ଜୟ ନାରାୟଣ ସାହୁ, ଜୟନ୍ତ ବେହେରା, ସୁଶାନ୍ତ ସାହୁ, ପ୍ରଫୁଲ୍ଲ ନାଏକ, ନାରାୟଣ ରଥ, ତ୍ରିଲୋଚନ ତରିଆ ଙ୍କ ସହିତ ସମସ୍ତ କର୍ମକର୍ତ୍ତା, ସୋନପୁର କଲେଜ୍ ଏନସିସି , ଦିବ୍ୟଊର୍ଯ୍ୟା ଯୋଗ ସମିତି ସଭାପତି ଗୋପାଳ ନେଗି ଓ କର୍ମକର୍ତା , ସାମ୍ୱାଦିକ  ଓ ପୌର ପରିଷଦ ସଫେଇ କର୍ମଚାରୀ  ଏଥିରେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like