-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ପଏଁରୀ ତିହାର ୨୦୨୬ ଉଦ୍ଘାଟିତ*- *ଅସଲ ଜୀବନ ଟା ପୁରାତନ ସଂସ୍କୃତି ରେ ଅଛି* *ଜିଲ୍ଲାପାଳ*

01-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ପଏଁରି ତିହାର ୨୦୨୬  ଆଜି ମହା ସମାରୋହ ରେ ମା ସୁରେଶ୍ଵରୀ ମନ୍ଦିର କ୍ୟାମ୍ପସ ରେ  ଉଦ୍‌ଘାଟିତ ହୋଇଯାଇଛି। ସୋନପୁରର ପଏଁରୀ ଅନୁଷ୍ଠାନ, କେନ୍ଦ୍ର ସଂସ୍କୃତି ବିଭାଗ, ନୂଆଁଦିଲ୍ଲୀ ସଂଗୀତ ନାଟକ ଏକାଡେମୀର ମିଳିତ ଅନୁକୂଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ଲଡୁକିଶୋର ମଲ୍ଲିକ ସଭାପତିତ୍ଵ କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଯୋଗ ଦେଇ ଅସଲ ଜୀବନ ଟା ପୁରାତନ ସଂସ୍କୃତି ରେ ଅଛି, ଜୀବନ ବର୍ତ୍ତମାନ ସହ ପରମ୍ପରା ସଂସ୍କୃତି କୁ ଯୋଡ଼ିବାକୁ ପଡ଼ିବ ବୋଲି କହିଥିଲେ l  ସୁବର୍ଣ୍ଣପୁର ଏ କଳା ସଂସ୍କୃତି ମାଟି ରେ ସଦ ଭାବ ମାନବିକ ଧର୍ମ ଓ ଆବେଗ ଅଛି ବୋଲି କହି ଦୀର୍ଘ ୪୨ ବର୍ଷ ପରେ ଶ୍ରୀ ଗୋପାଳ ଜୀ ମହାପ୍ରଭୁ  ଫେରିବା ର ଚମତ୍କାର ଅନୁଭୁତି କହି ଏହା ହିଁ ଏ ମାଟିର ମହକ ଏ ମାଟି ର ଶକ୍ତି ବୋଲି ଜିଲ୍ଲାପାଳ ଡ଼ ସାହୁ ମତ ପ୍ରକାଶ କରିଥିଲେ  l  ଯେ କେହି ବି ଲୋକ ଏ କଳା ସଂସ୍କୃତି ରେ ମତୁଆଲା ହୋଇଯିବ ବୋଲି କହିଥିଲେ l ଏସପି ଶ୍ରୀ ନାରାୟଣ ନାଏକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଏ କାର୍ଯ୍ଯ କ୍ରମ ଅୟୋଜନ ଓ ଉଚ୍ଚ କୋଟୀର ଗୀତ ନାଚ କୁ ଭୂୟସୀ ପ୍ରଶଂସା କରିଥିଲେ l ଅନ୍ୟ ତମ ଅତିଥି ଭାବେ ଅନୁଷ୍ଠାନ ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ଅଭିମନ୍ୟୁ କୁଶଳ, ନାଟ୍ୟ ଶ୍ରୀ ଗଦାଧର ବାରିକ,   ମମତା ଡୋରି ର ପ୍ରତିଷ୍ଠାତା ମମତା ଦାସ,  ବିଗୁଲ ଟିଭି ର ଅଧ୍ୟକ୍ଷ ସନ୍ତୋଷ ମିଶ୍ର ଯୋଗ ଦେଈ ସୁବର୍ଣପୁରର କଳା ସଂସ୍କୃତି ପାଇଁ ଜିଲ୍ଲାର ସ୍ବତନ୍ତ୍ର ପରିଚୟ ସୃଷ୍ଟି ହୋଇଛି ବୋଲି କହିଥିଲେ। । ଅନୁଷ୍ଠାନର ସମ୍ପାଦକ ଚୌଧୁରୀ ବିଭାର ଅତିଥି ପରିଚୟ ପ୍ରଦାନ କରି ଏ ଉତ୍ସବ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସଭ୍ୟ ସୁଶାନ୍ତ ସାହୁ ସଭା ସଂଯୋଜନା କରିଥିବାବେଳେ ଅନୁଷ୍ଠାନ ର ଉପସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ କଳାକାର ସଦାନନ୍ଦ ମାଝୀ, ମହାଦେବ ବେହେରା ଙ୍କୁ ପଏଁରୀ  ସମ୍ମାନ ରେ ଓ ବାନ୍ଧ ଶିଳ୍ପୀ ଶ୍ୟାମ ସୁନ୍ଦର ମେହେର ଙ୍କୁ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷ, ସମ୍ବାଦିକଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଧିତ  କରାଯାଇଥିଲା। ଏହାପରେ ସ୍ଥାନୀୟ ଓ ବିଭିନ୍ନ ରାଜ୍ୟ ର କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲୋକନୃତ୍ୟ ପ୍ରଦର୍ଶନ କରିଥିଲ। ସଭା ପୂର୍ବରୁ ଦିଶିଷ୍ଟ କଣ୍ଠଶିଳ୍ପୀ ଶତୃଘ୍ନ ଲୁହା, ସୁଜାତା ଗିରି, ନବୀନ କୁହଁର, ନରାୟଣ ଲୁହା ପ୍ରମୁଖଙ୍କ ଦ୍ବାରା ପାରମ୍ପାରିକ ଲୋକଗୀତ ପରିବେଷଣ କରିଥିଲେ। ଆଜି ସକାଳୁ ମାଁ ସୁରେଶ୍ଵରୀଙ୍କ ମନ୍ଦିରରୁ ଏକ ସାଂସ୍କୃତିକ ଦଳ ଙ୍କ ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରି ମା ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣ କୁ  ପହଞ୍ଚିଥି ଥିଲା । ପରେ ଉତ୍ସବକୁ ସୋନପୁର ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୂପା ରଥ ଉଦ୍‌ଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ପଏଁରୀ ଅନୁଷ୍ଠାନର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like