-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଖିପ୍ରିମାଲ କମାଣ୍ଡୋ ଏଲିଭେଣ୍ଟ କ୍ରିକେଟ କପ୍–୨୦୨୫ ଉଦଯାପିତ,ବୈଗାପଡା କୁ ହରାଇ ଗୋର୍ଲା ଚମ୍ପିୟନ l

31-Dec-2025



(ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖିପ୍ରିମାଳ ଗ୍ରାମରେ ଆୟୋଜିତ କମାଣ୍ଡୋ ଏଲିଭେଣ୍ଟ  କ୍ରିକେଟ କପ୍–୨୦୨୫  ସଫଳତାର ସହ ଉଦଯାପିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ  ଖିପ୍ରିମାଳ ପକ୍ଷରୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ଆୟୋଜନ କରାଯାଇଥିଲା ।ଉକ୍ତ ଫାଇନାଲ ମ୍ୟାଚରେ ବୈଗାପଡା ଓ ଗୋର୍ଲା ଦଳ ମଧ୍ୟରେ ହୋଇଥିବା ରୋମାଞ୍ଚକର ସଂଘର୍ଷରେ  ଗୋର୍ଲା ୫୭  ରନ୍‌ରେ ବିଜୟ ହାସଲ କରି ଚମ୍ପିୟନ ହୋଇଥିଲା। ଟସ୍ ଜିଣି ପ୍ରଥମେ ବ୍ୟାଟିଙ୍ଗ୍ କରିଥିବା ଗୋର୍ଲା ଦଳ ୫  ଓଭରରେ ସମସ୍ତ ୱିକେଟ ହରାଇ  ୫୭  ରନ୍ କରିଥିଲା। ତାହାର ଜବାବରେ ବୈଗାପଡା ଦଳ ୫  ଓଭରରେ  ୪ ଟି ୱିକେଟ ହରାଇ  ୩୯ ରନ୍‌ରେ ସୀମିତ ରହିଥିଲା।  ଅମ୍ପାୟାର ଭାବେ କୁମର ମାଝି ଏବଂ ପ୍ରକାଶ ନିଆଲ ଦାୟିତ୍ୱ ପାଳନ କରିଥିଲେ। ସ୍କୋର ବୋର୍ଡ ପରିଚାଳନାରେ ଗୁଣ ସାଗର ନିଆଲ, ରୋହିତ ଚିନ୍ଦା ( ସଭାପତି )  ଯୋଗେନ୍ଦ୍ର ମାଝୀ, କିଶୋର ମାଝୀ ( କୋଷାଧକ୍ଷ ) ଜଗଦିଶ  ନିଆଲ ଓ ତେଜଲାଲ ହେର୍ଣ୍ଣା, ଦୁଷ୍ମନ୍ତ ପୁଞ୍ଜି, ଚକ୍ରଧର ଚିନ୍ଦା , ହିତେଶ ହଂସ, ସୁଶାନ୍ତ ନିଆଲ ସହଯୋଗ କରିଥିଲେ। 
ଚମ୍ପିୟନ ଗୋର୍ଲା ଦଳକୁ ଟ୍ରଫି ସହ ୫ ହଜାର ଟଙ୍କା ଓ ରନର୍ସଅପ୍ ବୈଗାପଡା ଦଳକୁ ୩  ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ଫାଇନାଲ  ମ୍ୟାଚ ରେ ଏକ ହଜାରରୁ ଅଧିକ କ୍ରିକେଟ ପ୍ରେମୀ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରି  ଖିପ୍ରି ମାଳ ଗ୍ରାମର ଯୁବସମାଜ ଓ ଗ୍ରାମବାସୀଙ୍କ ତନ–ମନ–ଧନ ସହଯୋଗରେ ଏହି  କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅଞ୍ଚଳର  ପ୍ରଶଂସାର ପାତ୍ର ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like