-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଗୁରୁ ପାଇଁ ରକ୍ତଦାନ,କଲେଜ ଅଧ୍ୟକ୍ଷ ଙ୍କ ଅବସର କୁ ସ୍ମରଣୀୟ କରିବାକୁ ଜାନୁଆରି ୫ ରେ ହେବ ରକ୍ତଦାନ ଶିବିର। ସାମିଲ ହେବେ ସିନ୍ଧେକେଲା ଅଞ୍ଚଳର ବହୁ ଛାତ୍ରଛାତ୍ରୀ ଅନୁଷ୍ଠାନ

31-Dec-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ସିନ୍ଧେକେଲା ପଲ୍ଲିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ସଂପର୍କରେ ଚୁଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦ କୁମାର ରଥ ଅବସର ନେବାକୁ ଯାଉଥିବାରୁ ଏହାକୁ ସ୍ମରଣୀୟ କରିବାକୁ ଏକ ପଦକ୍ଷେପ ସ୍ବରୂପ ଗୁରୁ ପାଇଁ ରକ୍ତଦାନ କରିବାକୁ ଅଞ୍ଚଳର ବହୁ ପୁରାତନ ଛାତ୍ରଛାତ୍ରୀ, ଯୁବବର୍ଗ ଏବଂ ଅନୁଷ୍ଠାନ ଆଗେଇ ଆସିଛନ୍ତି। ଓୟୁଜେ ବଲାଙ୍ଗୀର ଜିଲ୍ଲା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ ଓ କଲେଜ ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି ବୈଠକରେ ୫ ଜାନୁୟାରୀ ୨୦୨୬ ଦିନ ରକ୍ତଦାନ ଶିବିର କରିବାପାଇଁ ସର୍ବସମ୍ମତିକ୍ରମେ ନିଷ୍ପତି ନିଆଯାଇଛି। 

ଏହି ବୈଠକରେ ସିନ୍ଧେକେଲା ଏମ ଓ ଆଇ ସି ଜୟନ୍ତ କୁମାର ବାଗ, ପୂର୍ବ ବ୍ୟାଙ୍କ ମ୍ୟାନେଜର ନବିନ ଜୈନ, ସିନ୍ଧେକେଲା ଥାନା ଏଏସଆଇ ବିଶ୍ବମ୍ବର ବାଗ, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ଅଲଣ୍ଡା ସରପଞ୍ଚ ଙ୍କ ସ୍ବାମୀ ଯୁବରାଜ ବାଗ, ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାସ ଜୈନ, ପୂର୍ବ ସଭାପତି ସରୋଜ ଜୈନ, ପ୍ରସନ୍ନ ଜୈନ, ମାରୱାଡ଼ି ଯୁବା ମଞ୍ଚର ସାୟର ଜୈନ, କୁସଲ ଜୈନ, ବିଟୁ ଜୈନ, ଶିଭମ୍ ଅଗ୍ରୱାଲ, ସାହୁ ଯୁବକ ସଂଘର ସମ୍ପାଦକ ସୁରଜ ସାହୁ , ଶ୍ରୀ ସତ୍ୟସାଇ ଭଜନ ମଣ୍ଡଳୀ ର ଆବାହକ ବିଦ୍ୟା ସାଗର ସାହୁ , ସକ୍ରୀୟ ସଦସ୍ୟ ମୁନା ସାହୁ, ବ୍ରାହ୍ମଣ ଯୁବକ ସଂଘ ସଭାପତି ଶିବା ତ୍ରିପାଠୀ, ଉଦିତ ନାରାୟଣ ପଣ୍ଡା, ରମେଶ ଦାସ , ଏସ ଏସ ମଲ୍ଟି ଜିମ୍ ର ପ୍ରତିଷ୍ଠାତା କେଶବ ବିଶ୍ବାଳ, ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ, ସୁଶାନ୍ତ ଥନାପତୀ ପ୍ରମୁଖ ଙ୍କ ସହ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like