-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ : ନୂତନ ବର୍ଷ ୨୦୨୬କୁ ବୃ୍ଷରୋପଣ କରି ସ୍ବାଗତ ଏବଂ ଶୈକ୍ଷିକ କାର୍ଯ୍ୟକ୍ରମ ଶୁଭାରମ୍ଭ

02-Jan-2026



ଡୁଙ୍ଗୁରିପାଲି,ତା.୨/୧: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ  ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶୟତଙ୍କ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀମାନଙ୍କୁ ଫୁଲତୋଡ଼ା ଦେଇ ନୂତନ୍ ବର୍ଷ - ୨୦୨୬ କୁ ସ୍ବାଗତ କରିବା ସହ ଶିକ୍ଷାଦାନ ପ୍ରକ୍ରିୟା ଆରମ୍ଭ  ହୋଇଯାଇଛି। ବିଦ୍ୟାଳୟର  ବରିଷ୍ଠ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ  ନୂତନ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦମୟ ହେବା ପାଇଁ ଶୁଭକାମନା ଜଣାଇଥିଲେ।

ଶିକ୍ଷକ ଚିନ୍ମୟ କୁମାର ଦାସ, ରାଜୁ ମେହେର ଓ କିରଣ କୁମାର ପଟେଲଙ୍କ ନେତୃତ୍ୱରେ  ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରି ଥିଲେ ଓ ଏହାର ଯତ୍ନ ନେବା ପାଇଁ ଶପଥ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ନନ୍ଦିଘୋଷ ବାରିକ, ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ଲିପି ପ୍ରଧାନ ,  ସୁରଜ୍ ଖମାରୀ,ଶୋଭାଗିନି ସାହୁ ଓ ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରଭୁତି  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like