-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

30-Dec-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ଅପରାହ୍ନରେ ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତରଣି ସୁନା, ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ବେହେରା, ବିଡ଼ିଓ ହୃଷୀକେଶ ଗଣ୍ଡ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର,  ନିର୍ବାହୀ ଅଧିକାରୀ, ପୌରପରିଷଦ ସନ୍ତୋଷ କୁମାର ବେହେରା, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝିଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ବୃନ୍ଦ ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରି ଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ତା.୨୬.୦୧.୨୦୨୬ ରିଖ ସାଧାରଣତନ୍ତ୍ର ଦିବସ ଦିନ ପ୍ରାତଃ ୫ ଘ. ସମୟରେ ରାମଧୁନ, ସକାଳ ୬ ରୁ ୭ ଘ. ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତଫେରି, ସକାଳ ୭ ରୁ ୭ .୩୦ ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ଗୁଡିକରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୧୫ ରୁ ୭.୪୫ ମଧ୍ୟରେ ସହରରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ୮.୩୦ ସମୟରେ ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡରେ ହୋମଗାର୍ଡ, ଏନସିସି, ସ୍କ୍ୱାଉଟ, ଗାଇଡ, ରେଡକ୍ରସ ଓ ସିଭିଲିଆନ ଦଳ ଅଂଶ ଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡ଼ିଆ, ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା  ପ୍ରତିଯୋଗିତା ଅନୁଷ୍ଠିତ ହେବ ।  ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗୌରବାନ୍ଵିତ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ । ସାଧାରଣତନ୍ତ୍ର ଦିବସ ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ବିଭିନ୍ନ ବିଭାଗ ଦ୍ଵାରା ସଚେତନତା ମୂଳକ ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରାଯିବ । ପ୍ୟାରେଡ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ କରାଯିବ । ବୈଠକ ଶେଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀ କେଶବ ବାଗ, ତପନ କୁମାର ପଟେଲ, ସମୀର ସାହୁ ଓ ଛବିଲାଲ ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026

You Might Also Like