-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଖେଳ

ଗ୍ରାମାଞ୍ଚଳ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

31-Dec-2025



ସୋନପୁର(ପ୍ରେରଣା ଖବର): ସୋନପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ହାଇ ସ୍କୁଲ ପଡିଆରେ ମେଣ୍ଡା ସ୍ପୋଟିଙ୍ଗ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୪3ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଆଜି ହୋଇଥିବା ଫାଇନାଲ ମ୍ଯାଚ ରେ ଉପରବହାଲ ଦଳକୁ ହରାଇ ପିପିର୍ଡl ଦଳ ବିଜୟୀ ହୋଇ ଟ୍ରଫି ସହ ୨୦୦୦୦ ନଗଦ ରାଶି ସହ ଟ୍ରଫି ହାସଲ କରିଛି। ପ୍ରଥମେ ଉପରବହାଲ ଦଳ ବ୍ଯାଟିଙ୍ଗ କରି ୧୨ ଓଭର ରେ ୧୩୩ ରନ ସଂଗ୍ରହ କରିଥିଲେ ବଦଳରେ ପିପୀର୍ଡା ଦଳ ୯ ଓଭର ୫ ଟି ବଳ ରେ ୧୩୪ ରନ ସଂଗ୍ରହ ବିଜୟ ଲାଭ କରି ଥିଲେ କରିପାରିଥିଲେ। ଏହି ଉଦଯାପନୀ ଉତ୍ସବ ରେ ମୂଖ୍ୟ ଅତିଥି ଭାବରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପାଟଣାଗଡ଼ ର ମେଣ୍ଡା ନିବାସୀ ଶ୍ରୀ ସଦାନନ୍ଦ ପୁଜାହାରୀ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ ଅକ୍ଷୟ ସାହୁ, ସୁରୁବାବୁ ଜେନା ,ହରିଶଙ୍କର ପୁରୋହିତ,ଦଧିବାମନ ଟାଳି,ଯୋଗ ଦେଇଥିଲେ। ମହାଦେବ ଜେନା,ଗୋବିନ୍ଦ ଦଣ୍ଡସେନା ସହଦେବ କର୍ଣ୍ଣ,ରାଜୀବ ଯୋଶୀ ହୃଷିକେଶ ପାତ୍ର,ବିଶ୍ୱ ରଞ୍ଜନ ଦଳବେହେରା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ । ସବ୍ୟସାଚୀ ଦଣ୍ଡସେନା ଓ ଗଜିନ୍ଦ୍ର ମେହେର ଖେଳ ପରିଚାଳନା କରିଥିଲେ,ଧାରା ବିବରଣୀ ନରେନ୍ଦ୍ର ଝାଙ୍କର ଓ ରାଜୀବ କୁମାର ଯୋଶୀ ପ୍ରଦାନ କରିଥିବା ବେଳେ ଅଂଶ ପୂଜାହାରୀ ଓ ପିଣ୍ଟୁ ସାହୁ ସ୍କୋରର ଦାୟିତ୍ୱ ତୁଲାଇ ଥିଲେ। ଅନ୍ତର, ପିଙ୍କୁ, ପିଣ୍ଟୁ,ସୁରଜ,ସୁନୀଳ, ଜିତ,ଶୁଭମ,ବିଶି, ରାହୁଲ, ସନ୍ତୋଷ, ନରସିଂହ,କୁନ୍ଦନ, ସଂଜୀବ ପ୍ରମୂଖ ସହଯୋଗ କରିଥିଲେ। ଧିରେନ୍ଦ୍ର ଝାଙ୍କର ସଭା ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like