-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

*ସୋନପୁର ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ଦସ୍ତଖତ ଅଭିଯାନ*

30-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ର ସର୍ବ ପୂରାତନ ମହାବିଦ୍ୟାଳୟ ସୋନପୁର କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ୧୯୬୪ ମସିହାରେ ପ୍ରତିଷ୍ଠିତ ହୋଇଥିବା ଏହି ପୂରାତନ ମହାବିଦ୍ୟାଳୟକୁ ବ୍ୟାପକ ଅବହେଳା ତଥା ସରକାରୀ ମାନ୍ୟତା ପ୍ରଦାନ କରାଯାଇ ନଥିବାରୁ ଆଲୁମିନୀ ସଂଘ ପକ୍ଷରୁ ସରକାରଙ୍କ ପାଖରେ ବାରମ୍ବାର ବିଭିନ୍ନ ଉପାୟରେ ଦାବୀ ହେଉଥିବା ବେଳେ ସେପଟେ ଆସ୍ତେ ଆସ୍ତେ ବ୍ୟାପକ ଜନ ଅସନ୍ତୋଷ ବୃଦ୍ଧି ପାଉଛି । ସୋନପୁର କଲେଜ ର ୧୯୬୯ ମସିହା ଛାତ୍ର ମଧୁସୂଦନ ମିଶ୍ର, ସତ୍ୟନାରାୟଣ ମିଶ୍ର ଓ କଲ୍ୟାଣ ପାଢ଼ୀ ଙ୍କ ସହିତ ପୂରାତନ ଛାତ୍ର ସଂଘ ର ସଭାପତି ଡ. ପ୍ରଫୁଲ୍ଲ କୁମାର ରଥ ଏହା କୁ ସୁଭାରମ୍ଭ କରିଥିଲେ । ଆଲୁମିନୀ ସଂଘର ଅନୁଷ୍ଠିତ କାର୍ଯକ୍ରମରେ ସମ୍ପାଦକ ଭାରତ ଭୂଷଣ ଦାଶ, ସରୋଜ ପ୍ରଧାନ, ଶ୍ୟାମାଓଁ ପ୍ରସାଦ ମିଶ୍ର, ସୁଧାଂଶୁ ମିଶ୍ର, ସୁଧୀର ପଣ୍ଡା, ଶାଶ୍ଵତ ମିଶ୍ର, ନିଶାନ୍ତ ମହାନ୍ତି, ଅଭିଷେକ ଶର୍ମା, ପ୍ରକାଶ ସାହୁ, ମନୋରଞ୍ଜନ ତ୍ରୀପାଠୀ, ସ୍ୱରୂପ ପାତ୍ର, ଗୌରୀ ଶଙ୍କର ରଥ ପ୍ରମୁଖ ବହୁ ସଦସ୍ୟ ସାମିଲ ହୋଇଥିଲେ । ସଂଘ ପକ୍ଷରୁ କୁହାଯାଇଛି ଯେ ନୂତନ ଭାବରେ ପ୍ରତିଷ୍ଠିତ କଲେଜ ସରକାରୀ ମାନ୍ୟତା ପାଇ ସାରିଥିବା ବେଳେ ପୂରାତନ ସୋନପୁର କଲେଜକୁ ଅଣଦେଖା କରାଯାଇଛି । କଲେଜକୁ ସରକାରୀ ମାନ୍ୟତା ପାଇଁ ଯାହା ପଦକ୍ଷେପ ନେବାକୁ ପଡେ ଆଗକୁ ସଂଘ ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ମଧ୍ୟ ଗ୍ରହଣ କରାଯିବା ପାଇଁ ଏହି ଅବସରରେ ବିଭିନ୍ନ ଛାତ୍ର ନେତା ପ୍ରକାଶ କରିଛନ୍ତି । ଦସ୍ତଖତ ଅଭିଯାନ ଦିନ ୧୧ ଟା ରୁ ଆରମ୍ଭ ହୋଇ ରାତ୍ର ୯ ଟା ପର୍ଯ୍ୟନ୍ତ ହୋଇଥିବା ବେଳେ ହଜାର ହଜାର ସଂଖ୍ୟାରେ ଜନ ସାଧାରଣ ସ୍ଵଇଚ୍ଛା ରେ ଦସ୍ତଖତ କରିଥିଲେ । ଏହି ଅବସରରେ ବିଜୁ ପଟ୍ଟନାୟକ ଛକ ଠାରେ ସନ୍ଧ୍ୟା ୭ ଟା ବେଳେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like