-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||     

HOME   ଜିଲ୍ଲା

ଜାନୁୟାରୀ ୧୧ରେ ଉପଖଣ୍ଡସ୍ତରୀୟ ଲୋକ ଉତ୍ସବ ହଜି ଯାଇଥିବା କଳା ସଂସ୍କୃତିକୁ ପୁର୍ନଜିବିତ କରାଯିବ

03-Jan-2026



ବଲାଙ୍ଗିର - ବଲାଙ୍ଗିର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ହୋଇଯାଇଯାଇଛି । ଉପଜିଲ୍ଲାପାଳ ତଥା ଅଧ୍ୟକ୍ଷ ଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିଲା । ଏ ବର୍ଷ କିଭଳି ହଜିଯାଇଥିବା କଳା ସଂସ୍କୃତି ପୁନଜୀବିତ ହେବ ଏବଂ କଳାକାରଙ୍କୁ ନେଇ ମଂଚ ପରିବେଷଣ କରିବେ ନାଟକ, ଗୀତ, ବାଦ୍ୟ, ଗାଁ କଳାକାରମାନଙ୍କ ନୁ ହେଇ କିଭଳି ହଜିଯାଇଥିବା ସେ ବିଷୟ ନେଇ ଆଲୋଚନା ହୋଇଥିଲା । ଆଗାମୀ ଜାନୁୟାରୀ ୧୧ ତାରିଖ ରବିବାର ଦିନ ଟାଉନ ବାଳିକା ବିଦ୍ୟାଳୟରେ ଉତ୍ସବ ଆୟୋଜିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ବିଭିନ୍ନ ବ୍ଲକର କଳାକାର ଓ ବୁଦ୍ଧିଜିବ ଓ ସରକାରୀ କର୍ମଚାରୀମାନଙ୍କ ଉପସ୍ଥିତିରେ ନିଷ୍ପତ୍ତି ନିଆଯାଇଥିଲା । ସହକାରୀ କଲେକ୍ଟର ଜୟକୃଷ୍ଣ ପାଣିଗ୍ରାହୀ, ଆଲୋକ ପୁରୋହିତ ପ୍ରମୁଖ ମଂଚାସୀନ ଥିଲେ । କଳାକାର ସଂଘର ମଧୁସୂଦନ ନାୟକ, ଜଗଦାନନ୍ଦ ଛୁରିଆ, ବ୍ରହ୍ମାନନ୍ଦ ବନଛୋର, କାଳି ପ୍ରସାଦ ଷଡଙ୍ଗି, ଘାସିରାମ ମିଶ୍ର, ମୁରଲିଧର ପତି, ଜୟକୃଷ୍ଣ ମିଶ୍ର, ପ୍ରଶାନ୍ତ ମହାକୁର ପ୍ରମୁଖ ଉପସ୍ଥିତ ଥିଲେ । । ନେସଲା ପାତ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026

You Might Also Like