-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ଶବ୍ଦ ନୃତ୍ୟ ଆଦି ଗୁରୁ ଭଜମନ ଦାସ କଳା ପରିଷଦ ଉଦଘାଟିତ

02-Jan-2026



ସାଲେଭଟା(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ସାଲେଭଟା ନିକଟସ୍ଥ ଐତିହାସିକ ଗାଁ କୁଟାସିଂହା ଠାରେ ଶବ୍ଦ ନୃତ୍ୟର ଆଦି ଗୁରୁ ଭଜମନ ଦାସ କଳା ପରିଷଦ ଉଦଘାଟିତ ହୋଇଯାଇଛି, ସ୍ବାଗତ ଭାଷଣ ଦେଇଥିଲେ ଆନନ୍ଦ ଚନ୍ଦ୍ର ପଶାୟତ,ସୁରେଶ ଚନ୍ଦ୍ର ଦାସ ଦ୍ବୀପ ପ୍ରଜ୍ବଳନ ଏବଂ ମନ୍ତ୍ର ପାଠ କରିଥିଲେ, ଆବାହକ ସରୋଜ କୁମାର ଦାସ‌ଙ୍କ ଦ୍ଵାରା ଅତିଥି ପରିଚୟ ପ୍ରଦାନ ଏବଂ ସଭାପତିତ୍ବରେ ମୂଖ୍ୟ ଅତିଥି ସରପଞ୍ଚ ଡିଗ୍ରୀ ମେହେର, ମୂଖ୍ୟ ବକ୍ତା ସମିତି ସଭ୍ୟ ପ୍ରକାଶ ବେହେରା, ସମ୍ମାନୀତ ଅତିଥି ନିମାଇଁ ଚରଣ ଦାସ, ତପସ୍ଵିନୀ ଦାସ ପ୍ରମୁଖ ଯୋଗଦାନ କରି ଐତିହାସିକ ଗାଁ କୁଟାସିଂହା ମାଟିର ମହାପୁରୁଷ ଗୁରୁ ଭଜମନ ଦାସଙ୍କ ପାଇଁ ପଶ୍ଚିମ ଓଡିଶାର ସାଂସ୍କୃତିକ ସମ୍ପତ୍ତି ଶାସ୍ତ୍ରୀୟ ଶବ୍ଦନୃତ୍ୟର ପ୍ରଚାର ହେଇଛି ଏବଂ କୁଟାସିଂହା ଗାଁ ସ୍ଵତନ୍ତ୍ର ପରିଚୟ ଲାଭ କରିଛି, ଗୁରୁ ଭଜମନ ଦାସଙ୍କ ସ୍ମୃତିରେ ଅନେକ ପଦକ୍ଷେପ ନିଆଯିବାକୁ ନିଷ୍ପତ୍ତି ନିଆଯାଇଥିଲା, ଏହି ଅବସରରେ ନୂତନ ବର୍ଷ ଉପଲକ୍ଷେ ତୁଳସୀ ରାମାୟଣ ସାତକାଣ୍ଡ ପରିବେଷଣ ହୋଇଥିଲା, ପବିତ୍ର ମୋହନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ, ସମସ୍ତ ଆୟୋଜନରେ ଦୁଃଖିଶ୍ୟାମ ଦାସ,ନନ୍ଦ ଲାଲ ଦାସ, ବୃନ୍ଦାବନ ପୁରୋହିତ, ଅନିରୁଦ୍ଧ ପାତ୍ର, ବରୁଣ ବଗର୍ତ୍ତୀ, ସୁବାଷ ସାହୁ, ରାଧେଶ୍ୟାମ ମେହେର, ମୂରଲୀଧର ସେଠୀ, ପ୍ରଦୀପ ପାତ୍ର, ଧର୍ମେନ୍ଦ୍ର ସେଠୀ, ଅରକ୍ଷିତ ବେହେରା, କ୍ଷୀର ପାତ୍ର,ବେଦବର ପାତ୍ର, ହଳଧର ପାତ୍ର,ଗଗନ ବେହେରା, ନିରଞ୍ଜନ ଦେହେରୀ ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like