-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ଡାକ୍ତର କୃପାସିନ୍ଧୁ ବଡ଼ପଣ୍ଡାଙ୍କ ପରଲୋକ,ଅଞ୍ଚଳରେ ଶୋକର ଛାୟା l

02-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ରାମପୁର ନିବାସୀ ଡାକ୍ତର କୃପାସିନ୍ଧୁ ବଡପଣ୍ଡା (୮୫)ଙ୍କ ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ନିଜ ବାସ ଭବନରେ ଗୁରୁବାର ରାତ୍ର ସମୟ ୨.୨୦ରେ ପରଲୋକ ଘଟିଛି ।ଖବର ପ୍ରଚାରିତ ହେବା ପରେ ସାରା ଅଞ୍ଚଳରେ ଶୋକର ଲହରି ଖେଳିଯାଇଥିଲା ବହୁ ମାନ୍ୟଗନ୍ୟ ବ୍ୟକ୍ତି ବିଶେଷ ତାଙ୍କ ଶେଷ ଦର୍ଶନ କରିଥିଲେ । ପ୍ରକାଶ ଥାଉ କି ଯେ ସ୍ବର୍ଗତ ଡାକ୍ତର ଶ୍ରୀ ବଡ଼ପଣ୍ଡା ୨୦୦୫ରେ ସୁବର୍ଣ୍ଣପୁର  ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ର ତଥା ବିଶେଷ କରି ବିନିକା,ଉଲୁଣ୍ଡାର  ନିଯୁକ୍ତି ପାଇ ଉଚ୍ଚକୋଟିର ସ୍ୱାସ୍ଥ୍ୟ ସେବା ଲୋକଙ୍କୁ ଯୋଗାଇ ଦେଇଥିଲେ । ଜଣେ ପ୍ରବୀଣ ଡାକ୍ଟର ଭାବେ ଅଞ୍ଚଳରେ ବେଶ ପରିଚିତ ଥିଲେ ।  ଯାହାକି ତାଙ୍କ ଠାରୁ ଉତ୍ତମ ଚିକିତ୍ସା ପାଇ ବହୁ ଲୋକ ଉପକୃତ ହୋଇଥିଲେ l ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ସେବା ପ୍ରଦାନକୁ ଏବେ ବି ଅଞ୍ଚଳର ଲୋକେ ଭୂଜସି ପ୍ରଶଂସା କରି ଆସୁଛନ୍ତି । ଆଜି  ହଠାତ ଶ୍ରୀ ବଡପଣ୍ଡାଙ୍କ ପରଲୋକ ଗମନ ଖବର ପ୍ରଚାରିତ ହେବା ପରେ ବନ୍ଧୁ ବାନ୍ଧବ,ଆତ୍ମୀୟ ସଜନ ମହଲରେ ଶୋକାକୁଲ ପରିବେଶ ସୃଷ୍ଟି କରିଥିଲା ।ତାଙ୍କ ମୃତ୍ୟୁ ବେଳେ ପାଖରେ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।ସ୍ବର୍ଗତ ଶ୍ରୀ ବଡପଣ୍ଡାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ନିକଟ ରାମପୁର, ଭବାନୀପାଳି ସ୍ଥିତ ଶ୍ଵଶାନ ଘାଟକୁ ନିଆଯାଇ ସେଠାରେ ଅନ୍ତିମ ସଂସ୍କାର କରାଯାଇଥିଲା । ବଡ ପୁଅ ପ୍ରସଞ୍ଜିତ ବଡପଣ୍ଡା ମୁଖାଗ୍ବି ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like