-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

*ପଏଁରୀ ତିହାର ର ଦ୍ଵିତୀୟ ସଂଧ୍ୟାରେ ନଚନିଆଁ ଓ ଘୁଡକା ନାଚ ରେ ଶୀତ ରାତି ରେ ଝୁମିଲେ ଦର୍ଶକ*-

02-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ପଏଁରୀ ଅନୁଷ୍ଠାନ ଦ୍ଵାରା ଆୟୋଜିତ ପଏଁରୀ ତିହାର ୨୦୨୬ ଆଜି ଦ୍ଵିତୀୟ ସଂଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପଏଁରୀ ଅନୁଷ୍ଠାନ ଦ୍ଵାରା ପରିବେଷିତ ଜାମୁ ଡାଲି, ବଲାଙ୍ଗୀର ର ଦୁଲଦୁଲି କଳାପରିଷଦ ର ଘୁଡକା ଓ ନୟାଗଡ଼ ର ପଶୁମୁଖା,  ବିନିକା ର ମାଁ ମାହେଶ୍ୱରୀ ସା‍ଂସ୍କୃତିକ ପରିଷଦ ର ନଚନିଆଁ ରେ ଦର୍ଶକ ବିଳମ୍ବିତ ରାତି ଯାଏ ମନଭରି  ଉପଭୋଗ କରିଥିଲେ। ତିନିଦିନ ବ୍ୟାପି ଏହି ତିହାରକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ,  ସଂଗୀତ ନାଟକ ଏକାଡେମୀ ନୂଆଁଦିଲ୍ଲୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ଓ ଜିଲ୍ଲା ସଂସ୍କୃତି ପରିଷଦ,ସୁବର୍ଣ୍ଣପୁର ଙ୍କ ସହଯୋଗ ରେ ଆୟୋଜିତ ହେଉଥିବା ପଏଁରୀ ଚଳିତ ବର୍ଷ ମା ସୁରେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ହେଉଛି। ଦ୍ବିତୀୟ ସଂନ୍ଧ୍ୟା ର କାର୍ଯ୍ୟକ୍ରମ ସଭାପତି ଲଡୁ କିଶୋର ମଲ୍ଲିକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ସଭାକାର୍ଯ୍ୟ ରେ ଅତିଥି ସମୁହ ପ୍ରଥମେ ମାଁ ସୁରେଶ୍ୱରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣକରିଥିଲେ। ଓଡ଼ଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ ନିର୍ଦ୍ଦେଶକ ଅକ୍ଷୟ ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସୁବର୍ଣ୍ଣପୁର ର କଳା ସଂସ୍କୃତି ଅନ୍ୟନ୍ୟ ବୋଲି କହିଥିଲେ l  ସମ୍ମାନିତ ଅତିଥି ଭାବରେ ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷଅଭିମନ୍ୟୁ କୁଶଳ,ପୈରାଧ୍ୟକ୍ଷାତାମସି ତାମସ୍ମିତା ନାୟକ, ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ  ନାରାୟଣ ଲୁହା ଯୋଗଦେଇଥିଲେ। ଆଜିକାର ସମ୍ବର୍ଦ୍ଧନା ପର୍ବ ରେ ପଏଁରୀ ସମ୍ମାନ- ରାଜେଶ ହାତୀ - ବିଶିଷ୍ଟ ଦଣ୍ଡ କଳାକାର (ରାଧା) ଅଖିଳ ଜାଲ - ଦଣ୍ଡ କଳାକାର ( କୃଷ୍ଣ ),ଲାଲବାବୁ ସେଠୀ , (ଶିକ୍ଷାବିଦ୍‌) ଉଦ୍ଧବ ମେହେର  ଅକ୍ସିଜିମ ର ପ୍ରତିଷ୍ଠାତା ଓ ସହରର କିଛି ବରିଷ୍ଠ ସାମ୍ବାଦିକ ଙ୍କୁ ସର୍ମ୍ବଦ୍ଧନା ପ୍ରଦାନ କରାଯାଇଥିଲା। ପଏଁରୀ ର ଉପ ସଭାପତି ପ୍ରଫୁଲ୍ଲ  କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଶିଷ୍ଟକଣ୍ଠଶିଳ୍ପୀ- ନୁର ବେଗମ, ନବିନ କୁଅଁର, ପଦ୍ମଲୋଚନ ସାହୁ, ବ୍ରହ୍ଣା କୁମ୍ଭାର, ମସ୍ତରାମ ସୁନା, ଶାନ୍ତନୁ ମୁନା ପ୍ରମୁଖ କଳାକାର ଲୋକ ସଙ୍ଗୀତ ଗାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like