-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ଭାଲେର ଧନୁଯାତ୍ରାର ଆଜି ତୃତିୟ ଦିବସ:  ଦୋଲି ସୁଆଣି ଓ ଅଷ୍ଟମଲ୍ଲ ବଧ ଦୃଶ୍ୟକୁ ଉପଭୋଗ କଲେ ଦେଖଣାହାରୀ

01-Jan-2026



ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ଭାଲେର ଠାରେ ଅନୁଷ୍ଠିତ ୧ଠ୬ତମ ଧନୁଯାତ୍ରାର ଆଜି ହେଉଛି ତୃତୀୟ ଦିବସ । ମହାଭାରତର ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଧନୁଯାତ୍ର ଆଧୁନିକ ଯୁଗରେ ଲୋକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ତଥା ଭାଲେର ଧନୁଯାତ୍ରା ସାଂସ୍କୃତିକ ପରିଷଦର ଆୟୋଜନରେ ଏହି ମହୋତ୍ସବ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଧୁମଧାମରେ ପାଳିତ ହେବ । ଧନୁଯାତ୍ରା ମହୋତ୍ସବ କମିଟି ସଭାପତି ରାଜକିଶୋର ନାଏକଙ୍କ ପରିଚାଳନା ଓ ତତ୍ତ୍ୱାବଧାନରେ ଭାଲେର ଧନୁଯାତ୍ରା ମହୋତ୍ସବର ପ୍ରତ୍ୟେକ ଦିନ ଆଖପାଖ ଗାଁ ର ଦେଖଣାହାରୀଙ୍କ ଭିଡ ଜମୁଛି । ମୋନାଲିସା ମହାପାତ୍ରଙ୍କ ପାରାୟଣ, ଖୋର୍ଦ୍ଧାର କଳାକାର ମାନଙ୍କ ଭଜନ ସଂଧ୍ୟା ସଙ୍ଗକୁ ଦଣ୍ଡନୃତ୍ୟ ଦର୍ଶକଙ୍କୁ ଭରପୁର ମନୋରଂଜନ ଯୋଗାଇବା ସହ ନିଜ ଭିତରେ ଆଧ୍ୟାତ୍ମ୍ୟବାଦ ସୃଷ୍ଟି କରିଛି । ଆଜି ଦୋଲି ସୁଆଣି ଓ ଅଷ୍ଟମଲ୍ଲ ବଧ ଦୃଶ୍ୟ ଓ ରାତିରେ କାଳୀୟ ପ୍ରେରଣ ର ଦୃଶ୍ୟକୁ  ମଞ୍ଚରେ କଳାକାର ମାନଙ୍କ ମନଛୁଆଁ ଅଭିନୟ ବେଶ ଉପଭୋଗ୍ୟ ଥିଲା । ଏହି ଅବସରରେ ସଂଧ୍ୟରେ  ଅନୁଷ୍ଠିତ ଦରବାରରେ ବରେଣ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ ପଟେଲ ଓ ପି.ଡବ୍ଲୁ.ଡି ଅଧୀକ୍ଷଣ ଯନ୍ତ୍ରୀ ଆଶୁତୋଷ ଜେନା ଯୋଗ ଦେଇ ମହୋତ୍ସବକୁ ସୁନ୍ଦର ଭାବରେ ପରିଚାଳନା କରୁଥିବା ଭାଲେର ଧନୁଯାତ୍ରା ଆୟୋଜନ କମିଟିକୁ ପ୍ରଶଂସା କରିଥିଲେ । ଆଜି ଯାଜପୁରର ଦାଶକାଠିଆ ପାଲା ଓ କୁଟେନପାଲିର ଭବାନୀ ଶଙ୍କର କଳାପରିଷଦର କଳାକାର ମାନଙ୍କ ନୃତ୍ୟ ପରିବେଷଣ ଲୋକଙ୍କ ମନ ମୋହିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like