-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଦୁର୍ନୀତି ପାଇଁ ପୌରଆଇନକୁ ଦଳିଦେଳେ 

26-Sep-2020



ଦୁର୍ନୀତି ପାଇଁ ପୌରଆଇନକୁ ଦଳିଦେଳେ 
ଡ଼ିସ୍ ପ୍ଲେ ପାଇଁ ୧୦ ଲକ୍ଷ ଟେଣ୍ଡର, ଆଇ ଲଭ ବଲାଙ୍ଗିର ନାଁର ଟଙ୍କା ହଡ଼ପ୍ 
ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ସୂଚନା ଅଧୀକାର କର୍ମୀ 
ବଲାଙ୍ଗିର, ୨୬/୯ ପୌର ପରିଷଧ ଆଇନର ୧୯୫୩ର ପାରା ନମ୍ବର ୩୩୭ ଏବଂ ୩୩୮, ରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି ଯେ, ସମସ୍ତ ପୌରାଚଂଳ ଅନ୍ତର୍ଗତ ସମସ୍ତ କାର୍ଯ୍ୟ ଟେଣ୍ଡର ମାଧ୍ୟମରେ କରାଯିବ । ଜରୁରୀକାଳୀନ ଅବସ୍ଥାରେ ଯଥା- ବନ୍ୟା, ବାତ୍ୟା, ମରୁଡ଼ି, ଘରପୋଡ଼ି ଇତ୍ୟାଦି ସମୟରେ ବିନା ଟେଣ୍ଡରେ କାର୍ଯ୍ୟ ସମ୍ପାଦନ କରାଯାଇଥାଏ । କିନ୍ତୁ ସେଲଫି ଜୋନ ନିର୍ମାଣରେ କୌଣସି ଟେଣ୍ଡର କରାନଯାଇ ପୌର ପରଷଦର ବିଭାଗୀୟ ସ୍ତରରେ ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ଏହିଭଳି ପୌର ଆଇନକୁ ଦଳିଦେଲା ଭଲି ତଥ୍ୟ ଖୋଦ ପୌର କାର୍ଯ୍ୟାଳୟ ସୂଚନା ଅଧିକାର କାର୍ମୀ ଶମ୍ଭୁ ପ୍ରସାଦ ଶତପଥୀଙ୍କୁ ସୂଚନା ଅଧୀକାର ଆଇନରେ ଦେଇଛି ।
ବଲାଙ୍ଗିର ସେଲଫି ଜୋନ ନିର୍ମାଣ ସମ୍ବନ୍ଧୀୟ ତଥା ନିର୍ମାଣ କାର୍ଯ୍ୟକୁ ନେଇ ସୂଚନା ଅଧିକାର କର୍ମୀ ଶ୍ରୀ ଶତପଥୀ ପୌର କାର୍ଯ୍ୟାଳୟକୁ ସୂଚନା ମାଗିଥିଲେ । ପୌର କାର୍ଯ୍ୟାଳୟ ପକ୍ଷରୁ ସୂଚାନ ପ୍ରଦାନ କରାଯାଇଛି ଯେ, ଭାଗିରଥୀ ଛକ ନିକଟସ୍ଥ ସେଲଫି ଜୋନରେ ବିଭାଗୀୟ ସ୍ତରରେ ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ ୧୦ ଲକ୍ଷ ଟଙ୍କା ଡିସପ୍ଲେ ବୋର୍ଡ଼ ପାଇଁ ଟେଣ୍ଡର କରାଯାଇଥିଲା । ୧୦ ଲକ୍ଷ ଟଙ୍କା ପାଇଁ ଟେଣ୍ଡର କରାଯାଇଥିବା ବେଳେ ୨୮ ଲକ୍ଷ ଟଙ୍କା ପାଇଁ କାହିଁକି ଟେଣ୍ଡର କରାଗଲା ନାହିଁ ବୋଲି ପ୍ରଶାନ୍ତ ମହାକୁର ପ୍ରଶ୍ନ କରିଛନ୍ତି । ୧୦ ଲକ୍ଷ ଟଙ୍କାର ଡ଼ିସ୍‌ପ୍ଲେ  ବୋର୍ନ ୨ ମାସ ପରେ ଅଚଳ୍ ହୋଇଯାଇଥିବା ଶ୍ରୀ ମହାକୁର ଅଭିଯୋଗ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ସେଲ୍‌ଫି ଜୋନରେ ଗାନ୍ଧୀ ପାଠାଗାର ନିକଟସ୍ଥ ଜମିରେ ମାଟି ପୋତା ପାଇଁ ୨ ଲକ୍ଷ ଟଙ୍କା, ଗାର୍ଡ଼ ୱାର୍ଲ ପାଇଁ ୩ ଲକ୍ଷ ଟଙ୍କା ଗନ୍ଧୀ  ପାଠାଗାର ଷ୍ଟିଲ  ରିଲିଂ ପାଇଁ ୩ ଲକ୍ଷ ଟଙ୍ଗା, ଯୁଜିବି ବ୍ୟାଙ୍କ ନିକଟରେ ୩ ଲକ୍ଷ ଟଙ୍କା ଗାନ୍ଧୀ ପାଠାଗାର ନିକଟରେ ଗ୍ରାନାଇଟ କାର୍ଯ୍ୟ ପାଇଁ ୩ ଲକ୍ଷ ଟଙ୍କା, ଆଇ ଲଭ ବଲାଙ୍ଗିର ଅକ୍ଷର ପାଇଁ ଲକ୍ଷେ ଟଙ୍କା, ସେଲଫି ଜୋନର ସୌନ୍ଦର୍ଯ୍ୟକରଣ ପାଇଁ ୨ଲକ୍ଷ ଟଙ୍କା, ଭାଗିରଥୀ ଛକ ନିକଟରେ ପେଭିଙ୍ଗ ଫିଟିଂ ପାଇଁ ୩ ଲକ୍ଷ ଟଙ୍କା, ଲ୍ୟାଣ୍ଡ ସ୍କେପିଂ ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ଏହିପରି ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ କେବଳ ଏଲଇଡ଼ି ଡ଼ିସ୍ ପ୍ଲେ ପାଇଁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି । ସମୁଦାୟ ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିବା ସୂଚନା ଅଧୀକାର ଆଇନ ବଳରେ ତଥ୍ୟ ପ୍ରଦାନ କରାଯାଇଛି । 
ଏହି କାର୍ଯ୍ୟରେ ମୋ ବଲାଙ୍ଗିରକୁ ଭଲପାଏ ବୋଲି ବଲାଙ୍ଗିର ଜନସାଧାରଣଙ୍କ ଟଙ୍କାକୁ ହଡ଼ପ୍ କରାଯାଇଛି । ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ଦାବି କରାଯାଇଛି । ଦୁର୍ନୀତି ପାଇଁ ପøର ଆଇନକୁ ଦଳି ଦେଇଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like