-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||     

HOME   ଜିଲ୍ଲା

ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ         

30-Dec-2025



  ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଙ୍ଗଳବାର ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ଅଧ୍ୟକ୍ଷ ପଞ୍ଚାନନ ସାହୁଙ୍କ ଅଧ୍ୟକ୍ଷତାରେ ଏବଂ ଅଧ୍ୟାପିକା ବୈଜୟନ୍ତୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଓଡ଼ିଆ ବ୍ୟଙ୍ଗ କବି ଜ୍ଞାନ ହୋତା,ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ପ୍ରମିଳା କଲତା,ସମାଜସେବୀ ଚନ୍ଦ୍ରମା ଅଗ୍ରୱାଲ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତ କାର୍ଯ୍ୟ ହୋଇଥିବା ଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।ପ୍ରାରମ୍ଭରେ ଅତିଥିଙ୍କ ଦ୍ବାରା ଗଣେଶ,ସରସ୍ୱତୀଙ୍କ ଠାରେ ଦୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା ପରେ ଛାତ୍ରୀ ମାନଙ୍କ ଦ୍ବାରା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ ହୋଇଥିଲା। ଅଧ୍ୟକ୍ଷ ଶ୍ରୀ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଉପରେ ସୂଚନା ଦେଇଥିବା ବେଳେ ଶେଷରେ ଅଧ୍ୟାପକ ଅଶୋକ ବିଶି ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା।ଉତ୍ସବ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026

You Might Also Like