-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଭାଲେର ଧନୁଯାତ୍ରା ଉଦ୍‌ଘାଟିତ: ଦ୍ୱିତୀୟ ସଂଧ୍ୟାରେ ନାଟକ କୃଷ୍ଣ ଜନ୍ମ ଓ ପୁତୁନା ପ୍ରେରଣ ମଂଚସ୍ଥ

31-Dec-2025



ବଲାଙ୍ଗୀର/ପୁଇଁତଳା (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଲା ବ୍ଲକ ଭାଲେର ର ୧୦୬ତମ ଧନୁଯାତ୍ରା ଉଦ୍‌ଘାଟିତ ହୋଇଯାଇଛି । ଓଡ଼ିଆ ଭାଷା ସାହିତ୍ୟଓ ସଂସ୍କୃତି ବିଭାଗ ସହଯୋଗରେ ଧନୁଯାତ୍ରା ମହୋତ୍ସବ କମିଟି ସଭାପତି ରାଜକିଶୋର ନାଏକଙ୍କ ଅଧ୍ୟକ୍ଷତାରେ ସୋମବାର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପୁଇଁନ୍ତଳା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭ୍ୟ ସବିତା ସେଠ, ଉପସଭାପତି ଭାଗିରଥୀ ସେଠ, ସଂପାଦକ ସୁମନ୍ତ ନାଏକ, ସହସଂପାଦକ ମନ ରାଉତ, କୋଷାଧ୍ୟକ୍ଷ ସୁବଳ ନାଏକ, ସରପଂଚ ପ୍ରଦୀପ ନନ୍ଦ, ଉପଦେଷ୍ଟା କମିଟି ସଭ୍ୟ ବିଧୂଶେଖର ନନ୍ଦ, ଜୟକୃଷ୍ଣ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ କଂସ ଦରବାର ମଂଚ ଉଦ୍‌ଘାଟନ, ଦେବକୀ-ବାସୁଦେବ ବିବାହ, ଉଗ୍ରସେନ ଗାଦିଚ୍ୟୁତ ଓ ଷଡପୁତ୍ର ଜନ୍ମ ନାଟକ ମଂଚସ୍ଥ ହୋଇଥିଲା । ଏହାପୂର୍ବରୁ ଅପରାହ୍ନରେ ମୋନାଲିସା ମହାପାତ୍ରଙ୍କ ପାରାୟଣ ଅନୁଷ୍ଠିତ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ଜଗତସିଂହପୁରର ଘୋଡାନାଚ ପରିବେଷଣ କରାଯାଇଥିଲା ।

ସେହିପରି ମଙ୍ଗଳବାର ଦ୍ୱିତୀୟ ଦିବସରେ ଖୋର୍ଦ୍ଧା ଭଜନ ସଂଧ୍ୟା ଅନୁଷ୍ଠିତ ହୋଇଥିଲା । ଦେବସଭ।। ସ୍ୱପ୍ନ ଦର୍ଶନ, ବିଜୁଳି କନ୍ୟା ଓ କୃଷ୍ଣ ଜନ୍ମ, ପୁତୁନା ପ୍ରେରଣା ଆଦି ନାଟକ ମଂଚସ୍ଥ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ ପୁରୀ ଚୈତି ଘୋଡାନାଚ, ତୁଷୁରା ବଡ-ସାନ ଘୁଡୁକା ନାଚ ପରିବେଷଣ କରାଯାଇଥିଲା । ଧନୁଯାତ୍ରା ଉତ୍ସବ ଦେଖିବା ପାଇଁ ଭାଲେର, ପୁଡାପାଲି, କୁରୁଲ, ଫଟକରା, ଖଲିଆପାଲି, ବୀଜାବାହାଲି, ଲେପଟା, ଦଶପୁର ସହ ଆଖପାଖ ଅଂଚଳର ଶତାଧିକ ଦେଖଣାହାରୀଙ୍କ ଭିଡ ଜମିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like