-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଧନୁଯାତ୍ରା ମହୋତ୍ସବ ଦ୍ବିତୀୟ ସନ୍ଧ୍ୟା - ରଙ୍ଗ ମହଲ ଛୁମିଲେ ଦର୍ଶକ ସର୍ବ ପୁରାତନ ୧୫୦ ଧନୁଯାତ୍ରା ମହୋତ୍ସବ

01-Jan-2026



ତୁଷୁରା(ପଞ୍ଚାନନ ନାଏକ )ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଳକ ଲୁର୍କୀ ଧନୁଯାତ୍ରା ମହୋତ୍ସବ ପଡିଆରେ ୨୦୨୫-୨୬ ଦ୍ବିତୀୟ ସନ୍ଧ୍ୟାରେ  କଂସ ଦରବାର  ରଙ୍ଗ ମହଲ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ବାରା  ଦର୍ଶକ ଝୁମିଥିଲେ । ମହୋତ୍ସବ କମିଟୀର ସଭାପତି ଆନନ୍ଦ ପ୍ରଧାନ ସଭାପତିତ୍ବରେ ଦ୍ୱିତୀୟ ସାଂସ୍କୃତିକ ସନ୍ଧ୍ୟାରେ  ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ  ଟୁକୁନୀ ସାହୁ ଉପସ୍ଥିତ ରହି ଏପରି ଏକ ମହୋତ୍ସବ ଅଞ୍ଚଲ କୁ ସ୍ବତନ୍ତ୍ର ପରିଚୟ ଦେବ ।ଆମ  ଅଞ୍ଚଲ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କଲା ସଂସ୍କୃତି ଆମକୁ ବାନ୍ଧି କି ରଖିଛି।  ଏପରି ଏକ ମହୋତ୍ସବ ଆୟୋଜନ କରିଥିବା ରୁ କମିଟି କୁ କୃତଜ୍ଞ ଜଣାଇଥିଲେ। ଗୁଡଭେଲା ଅନେକ ର ବିକାଶ ହୋଇଛି। ଚାଷ କାମ ପାଇଁ ଆମ ସରକାର ଏକ ବ୍ୟାରେଜ ଚାଲିଛି। କିନ୍ତୁ ତାହା ଏବେ ପର୍ଯ୍ୟନ୍ତ ମଧ୍ୟ କାମ ସରିନାହିଁ। ଏବଂ କୁକେଡମାଲ ପ୍ରକଲ୍ପ କୁ ଡେଢ ବର୍ଷ ଅଟାକାଇ ରଖିଲେ । ସରକାର ଓ ବିଧାୟକ ଙ୍କୁ କଟାକ୍ଷ କରି ଅଞ୍ଚଲ ର ବିକାଶ ହେଉ ନାହିଁ ବୋଲି କହିଥିଲେ।

 

.

ସମ୍ମାନିତ ଅତିଥି ଭାବରେ  ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ ଜୟଶ୍ବାଲ, ଗୁଡଭେଲା ସରପଞ୍ଚ ସନ୍ତୋଷିନୀ ମହାପାତ୍ର, ଗମ୍ଭାରିଗୁଡା ସରପଞ୍ଚ ଇନ୍ଦ୍ର ଭୋଇ ଉପସ୍ଥିତ ରହି ମହୋତ୍ସବ ଉନ୍ନତି ସହ ଅଞ୍ଚଳ ଉନ୍ନତି ନିମନ୍ତେ ଅଭିଭାଷଣ ରଖିଥିଲେ । 
ଚକା ନନ୍ଦ କମ୍ଫ ଅତିଥି ନିମନ୍ତ୍ରଣ କରିଥିବା ବେଳେ ଅରୁଣ ହରପାଲ ସଭା ପରଚାଳନା କରିଥିଲେ।
ପରେ ଧନ୍ୟବାଦ ଅର୍ପଣଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ଓଡିଶା ସରକାରଙ୍କ ସହଯୋଗରେ ସୁନ୍ଦରଗଡର ମାଁ ସମଲେଇ କିସାନ କରମା ନୃତ୍ୟ ଗୀତ ଦଳ,ଖଦିଆ ସଂସ୍କୃତି ମହିଳା ସଂଘ,ଯାଜପୁରର,ଅନ୍ବେଷା ଥ୍ରେଟର୍ ଗ୍ରୁପ,ସମ୍ବଲପୁରର ପଞ୍ଚବାଦ୍ୟ ଅନୁଷ୍ଠାନ,ଯାଜପୁର ର ସାହି ଯାତ୍ରା ଘୋଡାନାଚ ଓ ଦଣ୍ଡନୃତ୍ୟ ମାଁ ବଞ୍ଜାରେନ ଦଣ୍ଡ,ଚିନ୍ଦଗୁଡା  ଓ ୧୫ ଉର୍ଦ୍ଧ୍ବ ଆଞ୍ଚଳିକ କଳାକାର ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘୋଷକ ସୁଧିର ନାଏକ ପରିଚାଳନା କରିଥିଲେ । ତେବେ ପ୍ରବଲ ଶୀତ ହେବା ସତ୍ୱ ଲୋକାରନ୍ୟ ହୋଇଥିଲା ମହୋତ୍ସବ ପଡିଆ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like