-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

*"କେବଳ ଭୋଜି ଭାତ ନୁହେଁ ସମାଜ ର ହିତ ଲାଗି ହେଲେ ଏକତ୍ରିତ"- "ସୋନପୁର କଲେଜ୍ କ୍ରେଜି 94 +3 ବ୍ୟାଚ୍"*

31-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର କଲେଜ କ୍ରେଜି 94  +3 ବ୍ୟାଚ ର "ବନ୍ଧୁମିଳନ ଅଭିପ୍ସା 2025" ଖୁଵ ଆନନ୍ଦ ଉଲ୍ଲାସ ରେ ପାଳିତ ହୋଇଯାଇଛି l ମହାନଦୀ ରିଙ୍ଗ ରୋଡ ପାର୍ଶ୍ୱ ରେ ବାଲୁକା ଶଯ୍ୟା ର ବାଘମରା କୁଦ ରେ ଅନୁଷ୍ଟିତ  ଏହି କାର୍ଯ୍ଯ କ୍ରମ ରେ ୫୦  ରୁ ଉର୍ଦ୍ଧ୍ବ ସହପାଠୀ ଏକାଠି ହୋଇ କଲେଜ ଦିନ ର ପୁରୁଣା ସ୍ମୃତି କୁ ମନେ ପକାଇଥିଲେ l ଏହାଥିଲା 1994 ଗ୍ରୁପ ର ସପ୍ତମ ବନ୍ଧୁମିଳନ, ଏହା ଆଗରୁ ମଧ୍ୟ 2019 ମସିହା ରୁ ଏହି ବନ୍ଧୁ ମିଳନ କୁ ଏମାନେ ପ୍ରତି ବର୍ଷ ବହୁ ଆଡମ୍ବର ରେ କରି ଆସୁଛନ୍ତି l ଖାଲି ବନ୍ଧୁ ମିଳନ ନୁହଁ ଏହି କ୍ରେଜି 94 ଗ୍ରୁପ ପ୍ରତ୍ୟେକ ବର୍ଷ କିଛି ନା କିଛି ସମାଜ ସେବା କାର୍ଯ୍ୟ ରେ ମଧ୍ୟ ନିଜକୁ ନିୟୋଜିତ କରିବା ଭୂଲି ନାହାନ୍ତି l ଏହି କ୍ରମ ରେ ଏ କ୍ରେଜି ଗ୍ରୁପ  ବନ୍ଧୁମିଳନ ର ପୂର୍ବ ଦିନ ୨୦୨୫  ବର୍ଷ ପାଇଁ ସୋନପୁର ରେ ଥିବା ଵୃଦ୍ଧାଶ୍ରମ କୁ ଯାଇ ତାଙ୍କ ସହ ଅନେକ ସମୟ ବିତାଇ  ଦୁଃଖ ସୁଖ ବୁଝିଥିଲେ l ତା ସହିତ ଗୋଟିଏ ୱାସିଂ ମେସିନ ଵୃଦ୍ଧାଶ୍ରମ ରେ ଥିବା ଅନ୍ତେବାସୀ ଙ୍କୁ ପ୍ରଦାନ କରିଥିଲେ l ବିଗତ ଦିନ ରେ ବିନିକା ଚଡେଇ ପଙ୍କ  ମହାନଦୀ କୂଳ ରେ ଥିବା ଶିଖା ଭିଲେଜ୍ ହେପି ହେଣ୍ଡ ସ୍କୁଲ ର ଭିନ୍ନକ୍ଷମ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ପାଠ୍ୟ ସାମଗ୍ରୀ ବଣ୍ଟନ କରା ଯାଇଥିଲା l

ବୌଦ୍ଧ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ପ୍ରଭାସ ଦଣ୍ଡସେନା , ସୁବର୍ଣ୍ଣପୁର ଜିଲ୍ଲା ବାର ଆସୋସିଏସନ୍ ସଭାପତି ପ୍ରତାପ ପୁରୋହିତ ବନ୍ଧୁ ଙ୍କ ଗହଣ ରେ ପହଞ୍ଚି  ସୋନପୁର କଲେଜ୍ ର ବିକାଶ ପାଇଁ ଆଲୁମିନି ଆସୋସିଏସନ୍ ସହ ଯୋଡି ହେବାକୁ ଓ ସମାଜ ସୁଧାର ପାଇଁ କିଛି ସାମାଜିକ କାର୍ଯ୍ଯ କରି ଜୀବନ ର ପ୍ରକୃତ ଖୁସୀ ନେବାକୁ ମତ ରଖି ଥିଲେ l  ସମଗ୍ର କାର୍ଯ୍ୟକ୍ରମ କୁ ଗ୍ରୁପ ର ସଭାପତି ସାମୀମା ବେଗମ ତଥା ଉପସଭାପତି ସଞ୍ଜୟ ମହାପାତ୍ର ଙ୍କ ତତ୍ଵାବଧାନ ରେ ସମାପନ କରାଯାଇଥିଲା l ଯେଉଁଥିରେ କୋର କମିଟି ତଥା ଫାଉଣ୍ଡର ସଦସ୍ୟ ଆନନ୍ଦ ପାତ୍ର, ଜିତେନ୍ଦ୍ର ମିଶ୍ର,ପ୍ରଦୀପ୍ତି ପୁରୋହିତ, ତାପସ ମହାନ୍ତି, ଅକ୍ଷୟ ପାତ୍ର, ମନୋରଞ୍ଜନ ତ୍ରିପାଠୀ ଏବଂ ଅନ୍ୟ ମାନେ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like