-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଏକ ଦିବାସୀୟ ରାଜ୍ୟସ୍ତରୀୟ ସମ୍ପାନ ଜାତୀୟ ଶିକ୍ଷା ନୀତି-୨୦୨୦ ଶୀର୍ଷକ ଆଲୋଚନାଚକ୍ର

03-Jan-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟ ରେ ମଙ୍ଗଳବାର ପିଏମ -ଉଷା ସହାୟତାରେ ଓ କଣ୍ଟାମାଳ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟ ଦ୍ଵାରା ପରିଚାଳିତ ଏକ ଦିବାସୀୟ ରାଜ୍ୟସ୍ତରୀୟ ସମ୍ପାନ ଜାତୀୟ ଶିକ୍ଷା ନୀତି - ୨୦୨୦ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l  କଲେଜ ଅଧ୍ୟକ୍ଷ ଅନୋଜ କୁମାର ଭୁକ୍ତା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ସମ୍ପାନ ର ଉଦ୍ଘାଟନୀ ସମାରୋହରେ ଉପଜିଲ୍ଲାପାଳ ବିନୟ କୁମାର ଭୋଇ ମୁଖ୍ୟଅତିଥି ଓ ପ୍ରଫେସର ଉମା ଚରଣ ପତି ମୁଖ୍ୟବକ୍ତା ଏବଂ ସମ୍ମାନୀତ ଅତିଥିଭାବେ ସମାଜସେବୀ ଓମପ୍ରକାଶ ମିଶ୍ର, ସହ ପ୍ରଫେସର ଅଜିତ କୁମାର ପ୍ରଧାନ,ନୋଡାଲ ଅଫିସର ଅଧ୍ୟାପକ ପୌଲସ୍ତି ପ୍ରଧାନ, ସଂଯୋଜକ ଅଧ୍ୟାପକ ରବୀନ୍ଦ୍ର କୁମାର ପ୍ରଧାନ, ସଂଯୋଜିକା ଡକ୍ଟର ରିଙ୍କି ସେଠ କିନୋଟ ବକ୍ତା ଭାବେ

ଯୋଗଦେଇ ଜାତୀୟ ଶିକ୍ଷାନୀତି -୨୦୨୦ ଉପରେ ଆଲୋକପାତ କରିଥିଲେ  l  ଏଥିରେ  ଅଧ୍ୟାପକ ଦୀପକ କୁମାର ମେହେର ଅତିଥି ପରିଚୟ ଓ ଅଧ୍ୟାପକ  ବସନ୍ତ ଖଟୁଆ ସଭା ପରିଚାଳନା କରିଥିଲେ   l  ପରେ ପୂର୍ବତନ ଅଧ୍ୟକ୍ଷ ଭବାନୀ ଶଙ୍କର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନ ରେ ପ୍ରଫେସର ଉମା ଚରଣ ପତି ମୁଖ୍ୟବକ୍ତା ଭାବେ ଏନଇପି-୨୦୨୦ ସମ୍ପର୍କରେ ଉପସ୍ଥାପନ କରିଥିଲେ l  
ସେହିପରି ଦ୍ୱିତୀୟ ଓ ତୃତୀୟ ଅଧିବେଶନ କୁ ସନ୍ତୋଷ କୁମାର ବିଶି ଅଧ୍ୟକ୍ଷତା କରିଥିବାବେଳେ ପ୍ରାଧ୍ୟାପକ ଅଜିତ କୁମାର ପ୍ରଧାନ, ଅଧ୍ୟାପକ ଦେବଦାସ ମହାପାତ୍ର,ଅଧ୍ୟାପିକା ଡକ୍ଟର ଇତିଶ୍ରୀ ଦାଶ, ଅଧ୍ୟାପିକା କୁମାରୀ ସୌଦାମିନୀ, ଅଧ୍ୟାପିକା ଝିଲ୍ଲୀରାଣୀ ବେହେରା ପ୍ରମୁଖ ଗବେଷକ ଭାବେ ନିଜର ପ୍ରବନ୍ଧ ଉପସ୍ଥାପନ କରିଥିବାବେଳେ ଶିବଦତ୍ତ ପୁରୋହିତ ସଭାକୁ ସଂଯୋଜନା କରିଥିଲେ  l  ଆୟୋଜିତ ଅନଲାଇନ ସେସନକୁ ଅଧ୍ୟାପକ ସମୀର କୁମାର ମେହେର ଓ ଅଧ୍ୟାପକ ଅଞ୍ଜୁମ

ଲୋମଗା ପରିଚାଳନା କରିଥିଲେ  l  ରାଜ୍ୟସ୍ତରୀୟ ଏହି ଆଲୋଚନା ଚକ୍ରରେ ୩୦ଟି ମହାବିଦ୍ୟାଳୟ ର ୫୦ରୁ ଉର୍ଦ୍ଧ ଅଧ୍ୟାପକ, ଅଧ୍ୟାପିକା,ଗବେଷକ ଓ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର ସନ୍ଦର୍ଭ ଉପସ୍ଥାପନା କରିଥିଲେ l  ଶେଷରେ ଓଡ଼ିଆ ଅଧ୍ୟାପିକା ପ୍ରିତିଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିବାବେଳେ ଅଧ୍ୟାପକ କୁଶଳେସ୍ୱର ସାହୁ, ଅଧ୍ୟାପକ ସୁନୀଲ ହରିପାଲ, ଅଧ୍ୟାପିକା ସେବଶ୍ରୀ ବେହେରା ଓ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ଓ ଅଣଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like