-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ରାଜ୍ୟ

ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ

03-Jan-2026



କଣ୍ଟାମାଳ/କଣ୍ଟାମାଳ(ଜୟ କୁମାର ମହାରଣା):ବୌଦ୍ଧ ଜିଲ୍ଲାର ୩୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ସନ୍ଧ୍ୟାରେ ଆଡମ୍ବର ଓ ହର୍ଷଲ୍ଲାସ ମଧ୍ୟରେ ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାର ୩୨ତମ ପ୍ରତିଷ୍ଠା ଦିନ ଦିବସରେ ଆୟୋଜିତ ହୋଇଛି ବୌଦ୍ଧ ମହୋତ୍ସବ। ମହୋତ୍ସବ ପାଇଁ ହରଭଙ୍ଗା, ବୌଦ୍ଧ ଓ କଣ୍ଟାମାଳ ବ୍ଲକରୁ ସ୍ବତନ୍ତ୍ର ସାଂସ୍କୃତିକ ଦଳ ବୌଦ୍ଧର ବୁଦ୍ଧ ମନ୍ଦିରଠାରେ ପହଞ୍ଚିବା ପରେ ଭାଗବାନ ବୁଦ୍ଧଙ୍କ ଠାରେ ପୂଜାର୍ଚ୍ଚନା ପରେ ଏକ ବିଶାଳ ଶୋଭାଯାତ୍ରାରେ ତିନୋଟି ବ୍ଲକରୁ ଆସିଥିବା ମଶାଲ ମହୋତ୍ସବ ମଣ୍ଡପ ନିକଟରେ ସ୍ଥାପନ କରାଯାଇଥିଲା ଏହି ବିଶାଳ ଶୋଭା ଯାତ୍ରାରେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ, ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ, ଅତିରିକ୍ତ ଜିଲ୍ଲାପାଳ ଜିଲ୍ଲାପାଳ ଅନିରୁଦ୍ଧ ପଧାଳ, ଜିଲ୍ଲାପରିଷଦ ମୁଖ୍ୟ ଭନ୍ନୟନ ତଥା ନିର୍ବ।ହୀ ଅକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, କନ୍ଧମାଳ ସାଂସଦଙ୍କ ବୌଦ୍ଧ ଜିଲ୍ଲା ପ୍ରତିନିଧ ଯୁଗଳ କିଶୋର ସାମଲ, ବୌଦ୍ଧ ବ୍ଳକ ଅଧ୍ଯକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସ୍ନେହଲତା ପ୍ରଧାନ, କଣ୍ଟାମାଳ ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ସସ୍ମିତା ସେନାପତି,

ତିନି ବ୍ଳକର ବିଡ଼ିଓ, ତହସିଲଦାର ଓ ହଜାର ହଜାର ସଂଖ୍ୟାରେ କଳାକାର ସାମିଲ ହୋଇଥିଲେ। ଏହାପରେ ମଞ୍ଚରେ ପ୍ରଶ୍ନ ଶ୍ରୀଜଗନ୍ନାଥଙ୍କ ନିକଟରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରିବାପରେ ବୌଦ୍ଧ ମହୋତ୍ସବ, ପରିଶ୍ରୀ ମେଳା, ଆତ୍ମନିର୍ଭର ଭାରତ ସ୍ୱଦେଶୀ ମେଳା ଓ ବୟନିକା ହସ୍ତତନ୍ତ ପ୍ରଦର୍ଶନୀ-୨୦୨୬ ଉଦଘାଟିତ ହୋଇଯାଇଛି। ଉଦ ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସରକାରୀ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ। ସଙ୍ଗୀତାୟନ ଆନୁଷ୍ଠାନ ଦ୍ବାର ପ୍ରାରମ୍ଭିକ ସଙ୍ଗୀତ ଗାନ କରା ଯାଇଥିଲା। ସଭା ପରେ ସ୍ଥାନୀୟ କଳାକାର ଓ ଛାତ୍ରଛାତ୍ରୀଙ୍କ ଦ୍ବାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଯାହାକୁ ଦର୍ଶକମାନେ ବିଳମ୍ବିତ ରାତ୍ର ଯାଏଁ ଦେଖୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like