-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

*ଜାନୁଆରୀ ୧ ରୁ ୩ ତାରିଖ ଯାଏ ମହା ସମାରୋହ ରେ ପାଳନ ହେବ ପଏଁରୀ ତିହାର- ୨୦୨୬* - *ରାଜ୍ୟ ତଥା ରାଜ୍ୟ ବାହାରୁ ଯୋଗ ଦେବେ ୪୫୦ ଜଣ କଳାକାର*-

31-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ, ସଂଗୀତ ଓ ନାଟକ ର ଅଗ୍ରଣୀ ଅନୁଷ୍ଠାନ ପଏଁରୀ ପକ୍ଷରୁ ସ୍ଥାନୀୟ ପଏଁରୀ ଅନୁଷ୍ଠାନ ପରିସରରେ ଆସନ୍ତା କାଲି ଗୁରୁବାର ଜାନୁଆରୀ ୧ରୁ ୩ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପଏଁରୀ ତିହାର -୨୦୨୬ ପାଇଁ ଆଜି ସମ୍ବାଦିକ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ସୁରେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ତିନି ଦିନ ଧରି ମହା ସମାରୋହ ରେ ପାଳିତ ହେବ l ପ୍ରଥମେ ଜାନୁଆରୀ ୧ ତାରିଖ ରେ ମା ସୁରେଶ୍ୱରୀ ଙ୍କ ପୂଜା ପରେ ମନ୍ଦିର ରୁ ଏକ ଶୋଭାଯାତ୍ରା ବାହାରି ମନ୍ଦିର କ୍ୟାମ୍ପସ ସାଂସ୍କୃତିକ ମଞ୍ଚ ନିକଟ ରେ ପହଞ୍ଚିବ l ପରେ ପରେ ନିଜ ଅଞ୍ଚଳର କଳାକାର ମାନଙ୍କୁ ନେଇ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପ୍ରତ୍ୟେକ  ସନ୍ଧ୍ୟା ୫ଟା ରେ ଲୋକ ଗୀତ ଓ ସନ୍ଧ୍ୟା ୭ଟା ରେ ପ୍ରଥମ ସନ୍ଧ୍ୟା ର ଅତିଥି ମାନଙ୍କୁ ନେଇ ସଭା ଓ ପରେ ଲୋକନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ସୂଚନା ଦେଇଛନ୍ତି ଅନୁଷ୍ଠାନ ର ସମ୍ପାଦକ ଚୌଧୁରୀ ବିଭାର । ଏହି ସମ୍ମିଳନୀ ରେ ଅନୁଷ୍ଠାନର ସଭାପତି ଲଡ଼ୁକିଶୋର ମଲ୍ଲିକ ସଭାପତିତ୍ୱ କରିଥିବା ବେଳେ ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଉପଦେଷ୍ଟା ତଥା ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇଥିଲେ l ଉପସଭାପତି ପ୍ରଫୁଲ୍ଲ ନାଏକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l ଅନୁଷ୍ଠାନ ର ସହ ସମ୍ପାଦକ ପୃଥ୍ୱୀରାଜ ବାଘ, କୋଷାଧକ୍ଷ ସୁଶାନ୍ତ ସାହୁ, କଲଚରାଲ କୋଡିନେଟର ସନ୍ତୋଷ ମିଶ୍ର, ସନ୍ତୋଷ ପାଢ଼ୀ, ଅମିତ ସାହୁ, ସୌମ୍ୟ ରଞ୍ଜନ ସେଠୀ, ଲଳିତ ମେହେର, ଗୋପାଳ ମେହେର ଓ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଏହି ମହୋତ୍ସବ ରେ ତିନି ଦିନ ଯାଏ ପ୍ରତିବର୍ଷ ପ୍ରବଳ ଜନ ସମାଗମ ହେଉଥିବା ରୁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ କଡ଼ା କଡ଼ି କରାଯାଇଥିବା ଓ ମା ସୁରେଶ୍ଵରୀ ଙ୍କ କ୍ୟାମ୍ପସ ର ସ୍ବଚ୍ଛତା ପାଇଁ  ପୌର ପରିଷଦ ସ୍ୱଚ୍ଛ ଭାରତ ସଙ୍ଗଠନ ଓ ପଏଁରି ର ମିଳିତ ସହଯୋଗରେ ଆଜି ଠାରୁ ସଫେଇ ଅଭିଜାନ ଜାରି ରହିଥିବା ଅନୁଷ୍ଠାନ ସଂପାଦକ ତଥା କଳା ସଂସ୍କୃତି ଗବେଷକ ଚୌଧୁରୀ ବିଭାର ମିଡିଆ ଆଗରେ ପ୍ରକାଶ କରି ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like