-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଗ୍ରାମ୍ୟ କମିଟି ର ପୂଜ୍ୟ ପୂଜା ଓ ତୀର୍ଥ ଭ୍ରମଣ

01-Jan-2026



ଭୁବନେଶ୍ବର (ପ୍ରେରଣା ଖବର): ନକରାତ୍ମକ ଭାବନା ବ୍ୟର୍ଦ୍ଧକତା କୁ ଆମନ୍ତ୍ରଣ କରେ । ତେଣୁ ସକରାତ୍ମକ ଚିନ୍ତାଧାରା ସହିତ ସମାଜର ବିକାଶରେ ନିଜକୁ ସାମିଲ୍ କଲେ ତାହା ଯୁବବର୍ଗ ଙ୍କୁ ଅନୁପ୍ରାଣିତ କରେ | ବୟସର ଶେଷ ଭାଗରେ ପହଞ୍ଚିଥିବା  ଅନୁଭବି ଙ୍କୁ ଅନୁସରଣ କରିବା ସହ ପୂଜ୍ୟ ପୂଜା ସହ ମହତ୍ କାର୍ଯ୍ୟ ଆଗାମୀ ପିଢ଼ିଙ୍କୁ ସଂସ୍କାର ଶିଖାଏ । ତେଣୁ ସୁନାଗରିକ ହେବା ପାଇଁ ବୟସର ମାପ କାଠି ର ଆବଶ୍ୟକତା ନାହିଁ ବୋଲି ନୂଆବର୍ଷ ଉପଲକ୍ଷେ ପୂଜ୍ୟ ପୂଜା ଉତ୍ସବରେ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି । ପଟ୍ଟାମୁଣ୍ଡାଇ ମୁନ୍‌ସିପାଲଟି ନୂଆଗାଁ ମା ପଶ୍ଚିମ ବାହିନୀ ଗ୍ରାମ୍ୟ କମିଟି ର ସଭାପତି ରାମଚନ୍ଦ୍ର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଉତ୍ସବରେ ମୁଖ୍ୟ

ଅତିଥି ଭାବେ ବିଶିଷ୍ଟ କବୟତ୍ରୀ ଶିକ୍ଷାବିତ୍ ଆରାଧନା ଦାଶ ଓ ସମ୍ମାନୀତ ଅତିଥି ଭାବେ ସାମାଜିକ କର୍ମୀ ମହିଳା ସଂଘଠିକା ଦମୟନ୍ତି ଗିରି ଯୋଗ ଦେଇଥିଲେ । ଗ୍ରାମର ବରିଷ୍ଠ ନାଗରିକ ମାନଙ୍କୁ ପ୍ରାରମ୍ଭରେ କମିଟିର କର୍ମକତା ମାନେ ପାଦ ଧୋଇ , ଚନ୍ଦନ ସିନ୍ଦୁର ଲଗାଇ ନୂତନ ବସ୍ତ୍ର ପ୍ରଦାନ ପୂର୍ବକ ପୂଜାଚନା କରିଥିଲେ । ଗ୍ରାମ୍ୟ କବିଟିର ସମ୍ପାଦକ ମାନସ ଚୌଧୁରୀ ସ୍ୱାଗତ ଭାଷଣ ଓ ସୁଧାଂଶୁ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରି ଥିଲେ । ଅଜୟ ପଣ୍ଡା , ସରୋଜ ତ୍ରିପାଠୀ , ସମୀର ପାତ୍ର, ବିଜୟ ରନ୍ଦ , ଶତ୍ରୁଘନ ଚୈଧୁରୀ ,କାଳନ୍ଦୀ ଦାଶ , ଜଗନ୍ନାଥ ତ୍ରିପାଠୀ ପ୍ରମୁଖ କାର୍ଯ୍ୟ କର୍ମ ପରିଚାଳନା କରିଥିଲେ । ବରିଷ୍ଠ ନାଗରିକ ମାନଙ୍କ ତୀର୍ଥ ଭ୍ରମଣ ପାଇଁ  ଶ୍ରୀ ବଳଦେବ ଜୀଉ ମନ୍ଦିର ଓ ପଥର କଣୀ ଠାକୁରାଣୀ ଦର୍ଶନ କରାଇ ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like