-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||     

HOME   ଜିଲ୍ଲା

ମହୋତ୍ସବ ମୈତ୍ରୀ ଓ ଏକତାର ବାର୍ତ୍ତାଦେଇଥାଏ- ଡ.ବିଜୟ ସେଠୀ

03-Jan-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଦେଷଣ୍ଢ ଚାନ୍ଦିଲିପାହାଡଠାରେ ଚାଲିଥିବା ୯ମ ଚାନ୍ଦିଲିପାହାଡ ମହୋତ୍ସବ ଜମିଆସୁଛି । ପାହାଡର ପାଦଦେଶରେ ଥିବା ପେଣ୍ଡାରେ ଚାଲିଥିବା ମହୋତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ପ୍ରଶାସନ) କହିଛନ୍ତି ଯେ, ମହୋତ୍ସବମାନେ ଅଞ୍ଚଳରେ ମୈତ୍ରୀ ଓ ଏକତାର ବାର୍ତ୍ତା ଦେଇଥାଏ । ସାମାଜିକ,ଅର୍ଥନୈତିକ ବିକାଶ ଓ ସଦଭାବ୍ ବଜାୟ ରଖିବାକୁ ମହୋତ୍ସବ ଆୟୋଜନର ଯଥେଷ୍ଟ ଭୂମିକ  ହିଛି ବୋଲି ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ 

ଯୋଗ ଦେଇଥିବା ଅତିଥିଗଣ ମତବ୍ୟକ୍ତ କରିଥିଲେ । ମହୋତ୍ସବ କମିଟିର ଆବାହକ ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଦ୍ୱିତୀୟ ସଂଧ୍ୟାର ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟ କୁମାର ସେଠୀ, ମୁଖ୍ୟବକ୍ତା ଭାବରେ ଦେଓଗାଁ ବିଡିଓ ପ୍ରୀୟରଂଜନ କୁମ୍ଭାର ଓ ସମ୍ମାନୀତ ଅତିଥି ଭାବରେ କୋସଲବାଦୀ ନେତା ତଥା ଆଇନଜୀବୀ ପ୍ରମୋଦ କୁମାର ମିଶ୍ର, ବିଜେପିର ବରିଷ୍ଠନେତା ଗୋପାଳଜୀ ପାଣିଗ୍ରାହୀ, ବିଜେପିର ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା, ବରିଷ୍ଠସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ପ୍ରେରଣା ଖବରକାଗଜର ସଂପାଦକରଘୁନନ୍ଦନ ସିଂହ। ସାଂସଦଙ୍କ ଦେଓଗାଁ ବ୍ଲକ ପ୍ରତିନିଧି 

ଶଚିଭୂଷଣ ପାଣିଗ୍ରାହୀ,ପୂର୍ବତନ ପ୍ରତିନିଧି ଅମିତ ସିଂନୀନା, ସାଂସଦଙ୍କ ସଇଁତଳା ବ୍ଲକ ପ୍ରତିନିଧି ଅକ୍ଷୟ ରଣା,ବାସୁଦେବ ସିଂନିନା,ବନ୍ଧପଡା ମଣ୍ଡଳ ସଭାପତି ମନବାସ ନାଏକ ଓ ଦେଷଣ୍ଢ ସରପଞ୍ଚ ଯଶୋଦା ମେହେର ପ୍ରମୁଖ ଯୋଗଦେଇ ଥିଲେ । ଚାନ୍ଦିଲିପାହାଡ ପର୍ଯ୍ୟଟନସ୍ଥଳୀର ବିକାଶରେ ସମସ୍ତେ ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ମହୋତ୍ସବ ପେଣ୍ଡାଲରେ ଆୟୋଜିତ ରାବଣଦରବାର ଓ ସାଂସ୍କୃତିକଦଳର କାର୍ଯ୍ୟକ୍ରମ ଦର୍ଶକଙ୍କ ମନମୋହିଥିଲା । ପ୍ରତ୍ୟହ ଏଠାରେ ରାବଣଦରବାର,ମହିମାସାଧୁଙ୍କ ଦ୍ୱାରା ଅଖଣ୍ଡ ବ୍ରହ୍ମଯଜ୍ଞ, ଭଜନକିର୍ତ୍ତନ ଓ ନାମଯଜ୍ଞ ଚାଲୁରହିଛି । ଗତ ୩୧ ତାରିଖରେ ଏଠାରେ ଶତାଧିକ ମହିଳାଙ୍କ ଦ୍ୱାରା କଳଶ ଶୋଭାଯାତ୍ରା କରାଯାଇଥିଲା । ଜାନୁୟାରୀ ୧ ତାରିଖରେ ବଲାଙ୍ଗୀର ଉପଜିଲ୍ଲାପାଳ ଅଲୋକକୁମାର ପଟେଲ ମହୋତ୍ସବକୁ ଉଦଘାଟନ କରିଥିଲେ । ଶୁକ୍ରବାର ସଂଧ୍ୟାରେ ବଲାଙ୍ଗୀର ମଳମୁଣ୍ଡାର ବଜାସାଲ ଟିମ,ବଲାଙ୍ଗୀର କୋସଲ ଫୋକ୍ ଏକାଡେମୀ ଓ ଏକ ସ୍କୁଲର ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ମହୋତ୍ସବ ପାଇଁ ଲାଗିଥିବା ମୀନାବଜାରେ ହଜାର ହଜାର ଲୋକଙ୍କ ସମାଗମ ହେଉଛି । ମହୋତ୍ସବକୁ କମିଟିର ସଭାପତି ରାଧେଶ୍ୟାମ ମେହେର, ସଂପାଦକ ସ୍ୱୟଂମ୍ବର ମେହେର, ଘାସିରାମ ରଣା, ଇନ୍ଦ୍ରଜିତ ରାଉତ, ପ୍ରଦ୍ୟୁମ୍ନ ଷଢଙ୍ଗୀ, ତ୍ରିଲୋଚନ ରଣା, ଦୀନବନ୍ଧୁ ମେହେର, ରବିନ୍ଦ୍ର ସାଏ ପ୍ରମୁଖ ପରିଚାଳନା କରୁଛନ୍ତି । ରାବଣ ଦରବାରରେ ରାମାୟଣର ବିଭିନ୍ନ ଚରିତ୍ରରେ କଳାକାର ମାନଙ୍କର ପ୍ରଦର୍ଶନ ଖୁବ ଉଚ୍ଚକୋଟିର ରହିଥିଲା ଓ ଦର୍ଶକ ମନଭରି ଏହାକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026

You Might Also Like