-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||     

HOME   ଜିଲ୍ଲା

*ତରଭା ଏନଏସି କାର୍ଯ୍ୟାଳୟ ରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ*

31-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଜିଲ୍ଲା ତରଭା ଏନଏସି କାର୍ଯ୍ୟାଳୟ ପରିସରରେ ତରଭା ଅଟଳ ବିହାରୀ ସେବା ପକ୍ଷ ଓ ସ୍ୱରାଜ ହସ୍ପିଟାଲ ର ମିଳିତ ସହଯୋଗରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ଭାରତ ରତ୍ନ ଅଟଳବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମ ବାର୍ଷିକ ଅବସରରେ ମାଗଣା ସ୍ୱାସ୍ଥ୍ୟ ଶିବିରକୁ ବଲାଙ୍ଗୀର ସାଂସଦଙ୍କ ତରଭା ବ୍ଲକ ପ୍ରତିନିଧି ବିମଳ ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିବା ସହ ସହଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ । ସାଂସଦଙ୍କ ଏନଏସି ପ୍ରତିନିଧି ମାନସ ସାହୁ, ମେଣ୍ଡା ମଣ୍ଡଳର ବିଭୂଦା ନନ୍ଦ ବାଦୀ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ I ସ୍ୱାସ୍ଥ୍ୟ ପରୀକ୍ଷା ରେ ଡ଼. ବିଶ୍ୱଜିତ ଶତପଥି, ଡ଼. ଭାଗ୍ୟସା କୁମ୍ଭାର ୧୧୫ ଜଣ  ରୋଗୀଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ବିଭିନ୍ନ ପରୀକ୍ଷା, ଔଷଧ ବଣ୍ଟନ, ରୋଗୀ ଦେଖାରେ ହରମୋହନ ମହାପାତ୍ର, ରୀତିକ ହରିପାଲ, କୁନି ଛତ୍ରିଆ, ପୁଷ୍ପେନ୍ଦ୍ର ଶାହ, ବିକାଶ କୁଅଁର, ପ୍ରେମଚାନ୍ଦ ମୁନା, ରାଜେଶ ପୋଡ଼, ମଣ୍ଟୁ ସାହୁ, ସୁପ୍ରିୟା ଗରଡିଆ, ସୁରେନ୍ଦ୍ର ମେହେର ପ୍ରମୁଖ ସ୍ୱାସ୍ଥ୍ୟ ପରୀକ୍ଷାରେ ସହଯୋଗ କରିଥିଲେ । ଅଟଳବିହାରୀ ସେବା ପକ୍ଷ ର ବରିଷ୍ଠ ସଭ୍ୟ ବିଭୀଷଣ ସାହୁ, ସଂଜୀବ ନାଏକ, ଧର୍ମରାଜ ନାଏକ, ମଙ୍ଗଲାଲ ଅଗ୍ରୱାଲ, ଜୟ ପ୍ରକାଶ ନାରାୟଣ ସାହୁ, ପଙ୍କଜ ଅଗ୍ରୱାଲ, ତପନ ଅଗ୍ରୱାଲ ପ୍ରମୁଖ ସ୍ୱାସ୍ଥ୍ୟ ଶିବିର କୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026

You Might Also Like