-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଲୋକଉତ୍ସବ ସ୍ମରଣିକା କମିଟିର ବୈଠକ

01-Jan-2026



ବଲାଙ୍ଗିର, ଆସନ୍ତା ଜାନୁୟାରୀ ୧୯ ରୁ ୨୩ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ଠାରେ ଅନୁଷ୍ଠିତ ହେଉଛି ତ୍ରୟୋବିଂଶତମ ବଲାଙ୍ଗୀର ଲୋକଉତ୍ସବ । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକଉତ୍ସବ ଅବସରରେ ବଲାଙ୍ଗୀର କଳା, ସାହିତ୍ୟ, ସଂସ୍କୃତି, ନୃତ୍ୟଗୀତ, ଲୋକନାଟକ, ଇତିହାସ, ଜୀବନଧାରା ଆଧାରିତ ଗବେଷଣାତ୍ମକ ଲେଖାକୁ ନେଇ ଏକ ସ୍ମରଣିକା ପ୍ରକାଶିତ ହେବ। ଏଥିପାଇଁ ଗତକାଲି ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ତଥା ସ୍ମରଣିକା ସମିତି ଅଧ୍ୟକ୍ଷ ପବିତ୍ର ବେହେରାଙ୍କ ଆବାହକତ୍ୱରେ ସ୍ମରଣିକା ସଂପାଦନା ମଣ୍ଡଳୀର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସ୍ମରଣିକା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଉପାଦେୟ ଲେଖା ତୁରନ୍ତ ସଂଗ୍ରହ କରିବା, ସଂପୃକ୍ତ ଲେଖକ ମାନଙ୍କ ସହିତ ଯୋଗାଯୋଗ କରିବା,  ବାର୍ତ୍ତା ଓ ବିଜ୍ଞାପନ ସଂଗ୍ରହ ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଥିଲା । ସ୍ମରଣିକାର କଭର୍ ପେଜ୍ କିପରି ଆହୁରି ଆକର୍ଷଣୀୟ ହୋଇପାରିବ ସେ ନେଇ ସ୍ମରଣିକା କମିଟିର ସଭ୍ୟ ମାନେ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ୨ଠ୨୫ ମସିହାରେ ବଲାଙ୍ଗୀର ମାଟିର କିଛି ସୁନାମଧନ୍ୟ ଦିବଙ୍ଗତ ବ୍ୟକ୍ତିବିଶେଷଙ୍କ ସଂପର୍କରେ ସାମ୍ୟକ ସୂଚନା  ସମ୍ବଳିତ ଲେଖା ସ୍ମରଣିକାରେ ସ୍ଥାନୀତ କରାଯିବାକୁ ନିଷ୍ପତ୍ତି ହୋଇଥଲା । ସ୍ମରଣିକାକୁ କିପରି ସଠିକ ସମୟରେ ତଥା ସର୍ବାଙ୍ଗସୁନ୍ଦର ଭାବରେ ପ୍ରକାଶନ କରାଯାଇ ପାରିବ ସେନେଇ ସମସ୍ତଙ୍କ ମିଳିତ ସହଯୋଗ କାମନା କରିଥଛନ୍ତି ସ୍ମରଣିକା କମିଟିର ସହଅଧ୍ୟକ୍ଷ ସନ୍ଦୀପ କୁମାର କୁଅଁର ଓ ମହେନ୍ଦ୍ର କୁମାର ଦର୍ଜି । ଏହି ପ୍ରସ୍ତୁତି ବୈଠକରେ ସ୍ମରଣିକା କମିଟି ସଭ୍ୟ ନାଟ୍ୟଭୂଷଣ ଜଗଦାନନନ୍ଦ ଛୁରିଆ, ରଘୁ ନନ୍ଦନ ସିଂହ, ବି.ଏନ୍ ଶ୍ରୀକାନ୍ତ, ଡ. ଲକ୍ଷ୍ମଣ ମେହେର, ଜ୍ୟୋତିରଂଜନ ମିଶ୍ର, ବାଳକୃଷ୍ଣ ଷଡଙ୍ଗୀ, ମଳୟାନନ୍ଦ ତ୍ରିପାଠୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like