-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବୁଗୁଡ଼ା - ଷ୍ଟାଡି ଆଣ୍ଡ ରିସର୍ଚ୍ଚ ସୋସାଇଟି ପକ୍ଷରୁ ଆଲୋଚନାଚକ୍ର

02-Feb-2021



ବୁଗୁଡା,(ଡ଼ଃ. କୁମୁଦ ଚନ୍ଦ୍ର ବେହେରା): ବୁଗୁଡ଼ାରେ ପ୍ରତିଷ୍ଠିତ  'ଷ୍ଟଡ଼ି ଏଣ୍ଡ ରିସର୍ଚ୍ଚ ସୋସାଇଟି' ପକ୍ଷରୁ ସିମାଞ୍ଚଳ ମାର୍ଗରେ ଜାନୁୟାରୀ ୩୧ ତାରିଖ ଦିନ ଏକ ଆଲୋଚନାଚକ୍ର ଗୁଗୁଲ ମିଟ୍ ଆପ୍ ମାଧ୍ୟମରେ ହୋଇଯାଇଛି। "ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ : ଏହାର ବିକାଶ ଓ ଭବିଷ୍ୟତ" ଶୀର୍ଷକ ବିଷୟରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଗବେଷକ ଡ଼ଃ ବ୍ରଜ କିଶୋର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ଆଲୋଚନାଚକ୍ରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗୀୟ ମୁଖ୍ୟ   ଡ଼ଃ ସଦାନନ୍ଦ ନାୟକ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଗଣିତ ବିଭାଗୀୟ ମୁଖ୍ୟ ଡ଼ଃ ଅରୁଣ କୁମାର ତ୍ରିପାଠୀ, କୋରାପୁଟ ଜିଲ୍ଲା ନନ୍ଦପୁର ମହାବିଦ୍ୟାଳୟ ଓଡ଼ିଆ ବିଭାଗ ଅଧ୍ୟାପକ ରବି ଶତପଥୀ, ଗଞ୍ଜାମ ଜିଲ୍ଲାର ବୁଗୁଡା ବଳଦେବ ଜୀଉ ମହିଳା ମହାବିଦ୍ୟାଳୟ ଅଧ୍ୟାପକ ବିଭୁତି ଭୂଷଣ ମିଶ୍ର ଭାଗ ନେଇ ବିଭିନ୍ନ ଐତିହ୍ୟ ସ୍ଥଳୀର ସୁରକ୍ଷା, ପର୍ଯ୍ୟଟନ ସ୍ଥଳୀର ସୁରକ୍ଷା ଓ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବିଷୟରେ ତଥ୍ୟ ଭିତ୍ତିକ ଆଲୋଚନା କରିଥିଲେ। ଷ୍ଟଡ଼ି ଏଣ୍ଡ ରିସର୍ଚ୍ଚ ସୋସାଇଟିର ସମ୍ପାଦକ ତଥା ବୁଗୁଡା ପିପୁଲସ କଲେଜ ଇତିହାସ ଅଧ୍ୟାପକ ରବୀନ୍ଦ୍ର ନାଥ ପୋଲାଇ ସନ୍ଦର୍ଭ ପଠନ କରିଥିବା ବେଳେ ସୁରେଶ ଚନ୍ଦ୍ର ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like