-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଧନୁଯାତ୍ରା କଂସ ରାଜାଙ୍କ ଦରବାର ରେ ଅତିଥି ଭାବେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲା ର ସାମ୍ବାଦିକ

02-Jan-2026



ତୁଷୁରା,(ପଞ୍ଚାନନ ନାଏକ)   ଓଡ଼ିଶାର ସର୍ବ ପୁରାତନ ଧନୁଯାତ୍ରା ହେଉଛି ବଲାଙ୍ଗୀର ଜିଲ୍ଲା ଲୁର୍କୀ ଧନୁଯାତ୍ରା।ଚଳିତ ବର୍ଷ ୧୫୦ ତମ ଧନୁଯାତ୍ରା ହେଉଥିବା ବେଳେ ୩୦ ତାରିଖରୁ କଂସ ଙ୍କ ଦରବାର ଅନୁଷ୍ଠିତ ହେଉଛି। ସେହିପରି ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ମାନଙ୍କୁ ରାଜ ଦରବାର କୁ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶମ୍ଭୁ ପ୍ରସାଦ ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପଞ୍ଚାନନ ନାଏକ, ଅରବିନ୍ଦ ବିଶ୍ଵାଳ, ଚୌଧୁରୀ ସାହୁ, ରଞ୍ଜନ ବାଗ, ଲକ୍ଷ୍ମୀ କାନ୍ତ ସାହୁ, ସୁଶାନ୍ତ ମେହେର,ହରି ବାଗ,ରିଲୁ ପଣ୍ଡା ଯୋଗ ଦେଇଥିଲେ। ସେହିପରି ଏହି ଧନୁଯାତ୍ରା ପାଇଁ ଲୁର୍କୀ ଗ୍ରାମ କୁ ଦୁଇ ଭାଗରେ ବିଭକ୍ତ କରାଯାଇଛି ଗୋଟିଏ ପଟେ ଗୋପପୁର କରି କୃଷ୍ଣ ବଳରାମ ଙ୍କ  ବାଲ୍ୟ ଲିଳା ଅଭିନୟ ମାଧ୍ୟମରେ ଚାଲିଥିବା ବେଳେ ଅନ୍ୟ ପଟେ ମଥୁରା ନଗରୀରେ କଂସ ଦରବାର ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମିନା ବଜାର ଅନୁଷ୍ଠିତ ହେଉଛି। ଧନୁଯାତ୍ରା ଦେଖିବା ପାଇଁ ବଲାଙ୍ଗୀର ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରୁ ହଜାର ହଜାର ସଂଖ୍ୟାରେ ଦର୍ଶକ ମାନଙ୍କ ଭିଡ ଲାଗି ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like